ଟ୍ରକ୍‌ ପଛକୁ ପିଟିଲା ଟ୍ରକ୍‌, ଜଣେ ଡ୍ରାଇଭର ଗୁରୁତର

କୋରେଇ,୨ା୯(ସ୍ବ.ପ୍ର.): ୧୬ ନମ୍ବର ଜାତୀୟ ରାଜପଥର ପାଣିକୋଇଲି ଥାନା ଅନ୍ତର୍ଗତ ମହିନ୍ଦ୍ରା ଶୋରୁମ ସମ୍ମୁଖରେ ରବିବାର ସକାଳେ ସଡ଼କ ଦୁର୍ଘଟଣା ଘଟିଛି। ଏକ ସାଇକେଲ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ଟ୍ରକ୍‌ ପଛରେ ଟ୍ରକ୍‌ ପିଟି ହୋଇଛି। ଏଥିରେ ଜଣେ ଚାଳକ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳେ ପୋଲିସ ଓ କୁଆଖିଆ ଦମକଳ ବାହିନୀ ପହଞ୍ଚତ୍ ଡ୍ରାଇଭରଙ୍କୁ ଉଦ୍ଧାର କରି ଯାଜପୁର ଚିକିତ୍ସାଳୟରେ ଭର୍ତ୍ତି କରିଛି। ପୁଲିସ ଟ୍ରକ ଓ ସାଇକେଲଟିକୁ ଜବତ କରିଛି। ଗୁରୁତର ଗାଡି ଚାଳକଙ୍କ ପରିଜୟ ମିଳିପାରି ନ ଥିବା ଜଣାପଡିଛି।ପ୍ରକାଶ ଯେ, ୧୬ ନମ୍ବର ଜାତୀୟ ରାଜପଥରେ (ଓଡି-୦୪-ଏଚ-୬୨୬୨) ଟ୍ରକ୍‌ ଯାଉଥିବା ବେଳେ ହଠାତ ଏକ ସାଇକେଲ ଆରେହୀ ଗାଡି ସମ୍ମୁଖକୁ ଆସି ଯାଇଥିଲେ। ସାଇକେଲ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ଟ୍ରକ୍‌ ଡ୍ରାଇଭର ଗାଡିଟିକୁ ଡାହାଣକୁ କାଟି ଦେବାରୁ ଅନ୍ୟ ଏକ ଟ୍ରକ୍‌ ପଛରେ ପିଟିହୋଇଥିଲା। ଫଳରେ ସାଇକେଲ ଆରୋହୀରଙ୍କ କୌଣସି କ୍ଷତି ହୋଇ ନ ଥିବାବେଳେ ସାଇକେଲଟି ଚକା ତଳେ ପଡିଯାଇଥିଲା। କିନ୍ତୁ ଟ୍ରକ୍‌ ଡ୍ରାଇଭର ଗୁରୁତର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ନୂଆପଡ଼ାରେ ଆରମ୍ଭ ହେଲା ଗୃହ ଗଣନା

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ସ୍ବଗଣନା ପ୍ରକ୍ରିୟା ସମାପ୍ତି ପରେ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହ ତାଲିକା ଓ ଗୃହ ଗଣନା ଗୁରୁବାର ଆରମ୍ଭ…

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

ଭାଷଣ ଦେବା ପୂର୍ୱରୁ ହାତରେ କାହିଁକି ବ୍ୟାଣ୍ଡେଜ ବାନ୍ଧିଥିଲେ ରାହୁଲ? ସଂସଦ ଭିତରେ କହିଦେଲେ…

ନୂଆଦିଲ୍ଲୀ,୧୭।୪: ସଂସଦର ସ୍ୱତନ୍ତ୍ର ଅଧିବେଶନ ସମୟରେ ମହିଳା ସଂରକ୍ଷଣ ବିଲ ଉପରେ ଚାଲିଥିବା ବିତର୍କ ମଧ୍ୟରେ ସମସ୍ତଙ୍କ ନଜର ରାହୁଲ ଗାନ୍ଧୀଙ୍କ ଉପରେ ଥିଲା। ଉଲ୍ଲେଖନୀୟ ଯେ,…

ରାହୁଲ ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଲେ ଆହ୍ଲାବାଦ ହାଇକୋର୍ଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦ୍ୱୈତ ନାଗରିକତା ମାମଲାରେ ବଢ଼ୁଥିବା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆହ୍ଲାବାଦ ହାଇକୋର୍ଟର…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ

ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି।…

ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…

ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri