ଟ୍ରକ୍‌ ଧକ୍କାରେ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ: ଘଟଣାସ୍ଥଳରେ ଉତ୍ତେଜନା

ତାଳଚେର,୧୯।୧(ନି.ପ୍ର.): ତାଳଚେର ବସ୍‌ଷ୍ଟାଣ୍ଡ ନିକଟରେ ସଡ଼କ ଦୁର୍ଘଟଣାରେ ଜଣେ ଶିକ୍ଷୟିତ୍ରୀଙ୍କର ମୃତ୍ୟୁ ଘଟିଛି। ତାଙ୍କର ନାମ ସନ୍ଧ୍ୟାରାଣୀ ଦାସ ଘର ଅନୁଗୋଳ ଗୀତାଗ୍ରାମରେ। ସେ ଆଜଡେରା ହାଇସ୍କୁଲରେ ଅନୁଷ୍ଠିତ ବନ୍ଧୁମିଳନ କାର୍ଯ୍ୟକ୍ରମରେ ଯୋଗ ଦେଇ ତାଳଚେର ବସ୍‌ଷ୍ଟାଣ୍ଡକୁ ଯାଉଥିବା ସମୟରେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା। ଏଥିରେ ଅନ୍ୟ ଜଣେ ଆହତ ହୋଇଥିବା ବେଳେ ଘଟଣାସ୍ଥଳରେ ଉତ୍ତେଜେନା ଲାଗିରହିଛି। ଖବର ପାଇ ତାଳଚେର ପୋଲିିସ ପହଞ୍ଚି ଅନୁସନ୍ଧାନ ଚଳାଇଛି। ସେ ତାଳଚେର ବ୍ଲକ କୁକୁଡଲା ହାଇସ୍କୁଲରେ ଶିକ୍ଷୟିତ୍ରୀ ଭାବେ କାମ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ବର୍ଷ ହେଲା ଚାଲିଛି ମେଗା ଜଳସେଚନ ପ୍ରକଳ୍ପ

ବାରିପଦା ଅଫିସ,୨୧।୨- ଖରିଫ ଚାଷ ପାଇଁ ସରକାରଙ୍କ ପକ୍ଷରୁ ମେଗା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଛି। ୫ବର୍ଷ ଧରି କାର୍ଯ୍ୟ ଚାଲୁଥିଲେ ମଧ୍ୟ ଠିକା କମ୍ପାନୀର...

ପରଜଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ୭୪ତମ ଜନ୍ମଦିବସ ପାଳିତ, ଗରିବଙ୍କୁ କମ୍ବଳ ବାଣ୍ଟିଲେ ଏମ୍‌ପି

ପରଜଙ୍ଗ,୧୬।୧୦(ଡି.ଏନ୍‌.ଏ)- ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତ ରାମେଶ୍ୱର ହାଇସ୍କୁଲ ପଡିଆଠାରେ ବୁଧବାର ଢେଙ୍କାନାଳ-ଅନୁଗୁଳ ଏମ୍‌ପି ମହେଶ ସାହୁଙ୍କ ତତ୍ତ୍ୱବଧାନରେ ବହୁ ନିରାଡ଼ମ୍ବର ଭାବେ...

ବେକାରମୁକ୍ତ ମୟୂରଭଞ୍ଜ ଗଠନ ପାଇଁ ଦାବିପତ୍ର

ବାରିପଦା ଅଫିସ, ୬ା୨- ଅଣରାଜନୈତିକ ଯୁବ ସଂଗଠନ ଭଞ୍ଜ ସେନା ପକ୍ଷରୁ ବୁଧବାର ବେକାରମୁକ୍ତ ମୟୂରଭଞ୍ଜ ଗଠନ ଦାବିରେ ଜିଲା ପ୍ରଶାସନ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ...

ବାଲି ଖାଦାନରେ ଲାଗିବ ସିସିଟିଭି କ୍ୟାମେରା

ଯାଜପୁର ଅଫିସ,୧୦ା୩: ସିମେଣ୍ଟ,କଂକ୍ରିଟ୍‌ ନିର୍ମାଣ କାର୍ଯ୍ୟରେ ବାଲିର ବ୍ୟବହାର ଗୁରୁତ୍ୱପୂର୍ଣ୍ଣ । ଏଣୁ ରାଜ୍ୟରେ ଚାଲିଥିବା ଏପରି ନିର୍ମାଣ କାର୍ଯ୍ୟ ଯୋଗୁ ବାଲିର ଚାହିଦା ଆକାଶଛୁଆଁ...

ବଲାଙ୍ଗୀରରେ ୨୫୦୦ ଶଯ୍ୟା ବିଶିଷ୍ଟ କ୍ୱାରାଣ୍ଟାଇନ୍‌ ସେଣ୍ଟର

ବଲାଙ୍ଗୀର ଅଫିସ,୧୧ା୪: କରୋନା ମହାମାରୀର ସଫଳ ମୁକାବିଲା ପାଇଁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନଭିତ୍ତିିରେ ପ୍ରୟାସ ଆରମ୍ଭ ହୋଇଛି। ବଲାଙ୍ଗୀର ମ୍ୟୁନିସିପାଲିଟି ଅଞ୍ଚଳରେ ୨୫୦୦ଶଯ୍ୟାର...

ଜମିରେ ଧାନ କାଟୁଛନ୍ତି ଡାବୁଗାଁ ବିଧାୟକ

ନବରଙ୍ଗପୁର,୧୪୧୧(ବି.ପ୍ର.): ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ନିଜର ନିଅାରା କାଯର୍ୟ ଶୈଳୀ ପାଇଁ ସବୁବେଳେ ଚର୍ଚ୍ଚାରେ ଏବେ ନବରଙ୍ଗପୁର ବ୍ଲକ ଅଧୀନ ପୂଜାରୀଗୁଡାସ୍ଥିତ ନିଜ ଚାଷଜମିରେ...

ନୟାଗଡ଼ରେ ଭୂକମ୍ପ ଝଟକା

ନୟାଗଡ଼ ଅଫିସ,୧୫।୪: ନୟାଗଡ଼ ଜିଲା ଦଶପଲ୍ଲା ଏବଂ ଆଖପାଖ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ପୂର୍ବାହ୍ନ ୧୧ଟାରୁ ୧୧ଟା ୫ ମିନିଟ...

ପୋର୍ଟ ଭିତରେ ଜଳିଗଲା ହାଇଓ୍ବା

ପାରାଦୀପ, ୨୪।୪ (ସ୍ବ.ପ୍ର.)-ପାରାଦୀପ ପୋର୍ଟର ୧ନମ୍ବର ଗେଟ୍‌ ପାଖରେ ଚାଲିଥିବ ଏକ ନୂତନ ପ୍ରକଳ୍ପ(ଜେଏସ୍‌ଡବ୍ଲ୍ୟୁ)ରେ ଶୁକ୍ରବାର ଏକ ହାଇଓ୍ବାରେ ନିଆଁ ଲାଗି ଗାଡ଼ିଟି ସମ୍ପୂର୍ଣ୍ଣ ପୋଡ଼ିଯାଇଛି।...

Advertisement
Archives

Model This Week