ଟ୍ରକ୍‌ ପଛରୁ ପିଟିଲା ବୋଲେରୋ: ୩ ମୃତ, ୪ ଗୁରୁତର

ବଲାଙ୍ଗୀର ଅଫିସ/ ପୁଇଁତଲା,୯।୨(ଡି.ଏନ୍‌.ଏ.): ବଲାଙ୍ଗୀର-ସୋନପୁର ୫୭ ନଂ. ଜାତୀୟ ରାଜପଥର ବନବାହାଲ ନିକଟରେ ରବିବାର ଭୋର ସମୟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡା ହୋଇଥିବା ଟ୍ରକ୍‌ ପଛରୁ ବୋଲେରୋ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଗୁରୁତର ହୋଇଛନ୍ତି। ମୃତକ ଦ୍ୱୟ ହେଲେ ତେଜ ବାରିକ, ଶକୁନ୍ତଳା ସାହୁ। ତେବେ ଗୁରୁତରଙ୍କୁ ଚିକିତ୍ସାଲାଗି ବଲାଙ୍ଗୀର ତରଭା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଡାକ୍ତରଖାନାରେ ଅନ୍ୟଜଣେ ଗୁରୁତର ପବିତ୍ର ସାହୁଙ୍କ ମୃତ୍ୟୁ ଘଟିଛି। ସମସ୍ତ ମୃତକଙ୍କ ଘର ବଲାଙ୍ଗୀର ଜିଲା ପାଟଣାଗଡ଼ ଘୁମେର ଗାଁରେ ବୋଲି ଜଣାପଡ଼ିଛି। ବୋଲେରୋଟି ୧୦ ଦାଦନ ଶ୍ରମିକଙ୍କୁ ଧରି ଇଟାଗଡ଼ି ଯାଉଥିବା ସମୟରେ କୁହୁଡ଼ି ଯୋଗୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଦିଲ୍ଲୀ ଯିବେ ନବୀନ

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ଆଜିଠାରୁ ତିନିଦିନିଆ ଗସ୍ତରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିନକୁ ଦିନ ମାଓବାଦୀଙ୍କ କାର୍ଯ୍ୟକଳାପ ବୃଦ୍ଧି ପାଉଥିବା ବେଳେ ଏହାର ମୁକାବିଲା ପାଇଁ...

ମାଛଚାଷ କରିବ ସ୍ବାବଲମ୍ବୀ

ଢେଙ୍କାନାଳ ଅଫିସ, ୨୩।୧୨: ଢେଙ୍କାନାଳ ଜିଲାରେ ମାଛଚାଷ ପ୍ରତି ଚାଷୀଙ୍କ ଆଗ୍ରହ ବଢ଼ିବାରେ ଲାଗିଛି। ଯୁବଚାଷୀମାନେ ନିଜସ୍ବ ଉଦ୍ୟମରେ ମାଛ ଫାର୍ମିଂ କରି ପର୍ଯ୍ୟାପ୍ତ ରୋଜଗାର କରୁଛନ୍ତି।...

ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରଙ୍କୁ ର଼୍ୟାଗିଂ ଅଭିଯୋଗ, ପୋଲିସର ତଦନ୍ତ ଆରମ୍ଭ

ସମ୍ବଲପୁର,୧୭।୯(ବ୍ୟୁରୋ): ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ପରଧିଆପାଲି ବୈଦିକ ଇଣ୍ଟର ନ୍ୟାଶନାଲ ସ୍କୁଲରେ ଜଣେ ଛାତ୍ରଙ୍କୁ ର଼୍ୟାଗିଂ କରାଯାଇଥିବା ମଙ୍ଗଳବାର ଶାସନ ଥାନାରେ ଅଭିଯୋଗ...

ରଜ ସଂକ୍ରାନ୍ତିରେ ଆଖଣ୍ଡଳମଣି ମନ୍ଦିର ଭକ୍ତମୟ

ଆରଡ଼ି, ୧୫।୬(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ରଜ ସଂକ୍ରାନ୍ତି ଅବସରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଶନିବାର ଭୋର ୪ଟାରେ ମନ୍ଦିର...

ମୁଁ ନୁହେଁ, ସେମାନେ ଚକ୍ରାନ୍ତକାରୀ

ଓଡ଼ିଶା ରାଜନୀତିର ଜଣାଶୁଣା ଚେହେରା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ନିଜର ବ୍ୟକ୍ତିଗତ ରାଜନୈତିକ ଶୈଳୀ ପାଇଁ ବେଶ୍‌ ପରିଚିତ। ୧୯୬୮ ମସିହାରୁ ଛାତ୍ର...

ସମୁଦ୍ରକୁ ମାଛ ଧରିବାକୁ ଯାଇ ଧୀବର ମୃତ

ପଦ୍ମପୁର, ୧୭ା୧୧(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅଢୁଆଁ ଗ୍ରାମର ଜଣେ ବ୍ୟକ୍ତି ସମୁଦ୍ରକୁ ମାଛ ଧରିବାକୁ ଯାଇ ଅସୁସ୍ଥ ହୋଇ ପରେ ମୃତ୍ୟୁମୁଖରେ...

ଜୁଆଖେଳରୁ ଛୁରା ମାଡ ଘଟଣା: ଗୁରୁତର ପବନାଙ୍କ ମୃତ୍ୟୁ

ଜଗନ୍ନାଥପ୍ରସାଦ,୧୨ା୧୧(ଡି.ଏନ.ଏ.)-ଜଗନ୍ନାଥପ୍ରସାଦ ଜଳିସାହିଠାରେ ଗତ ସୋମବାର ରାତି ୯ଟାରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଥିଲା। ଏଥିରେ ପବନା ସେଠୀ (୨୫) ଗୁରୁତର ହୋଇଥିଲେ। ତାଙ୍କୁ ବ୍ରହ୍ମପୁର ବଡ଼...

ହାଇକୋର୍ଟଙ୍କ ବେଲ୍‌ ଅର୍ଡରକୁ ଅଣଦେଖା: ଥାନାକୁ ଆଣି ଜେଲ ହାଜତରେ ପୂରାଇଲେ, ସମାଧାନ ପାଇଁ ଅପହରଣ ଧମକ

ନୟାଗଡ଼ ଅଫିସ/ରଣପୁର,୧୬ା୩(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ପୋଲିସ ହାଇକୋର୍ଟଙ୍କ ବେଲ୍‌ ଅର୍ଡରକୁ ବି ଖାତିର କରୁନି। ବେଲ୍‌ ଅର୍ଡର ଦେଖାଉଥିବା ଜଣେ ଅଭିଯୁକ୍ତଙ୍କୁ ଥାନାକୁ...

Advertisement
Archives

Model This Week