ଢେଙ୍କାନାଳ ଅଫିସ, ୧୧ା୧୦-ଢେଙ୍କାନାଳ ସହରସ୍ଥିତ ୫୫ନଂ. ଜାତୀୟ ରାଜପଥର ଶକ୍ତିସୁଗାର କମ୍ପାନୀ ଏବଂ ଉତ୍କଳ ଆଜ୍ବେଷ୍ଟସ କାରଖାନା ନିକଟରେ ଗତ ୨୩ ତାରିଖରେ ଆଇରନ୍ ଓର୍ ବୋଝେଇ ଟ୍ରକ୍ ଧକ୍କାରେ ଜଣେ ଗର୍ଭବତୀଙ୍କ ସମେତ ୨ଜଣ ମୂର୍ତ୍ତି କାରିଗରଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଟ୍ରକ୍ ଡ୍ରାଇଭର ଲିପେନ୍ଦ୍ର ଦାସ ଓରଫ୍ କାଳିଆ ଗୁରୁବାର ବିଷପିଇ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ଘର ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ କୋଟାକଣା ଗ୍ରାମରେ ବୋଲି ଟାଉନ ଥାନାଧିକାରୀ ଜ୍ଞାନରଞ୍ଜନ ସାମଲ ସୂଚନା ଦେଇଛନ୍ତି।
ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଦୁର୍ଘଟଣା ପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ଅଭିଯୁକ୍ତ କାଳିଆ ଗାଡ଼ି ଛାଡ଼ି ଫେରାର ହୋଇଯାଇଥିଲେ। ସେ ନାଗପୁର
ଟ୍ରକ୍ ଧକ୍କାରେ ୩ ଜଣଙ୍କ ମୃତ୍ୟୁ ମାମଲା: ବିଷପିଇ ଜୀବନ ହାରିଲେ ଅଭିଯୁକ୍ତ ଫେରାର ଡ୍ରାଇଭର
Posted inଆମ ଜିଲା ଖବର, ଢେଙ୍କାନାଳ View All
ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …
ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…
ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି
ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…
କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ
କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…
ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…
ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…
ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…
ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…
ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ
ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…
କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…
ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…
ପତାକା ଉତ୍ତୋଳନକୁ ନେଇ ଟଣାଓଟରା
ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…
Archives

