ଟ୍ରକ୍‌ ଧକ୍କାରେ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ: ଘଟଣାସ୍ଥଳରେ ଉତ୍ତେଜନା

ତାଳଚେର,୧୯।୧(ନି.ପ୍ର.): ତାଳଚେର ବସ୍‌ଷ୍ଟାଣ୍ଡ ନିକଟରେ ସଡ଼କ ଦୁର୍ଘଟଣାରେ ଜଣେ ଶିକ୍ଷୟିତ୍ରୀଙ୍କର ମୃତ୍ୟୁ ଘଟିଛି। ତାଙ୍କର ନାମ ସନ୍ଧ୍ୟାରାଣୀ ଦାସ ଘର ଅନୁଗୋଳ ଗୀତାଗ୍ରାମରେ। ସେ ଆଜଡେରା ହାଇସ୍କୁଲରେ ଅନୁଷ୍ଠିତ ବନ୍ଧୁମିଳନ କାର୍ଯ୍ୟକ୍ରମରେ ଯୋଗ ଦେଇ ତାଳଚେର ବସ୍‌ଷ୍ଟାଣ୍ଡକୁ ଯାଉଥିବା ସମୟରେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା। ଏଥିରେ ଅନ୍ୟ ଜଣେ ଆହତ ହୋଇଥିବା ବେଳେ ଘଟଣାସ୍ଥଳରେ ଉତ୍ତେଜେନା ଲାଗିରହିଛି। ଖବର ପାଇ ତାଳଚେର ପୋଲିିସ ପହଞ୍ଚି ଅନୁସନ୍ଧାନ ଚଳାଇଛି। ସେ ତାଳଚେର ବ୍ଲକ କୁକୁଡଲା ହାଇସ୍କୁଲରେ ଶିକ୍ଷୟିତ୍ରୀ ଭାବେ କାମ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri