ଟ୍ରକ୍‌ ଧକ୍କାରେ ଯୁବକ ମୃତ ଘଟଣା: କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକୋ

ପାଟଣାଗଡ଼,୨୫।୧(ଡି.ଏନ୍‌.ଏ.):ବଲାଙ୍ଗୀର ଜିଲା ପାଟଣାଗଡ଼ ଡାକ୍ତରଖାନା ସମ୍ମୁଖରେ ଶୁକ୍ରବାର ରାତିରେ ଏକ ଟ୍ରକ୍‌ ଧକ୍କାରେ ରହେନମାଲ ଗ୍ରାମର ଯୁବକ ବେଣୁଧର କୁଅଁରଙ୍କର ମୃତ୍ୟୁ ଘଟିଥିଲା। ଏ ନେଇ ଶନିବାର ସକାଳୁ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। କ୍ଷତିପୂରଣ ଦାବିରେ ବେଣୁଧରଙ୍କ ପରିବାର ଏବଂ ପାଟଣାଗଡ଼ ଆଦିବାସୀ ସଂଘର କର୍ମକର୍ତ୍ତା ସ୍ଥାନୀୟ କଚେରି ଛକଠାରେ ମୃତଦେହ ରଖି ରାସ୍ତାରୋକୋ କରିଛନ୍ତି। ମୃତକଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା, ପରିବାରର ଜଣଙ୍କୁ ଚାକିରି, ପାଟଣାଗଡ଼ ସହର ମଧ୍ୟରେ ଭାରିଯାନ ଚଳାଚଳ ନିଷିଦ୍ଧ ବାଏପାସ୍‌ ରାସ୍ତା ନିର୍ମାଣ ଆଦି ଦାବି ରହିଛି। ରାସ୍ତାରୋକୋ ଲାଗି କଣ୍ଟାବାଞ୍ଜି -ବଲାଙ୍ଗୀରକୁ ଯାତାୟାତ ବାଧାପ୍ରପ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାନର ପାଇଁ ଗଲା ଛାତ୍ରଙ୍କ ଜୀବନ

ବଡ଼ବିଲ, ୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ଆଇଟିଆଇରେ ଏକ ବ୍ୟାନର ବାନ୍ଧିବା ବେଳେ ୧୧କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି।...

ବାସୁଦେବପୁର ମାଟିରେ ଥାଇ ଆପଲ ବେର୍‌

ପଦ୍ମପୁର,୩।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଆରୁହା ପଞ୍ଚାୟତର ତୁଳମତୁଳା ଗ୍ରାମର କେନାଲ କୂଳରେ ଅଧଏକର ଜମିରେ ହୋଇଛି ବଗିଚା। ଚାରିପଟେ ନିବୁଜ ବାଡ଼...

ସେତୁ ପାଲଟିଛି ମାଛ ମାର୍କେଟ

ଯାଜପୁର ଟାଉନ,୨୭ା୧୦(ଡି.ଏନ.ଏ.): ଏବେ ଯାଜପୁରଟାଉନର ସବୁଠାରୁ ବଡ଼ମାଛ ମାର୍କେଟ ହେଉଛି ଗାନ୍ଧୀଛକ ନିକଟସ୍ଥ କିଲ୍ଲାଘାଟ ସେତୁ। ଏ ସେତୁଟି ଉପରେ ଭଦ୍ରକ ଜିଲା ସମେତ ପଣସା...

ସମିତି ଦଖଲ ପାଇଁ ଛକାପଞ୍ଝା

ଢେଙ୍କାନାଳ ଅଫିସ, ୨୪।୨:  ଢେଙ୍କାନାଳ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୪ ପର୍ଯ୍ୟାୟରେ ଶେଷ ହୋଇଛି। ଏହାପରେ ଜିଲାର ୮ ବ୍ଲକ ମଧ୍ୟରେ ପଞ୍ଚାୟତ ସମିତି...

ସୁସ୍ଥ ହୋଇ କାର୍ଯ୍ୟରେ ଯୋଗ ଦେଲେ ୨ କରୋନା ଯୋଦ୍ଧା

ଛତ୍ରପୁର,୨୫ା୬(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ଅଧୀନ କାର୍ଯ୍ୟ କରୁଥିବା ୨ ଜଣ କରୋନା ଯୋଦ୍ଧା ଗୁରୁବାର ସୁସ୍ଥ ହୋଇଛନ୍ତି। ଏମାନେ ହେଲେ ଛତ୍ରପୁର ଏସ୍‌ଡିପିଓ ଓ ଥାନା...

ମୟୂରଭଞ୍ଜରେ ମହିଳା କାର୍ଡ

ବାରିପଦା ଅଫିସ,୭ା୬: ଇତି ମଧ୍ୟରେ ରାଜ୍ୟ ମନ୍ତ୍ରିମଣ୍ଡଳର ପରିବର୍ତ୍ତନ ହୋଇଛି। ମୟୂରଭଞ୍ଜ ଜିଲାରୁ କ୍ୟାବିନେଟ ମନ୍ତ୍ରୀ ଭାବେ ପ୍ରତିନିଧିତ୍ୱ କରୁଥିବା ସୁଦାମ ମାରାଣ୍ଡିଙ୍କୁ ବାଦ୍‌ଦେଇ ମୁଖ୍ୟମନ୍ତ୍ରୀ...

ଜେଲ୍‌ରେ ଭାଇଙ୍କୁ ରାଖୀ ବାନ୍ଧିଲେ ଭଉଣୀ

ବ୍ରହ୍ମପୁର ଅଫିସ୍‌,୧୫।୮-ବ୍ରହ୍ମପୁର ମଣ୍ଡଳ କାରାଗାରରେ ଗୁରୁବାର ରାଖୀ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ବିଭିନ୍ନ ମାମଲାରେ ସଜା କାଟୁଥିବା ଅନ୍ତେବାସୀଙ୍କୁ ସେମାନଙ୍କ ଭଉଣୀମାନେ ରାଖୀ ବାନ୍ଧିଥିଲେ। ଏଥିପାଇଁ...

ଶ୍ରୀମନ୍ଦିର ଚୂଡ଼ାରେ ଚଢ଼ିଗଲେ ପୂଜକ

ପୁରୀ ଅଫିସ,୫ା୧୦: ବୁଧବାର ଅପରାହ୍ନରେ ଶ୍ରୀମନ୍ଦିର ଚୂଡ଼ାରେ ଅଗ୍ନିଶ୍ୱର ମହାଦେବଙ୍କ ପୂଜକ ଚନ୍ଦ୍ରଶେଖର ପଣ୍ଡା ଚଢ଼ିଯାଇଥିଲେ। ସେ ନୀଳଚକ୍ର ବାନା ଲାଗୁଥିବା ସ୍ଥାନକୁ ଚଢ଼ି ଯାଇଥିଲେ।...

Advertisement
Archives

Model This Week