ଟ୍ରକ ଓଲଟି ଚାଳକ ମୃତ

କେନ୍ଦୁଝର, ୧୬ା୫ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଠି ସ୍ଥିତ ଗନ୍ଧମାର୍ଦ୍ଦନ ଲୌହ ଖଣିରେ ଏକ ଟ୍ରକ ଓଲଟି ପଡିବାରୁ ଚାଳକଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ନାମ  ସାଗର ଦେହୁରୀ (୩୧)। ଖଣିରୁ ଲୁହାପଥର ଲୋଡିଂ ହିଲଟପ ଉପରୁ ତଳକୁ ଓଜନ କଣ୍ଟାକୁ ଆସୁଥିବା ବେଳେ ଦିନ ପ୍ରାୟ ଦେଢ଼ଟାରେ ଏହି ଦୁର୍ଘଟଣା ଘଟିଥିଲା। ଟ୍ରକଟି ପ୍ରାୟ ୨୦ ଫୁଟ ତଳକୁ ଖସି ପଡି ଚୁରମାର ହୋଇଯାଇଛି। ବାରମ୍ବାର ଦୁର୍ଘଟଣା ଘଟୁଥିଲେ ହେଁ ସୁରକ୍ଷା ପ୍ରତି ଧ୍ୟାନ ଦିଆଯାଉନଥିବାରୁ ଅସନ୍ତୋଷ ବଢୁଛି। ଓମ୍‌ଏସି ଆଞ୍ଚଳିକ ପ୍ରବନ୍ଧକ ପ୍ରଶାନ୍ତ ସାହୁ କହିଛନ୍ତି ଯେ, ଲୁହାପଥର ଲୋଡ କରିଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି ା ଏ ନେଇ ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

ଜଗାଦର୍ଶନ ସାରି ଫେରୁଥିବାବେଳେ ଅଘଟଣ: କଣ୍ଟେନର ପଛପଟୁ ଧକ୍କା ଦେଲା ମିନିବସ୍‌

ବାଲେଶ୍ୱର/ବସ୍ତା, ୮।୭( ହରିଶଙ୍କର ପାଢ଼ୀ/ବାଞ୍ଛାନିଧି ଦେ) : ବସ୍ତା ଥାନା ଅର୍ନ୍ତଗତ ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ ନିକଟ କୁଣ୍ଡପୂର ଛକ ନିକଟରେ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri