ଟ୍ରକ୍‌ ଧକ୍କାରେ ବାଇକ୍‌ଆରୋହୀ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ଆନନ୍ଦପୁର, ୧୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ୨୦ ନମ୍ବର ଜାତୀୟ ରାଜପଥର ସାଳପଡ଼ାଠାରେ ଏକ ୧୦ ଚକିଆ ଟ୍ରକ୍‌ ଧକ୍କାରେ ବୁଧବାର ସକାଳେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପାଟଣା ନିକଟ ପାଟୁଳି ଗ୍ରାମର ସଦାନନ୍ଦ ମହାନ୍ତ(୫୩)।
ପ୍ରକାଶ ଯେ, ସଦାନନ୍ଦ ଆନନ୍ଦପୁର ଉଦ୍ୟାନ ବିଭାଗରେ ଜଣେ କର୍ମଚାରୀ ଥିଲେ। ବୁଧବାର ସକାଳୁ ଘସିପୁରା ବଜାରରୁ କାମ ସାରି ବାଇକ୍‌ ଯୋଗେ ଫେରୁଥିବା ବେଳେ ଏକ ଟ୍ରକ୍‌ ତାଙ୍କୁ ସମ୍ମୁଖରୁ ଧକ୍କା ଦେଇଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ଘସିପୁରା ପୋଲିସ ମୃତଦେହ ଜବତକରି ଆନନ୍ଦପୁର ମେଡିକାଲ ପଠାଇଛି। ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

କଳାହାଣ୍ଡିରେ ପୁଣି କୁମ୍ଭୀର ଆତଙ୍କ ଭାଲୁ ବୁଟୁରା ନାଳରେ କୁମ୍ଭୀର

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାତୀନଦୀର ପିଲାସ ଗାଁ ଘାଟ ନିକଟରେ ଗତ କିଛି ଦିନ ତଳେ ଏକ କୁମ୍ଭୀର ଦେଖିବାକୁ ମିଳିଥିବାବେଳେ…

ICC ପ୍ଲେୟାର ଅଫ ଦ ମନ୍ଥ ପାଇଁ ମନୋନୀତ ହେଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୭: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ICC) ପକ୍ଷରୁ ଜୁନ ମାସ ପାଇଁ ‘ପ୍ଲେୟାର ଅଫ ଦ ମନ୍ଥ’ (Player of the Month) ମନୋନୟନ ତାଲିକା…

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

ବେଲଘର ବନବିଭାଗର ଚଢ଼ାଉ; ୨ ଶିକାରୀଙ୍କୁ ମାଡ଼ି ବସିଲା ପେଟ୍ରୋଲିଂ ଟିମ୍

ତୁମୁଡ଼ିବନ୍ଧ, ୧୪।୭ (ଦୀପକ କୁମାର ପାରସେଠ): କନ୍ଧମାଳ ଜିଲାର ବେଲଘର ବନାଞ୍ଚଳରେ ବନବିଭାଗ ପକ୍ଷରୁ କରାଯାଇଥିବା ରାତିର  ପାଟ୍ରୋଲିଂ ବେଳେ ୨ ଜଣ ଶିକାରୀଙ୍କୁ ଗିରଫ କରାଯିବା…

ମାଲକାନଗିରିରୁ ଉଡ଼ିବ ଡବଲ ଇଞ୍ଜିନ ବିମାନ

ମାଲକାନଗିରି, ୧୩।୭(ଗୌରିଶଙ୍କର ପଣ୍ଡା): ମାଲକାନଗିରି ବିମାନବନ୍ଦରକୁ ଏବେ କେବଳ ଛୋଟ ବିମାନ ଚଳାଚଳ କରାଯିବ ନାହିଁ। ଆଗକୁ ପ୍ରାୟ ୧୨୦ ଆସନ ବିଶିଷ୍ଟ ଡବଲ ଇଞ୍ଜିନ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri