ଟ୍ରକ୍‌ ଧକ୍କାରେ ଜଣଙ୍କ ଜୀବନଗଲା

ବରଗଡ଼ ଅଫିସ,୨୭।୧୨: ବରଗଡ଼ ସହର ବ୍ରହ୍ମବିହାର-ଗୋବିନ୍ଦପାଲି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କା ଦେବା ଯୋଗୁ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସ୍ଥାନୀୟ ଗୋବିନ୍ଦପାଲି ନିବାସୀ ମକରଧ୍ୱଜ ନାଗ। ସେ ଜଣେ ରିକ୍ସା ଚାଳକ ହୋଇଥିବା ବେଳେ ହେମାଲି କାମ ମଧ୍ୟ କରୁଥିବା ସ୍ଥାନୀୟ ଲୋକେ କହୁଛନ୍ତି।
ମକରଧ୍ୱଜ ସାଇକେଲ ଯୋଗେ ଯାଉଥିବା ବେଳେ ଏକ ଚାଉଳ ବୋଝେଇ ଟ୍ରକ୍‌ ତାଙ୍କୁ ଧକ୍କା ଦେଇଥିଲା। ପରେ ଟ୍ରକ୍‌ ଚାପି ଦେବା ଫଳରେ ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ଘଟଛି। ଦୁର୍ଘଟଣା ପରେ ଉକ୍ତ ସ୍ଥାନରେ ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ପୋଲିସ ପହଞ୍ଚି ପରିସ୍ଥିତି ଉପରେ ନଜର ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଲ ଫଣ୍ଡକୁ ସହାୟତା ପାଇଁ ବିଧାୟିକାଙ୍କୁ ଚେକ ପ୍ରଦାନ

ବେଗୁନିଆପଡା,୨୦ା୪(ଡି.ଏନ.ଏ.)- ଲକ୍‌ଡାଉନ ପାଇଁ ସରକାର ରାଶନକାର୍ଡଧାରୀଙ୍କୁ ବିଭିନ୍ନ ସହାୟତା ପ୍ରଦାନ କରୁଛନ୍ତି। ତେବେ ଅନେକ ଅସହାୟ ଓ ଗରିବ ବିଭିନ୍ନ କାରଣରୁ କାର୍ଡ ପାଇପାରିନାହାନ୍ତି। ଏହି...

ଘରକୁ ଫେରୁଥିଲେ ଦାଦନ ଶ୍ରମିକ:ଗଛକୁ ଧକ୍କା ଦେଲା ସ୍କର୍ପିଓ

ପାପଡାହାଣ୍ଡି,୩୦।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ଦେଇ ଯାଇଥିବା ଜାତୀୟ ରାଜପଥ ୨୬ର ବାବାଜୀ ଗୁଡା ନିକଟରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଭୋରୁ ଏକ ସ୍କର୍ପିଓ...

ସମଲେଇ ମନ୍ଦିର ସାନିଟାଇଜ୍‌ କରିବାକୁ ପୂଜକଙ୍କ ଦାବି

ସମ୍ବଲପୁର, ୨।୪ (ବ୍ୟୁରୋ)-କରୋନା ଭୂତାଣୁ ଯୋଗୁଁ ଦୋକାନ, ବଜାର, ରାସ୍ତା ସେନିଟାଇଜ କରାଯାଉଛି। ସମ୍ବଲପୁରର ଇଷ୍ଟଦେବୀ ସମଲେଇ ମନ୍ଦିରକୁ ମଧ୍ୟ କରୋନା କଟକଣା ପୂର୍ବରୁ ରାଜ୍ୟ...

ସାବରମତି ରିଭରଫ୍ରଣ୍ଟ ଢାଞ୍ଚାରେ ହେବ ମହାନଦୀ ପଠାର ବିକାଶ

କଟକ ଅଫିସ, ୧୪ା୧୨: କଟକରେ ଦେଖିବାକୁ ମିଳିବ ଗୁଜରାଟର ସାବରମତି ରିଭରଫ୍ରଣ୍ଟ ଭଳି ପ୍ରକଳ୍ପ। ବାଲିଯାତ୍ରା ତଳପଡ଼ିଆରୁ ଯୋବ୍ରା ନୌବାଣିଜ୍ୟ ସଂଗ୍ରହାଳୟ ସାମ୍ନା ପର୍ଯ୍ୟନ୍ତ ମହାନଦୀ...

ଘାଟିରେ ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା

କୋକସରା,୨୦ା୭(ଡି.ଏନ୍‌.ଏ.): ୨୬ ନମ୍ବର ଜାତୀୟ ରାଜପଥ କଳାହାଣ୍ଡି ନବରଙ୍ଗପୁର ସୀମା ଆମପାଣି ଘାଟିରେ ବୁଧବାର ବସ୍‌ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡିଛି।...

ସ୍ବଚ୍ଛଭାରତ ମିଶନ: ୧୯,୧୬୧ ପାଇଖାନା ଅସମ୍ପୂର୍ଣ୍ଣ

ବାସୁଦେବପୁର, ୨୯।୮ (ଡି.ଏନ.ଏ.) – କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସ୍ବଚ୍ଛ ଭାରତ ମିଶନ(ଗ୍ରାମୀଣ)ରେ ଭଦ୍ରକ ଜିଲା ବାସୁଦେବପୁର ବ୍ଲକରେ ଲକ୍ଷ୍ୟ ଧାର୍ଯ୍ୟ ଥିବା ୩୯,୫୫୫ଟି...

ଓଲଟିଲା ଆମ୍ବୁଲାନ୍ସ

ପାରଳାଖେମୁଣ୍ଡି,୨୧ା୧୦(ଡି.ଏନ୍‌.ଏ.): ଗଜପତି ଜିଲା ଅଡବା ଥାନା ଅଧୀନ ମାଣ୍ଡିମେରା ବୁଲାଣି ରାସ୍ତାରେ ଗୁରୁବାର ଏକ ଆମ୍ବୁଲାନ୍ସ ଓଲଟି ୨ଜଣ ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ,...

କୂଅକୁ ଠେଲି ଦାଦାଙ୍କୁ ହତ୍ୟା ଅଭିଯୋଗ, ପୁତୁରା ଅଟକ

ବଲାଙ୍ଗୀର ଅଫିସ, ୨୧।୧- ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ଚୁଲିଫୁଙ୍କା ଗାଁରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ସମ୍ପର୍କୀୟ କାକାଙ୍କୁ କୂଅ ଭିତରକୁ ଠେଲି ପୁତୁରା...

Advertisement
Archives

Model This Week