ଟ୍ରକ ଧକ୍କାରେ ଦୁଇ ଜଣଙ୍କ ଜୀବନ ଗଲା

ରାଇସୁଆଁ,୩ା୬(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ସଦର ଥାନା ନିକଟରେ ସୋମବାର ସକାଳେ ଏକ ଟ୍ରକ ଧକ୍କା ଦେବାରୁ ରାଇସୁଆଁର ଜଣେ ଯୁବତୀ ଓ ଜଣେ ମହିଳାଙ୍କ ଜୀବନ ଯାଇଛି। ମୃତକ ଦୁଇଜଣ ପ୍ରାତଃ ଭ୍ରମଣରେ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିର୍ଲା ଟାୟାର୍ସ ସମ୍ମୁଖରେ ଧାରଣା ଦେଲେ ଶ୍ରମିକଙ୍କ ପରିବାର

ବାଲେଶ୍ୱର ଅଫିସ, ୨୧।୮-ବକେୟା ଦରମା ଏବଂ ନିୟମିତ କାମ ଦାବିରେ ବାଲେଶ୍ୱର ଜିଲା ରେମୁଣା ଶିଳ୍ପାଞ୍ଚଳ ଥାନା ଅଧୀନ ସରସ୍ବତୀପୁରସ୍ଥିତ ବିର୍ଲା ଟାୟାର୍ସ ଫାଟକ ସମ୍ମୁଖରେ...

‘ପବିତ୍ରତାର ଅନ୍ୟ ନାମ ସ୍ବଚ୍ଛତା’

ବାଲେଶ୍ୱର ଅଫିସ,୩।୧୦- ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମହାମତ୍ା ଗାନ୍ଧୀଙ୍କ୧୫୦ତମ ଜୟନ୍ତୀ ପାଳନ ଅବସରରେ ସପ୍ତାହବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗତ ସୋମବାର ଗାନ୍ଧିଜୀଙ୍କ ଜୀବନ...

ଡମ୍ପର ଧକ୍କାରେ ସାଇକେଲ ଆରୋହୀ ମୃତ

ଜଳେଶ୍ୱର, ୨୪।୧(ଡି.ଏନ.ଏ./ସ୍ବ.ପ୍ର)-ଜଳେଶ୍ୱର ଥାନା ଅନ୍ତର୍ଗତ ଧାନସିମୁଳିଆ ଛକରେ ଶୁକ୍ରବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣାରେ ଧାନସିମୁଳିଆ ଗ୍ରାମର ଅଜୟ ଭୂୟାଁଙ୍କ ମୃତ୍ୟୁ ଘଟିଛି। ଅଜୟ ସାଇକେଲରେ...

ସରକାରୀ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ୧୨ ପରିବାର ଉଚ୍ଛେଦ

ସିମୁଳିଆ,୧୫।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ସଦରମହକୁମା ମାର୍କୋଣାରେ ସରକାରୀ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ସୋମବାର ନୀଳକଣ୍ଠେଶ୍ୱର ମନ୍ଦିର ପାର୍ଶ୍ୱରେ ଥିବା ୧୨ଟି ପରିବାରଙ୍କୁ ଉଚ୍ଛେଦ...

ବାଇକ୍‌ ଚୋରି ର଼୍ୟାକେଟ୍‌ ଠାବ: ଶଳା, ଭିଣୋଇ ଗିରଫ: ୩ ବାଇକ୍‌ ଜବତ

ବାଲେଶ୍ୱର ଅଫିସ, ୯।୮-ବାଲେଶ୍ୱର ସହର ତଥା ଆଖପାଖ ଅଞ୍ଚଳରେ କିଛି ଦିନ ହେଲା ବାଇକ୍‌ ଚୋରି ପୋଲିସର ନିଦ ହଜାଇ ଦେଇଥିଲା। ପୋଲିସ ଏହି ଚୋରି...

‘ଅମ୍ଫନ’ ଦେଇଗଲା ଦୁଃଖ: ଧରାଶାୟୀ ପାନବରଜ

ଭୋଗରାଇ,୨୨।୫(ଡି.ଏନ.ଏ.)-ବାତ୍ୟା ‘ଅମ୍ଫନ’ ପ୍ରଭାବରେ ବାଲେଶ୍ୱର ଜିଲାରେ ବ୍ୟାପକ କ୍ଷତି ହୋଇଛି। ବିଶେଷ କରି ଭୋଗରାଇ, ବାଲିଆପାଳ ବ୍ଲକରେ ଚାଷଜମିକୁ ଉଜାଡିଦେବା ସହ ପାନବରଜକୁ ଧରାଶାୟୀ କରିଛି।...

ଅନେକଙ୍କୁ ଦେଇଛି ରୋଜଗାର: ଭୋଗରାଇ ଆଳୁଦମ୍‌

ଭୋଗରାଇ, ୩।୬(ପ୍ରଦୀପ ଦାସ)-ବାଲେଶ୍ୱର ଜିଲାରେ ଆଳୁଦମ୍‌ ଓ ଆଳୁକଷାର ପ୍ରସିଦ୍ଧି ରହିଛି। ସକାଳ ଓ ସନ୍ଧ୍ୟାରେ ଲୋକେ ମୁଢ଼ି ସହିତ ଆଳୁକଷା ବା ଆଳୁଦମ୍‌ ଖାଇବାକୁ...

ଆଗ ଭଳି ମିଳୁନି ଇଲିଶି

ରୂପ୍‌ସା, ୨୩।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ଜଳକା ନଦୀ ମୁହାଣରୁ ଧରାଯାଉଥିବା ଇଲିଶି ମାଛର ସ୍ବତନ୍ତ୍ର ଚାହିଦା ରହିଛି। ମତ୍ସ୍ୟଜୀବୀମାନେ ବହୁ ସଂଖ୍ୟାରେ...

Advertisement
Archives

Model This Week