ଟ୍ରକ ଧକ୍କାରେ ଡାକ୍ତରଖାନା ପାଚେରି ଭାଙ୍ଗିଲା

ତାଳଚେର, ୮ା୪(ନି.ପ୍ର.)-  କଣିହାଁସ୍ଥିତ ଏକ କମ୍ପାନୀରେ କୋଇଲା ଅନଲେୋଡ କରି ତାଳଚେର ଅଭିମୁଖେ ଯାଉଥିବା  ଏକ ଟ୍ରକ୍ ମଙ୍ଗଳବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ କଣିହାଁ ଡାକ୍ତରଖାନା ପାଚେରିକୁ ଧକ୍କା ଦେଇଥିଲା। ଏଥରେ ପାଚେରି ସହ ଡାକ୍ତରଖାନା ଫାଟକ ଭାଙ୍ଗି ଯାଇଛି । ରାତି ପ୍ରାୟ ସାଢେ ୨ଟାରେ ଟ୍ରକ୍(ନଂ. ଓଡି ୩୫ ଡି ୧୧୧୭)ଟି  ପାଚେରିକୁ ଧକ୍କା ଦେଇ ଚିକିତ୍ସାଳୟ ଭିତରକୁ ପଶି ଯାଇଥିଲା। ଅଭିଯୋଗ ପାଇ ପୋଲିସ ଗାଡ଼ି ଓ ଡ୍ରାଇଭରଙ୍କୁ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ…

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ…

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…

ଭଡ଼ାଘରେ ଝୁଲିପଡ଼ିଲେ ବିଟେକ୍‌ ଛାତ୍ର

ଗୁଣପୁର,୨୪।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବରୁଣ ନଗର ଲେନ – ୧ ରେ ଭଡା ଘରେ ଥିବା ଜଣେ ବିଟେକ ଛାତ୍ରଙ୍କ ଝୁଲନ୍ତା ମୃତଦେହ…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri