ଟ୍ରକ୍‌ ଧକ୍କାରେ ଜଣେ ମୃତ, କ୍ଷତି ପୂରଣ ଦାବିରେ ଆନ୍ଦୋଳନ

କଣିହାଁ,୩।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଲି ଗ୍ରାମର କୁଳୁମା କୁଆଁରୀ ରାସ୍ତାରେ ମଙ୍ଗଳବାର ପୂର୍ବାହ୍ନରେ ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଗ୍ରାମର ଗଣେଶ୍ୱର ସାମଲ। ଘଟଣାସ୍ଥଳରେ ଗଣେଶ୍ୱରଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଚାପା ଉତ୍ତେଜନା ଦେଖାଦେଇଛି। ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ ଆନ୍ଦୋଳନ ଚଳାଇଛନ୍ତି। ରେଙ୍ଗାଲି ଡ୍ୟାମ ସାଇଟ୍‌ ଥାନା ଆଇଆଇସି ସରୋଜକାନ୍ତ ସାମଲ ଦୁର୍ଘଟଣା ସ୍ଥଳରେ ପହଞ୍ଚି ଆଲୋଚନା ଚଳାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ସହରରୁ ୫୧ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୧୧।୧୦-କଟକ ସହରରୁ ଆଜି ମୋଟ ୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୨୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୯...

ପଁଚେତ୍‌ରେ କାଗଜପତର ଦାଖଲ କରି ନିରାଶ: ବଏସ୍‌ ୭୦, ଭତାରୁ ବଁଚିତ୍‌ ପଞ୍ଚାନନ

ଅତାବିରା, ୧୧।୬ (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ବୁଢ଼ାବୁଢ଼ି, ବିଧବା, ଛାର୍‌ରି, ଦିବ୍ୟାଙ୍ଗମାନକୁ ଇନ୍ଦିରା ଗାନ୍ଧୀ, ମଧୁବାବୁ ଲେଖେଁ ପେନ୍‌ସନ ଯୋଜନାରେ ସାମିଲ କରି...

ଯାଜପୁର ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ : ତିତ୍‌ଲି ନାମରେ ଦେଢ଼ କୋଟି ଆତ୍ମସାତ୍‌

ଯାଜପୁର ଅଫିସ,୧୯ା୮: ଯାଜପୁର ଜିଲା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (ଆରଡବ୍ଲ୍ୟୁଏସ୍‌ଏସ୍‌) ବିଭାଗରେ ଏସ୍‌ଆରସି (ସ୍ପେଶିଆଲ ରିଲିଫ କମିଶନର) ପାଣ୍ଠିରୁ ତିତ୍‌ଲି ନାମରେ ଆବଣ୍ଟିତ...

ଅଧ୍ୟକ୍ଷ ପଦ ପାଇଁ ଲଢେଇ: ଶାସକ, ବିରୋଧୀଙ୍କ ସହ ସ୍ବାଧୀନ ପ୍ରାର୍ଥୀ

ରେଢ଼ାଖୋଲ,୮ା୩(ଡି.ଏନ.ଏ.): ରେଢ଼ାଖୋଲ ଏନ୍‌ଏସି ଅଧ୍ୟକ୍ଷ ପଦ ପାଇଁ ବିଜେଡିରୁ ସୁନୀଲ କୁମାର ପ୍ରଧାନ, ଭାଜପାରୁ ଶିବରାମ ସାହୁ ଓ କଂଗ୍ରେସ ଦଳରୁ ଆଇନଜୀବୀ ସଜଲକାନ୍ତ ପାଲ...

ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ଧାରଣା : ବିଇଓ କାର୍ଯ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ଗଞ୍ଜାମ,୨୯ା୧୦(ଡି.ଏନ.ଏ.)-ଗଞ୍ଜାମ ବ୍ଲକ ସାନରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହ-ଶିକ୍ଷୟିତ୍ରୀ ଭାଗ୍ୟବତୀ ବେହେରାଙ୍କୁ ବଦଳି ନ କରିବାକୁ ଗ୍ରାମବାସୀ ସୋମବାର ବିଇଓ କାର୍ଯ୍ୟାଳୟରେ ତାଲା...

ଭୁଲ୍‌ ତଥ୍ୟ ଯୋଗୁ ଧାନ ବିକ୍ରି କରିପାରିଲେନି ଚାଷୀ

ବୈପାରିଗୁଡ଼ା,୬ା୨(ଡି.ଏନ୍‌.ଏ.) କୋରାପୁଟ ଜିଲା ବୈପାରିଗୁଡ଼ା ବ୍ଲକ କେନ୍ଦୁଗୁଡା ପଞ୍ଚାୟତ କଦମଗୁଡା ଗ୍ରାମର ଚାଷୀ ମୁଦି ତଲିଆ ା ମଣ୍ଡିରେ ଖରିଫ ଧାନ ବିକ୍ରି ପାଇଁ ସେ...

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସୈରାତ ନିଲାମ: ଚୋରି ପାଇଁ ପ୍ରଶ୍ରୟ ଦେଲା ପ୍ରଶାସନ

ଖୋର୍ଦ୍ଧା ଅଫିସ,୨୮।୭: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ସୈରାତକୁ ନିଲାମରେ ନେଇ ଲୁଟ୍‌ ପାଇଁ ପ୍ରତିଯୋଗିତା ଚାଲିଛି। ସୈରାତ ନିଲାମ କରି କୋଟି କୋଟି ଟଙ୍କାର ରାଜସ୍ବ ହଡପ...

ଶେରଗଡ଼ରେ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ ପାଳିତ

ଶେରଗଡ,୧୭।୪(ଡି.ଏନ୍‌.ଏ.): ପ୍ରବାଦ ପୁରୁଷ ତଥା ବିଶିଷ୍ଟ ଜନନାୟକ, ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କର ଶୁକ୍ରବାର ୨୩ତମ ଶ୍ରାଦ୍ଧବାର୍ଷିିକୀ। ଗଞ୍ଜାମ ଜିଲା ଶେରଗଡ଼ରେ ବିଜୁ ବାବୁଙ୍କୁ...

Advertisement
Archives

Model This Week