Posted inଜାତୀୟ

ଟ୍ରକ ମାଲିକଙ୍କଠାରୁ ଆଦାୟ ହେଲା ୧ ଲକ୍ଷ ୪୦ ହଜାର ଟଙ୍କାର ଜରିମାନା

ନୂଆଦିଲ୍ଲୀ,୧୧।୯:ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ଦେଶବ୍ୟାପୀ ଟ୍ରାଫିକ ବ୍ୟବସ୍ଥାକୁ କଡ଼ାକଡ଼ି ପାଳନ କରାଯାଉଛି। ଦେଶର ବିଭିନ୍ନ ସ୍ଥାନରେ ଚେକିଂ କରାଯାଇ ବେଆଇନ ଗାଡ଼ି ଚାଳକମାନଙ୍କୁ ମୋଟା ଅଙ୍କର ଜରିମାନା ଲଗାଯାଉଛି। ଦିଲ୍ଲୀର ରୋହିଣୀ କୋର୍ଟ ନିକଟରେ ମଙ୍ଗଳବାର ଏକ ଟ୍ରକଠାରୁ ୧ ଲକ୍ଷ ୪୦ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ଏପର୍ଯ୍ୟନ୍ତ ସାରା ଦେଶରେ ଆଦାୟ କରାଯାଇଥିବା ଜରିମାନା ରାଶି ମଧ୍ୟ ଏହା ସର୍ବାଧିକ ବୋଲି କୁହାଯାଉଛି। ସେହିପରି ରାଜସ୍ଥାନରେ ବିକାନେରରେ ମଧ୍ୟ ଓଭରଲୋଡିଂ ଯୋଗୁ ଏକ ଟ୍ରକ୍‌ଠାରୁ ୭୦ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡିଲା ଆପାର୍ଟମେଣ୍ଟ ଛାତ

ଗୁରୁଗ୍ରାମ,୧୦।୨: ଗୁରୁଗ୍ରାମରେ ଏକ ଅଘଟଣ ଘଟିଛି। ଏଠାରେ ନିର୍ମାଣାଧୀନ ଆପାର୍ଟମେଣ୍ଟ ଛାତ ଭୁଶୁଡ଼ିବା କାରଣରୁ ଦୁଇ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ଏଥିସହିତ, ଅନେକ ତଳେ ଫସିଯିବାର...

କୋଭିଡ ପ୍ରୋଟୋକଲ୍‌ ମଧ୍ୟରେ ଚାଲିବ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୯।୭: କରୋନା କାଳ ମଧ୍ୟରେ ସଂସଦର ମୌସୁମୀ ଅଧିବେଶନଳ ଜୁଲାଇ ୧୯ରୁ ଆରମ୍ଭ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ପରେ ଏହା ପ୍ରଥମ...

ପରମ୍ପରା ଭାଙ୍ଗିଲେ ଉପରାଜ୍ୟପାଳ: ଲୋକଙ୍କ ବିଶ୍ୱାସ ଜିଣିବା ପ୍ରୟାସ…

ଶ୍ରୀନଗର, ୩।୯: ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ଲୋକଙ୍କ ବିଶ୍ୱାସ ଜିଣିବା ପାଇଁ ପ୍ରଚଳିତ ପରମ୍ପରାକୁ ଭଙ୍ଗ କରିଛନ୍ତି। ପୁଲଓ୍ବାମା ଗସ୍ତ ସମୟରେ ସେ ହେଲିକପ୍ଟରର...

ସୈନିକଙ୍କ ପାଇଁ ୬୨,୫୦୦ ବୁଲେଟପ୍ରୁଫ ଜ୍ୟାକେଟ୍‌ କିଣିବ ସେନା

ନୂଆଦିଲ୍ଲୀ,୨୦।୧୧: ଆତଙ୍କବାଦୀ ଘଟଣା ଏବଂ ସୀମାରେ ଥିବା ବିପଦକୁ ଦୃଷ୍ଟିରେ ରଖି ଭାରତୀୟ ସେନା ଏକ ବଡ ପଦକ୍ଷେପ ନେଇଛି। ସୈନିକମାନଙ୍କ ସୁରକ୍ଷା ପାଇଁ ଭାରତୀୟ...

ରାତାରାତି ମାଲାମାଲ୍‌ ହୋଇଗଲେ ଗ୍ରାମବାସୀ, ଜାଣନ୍ତୁ କିପରି…

ସୁନାକୁ ନେଇ ପ୍ରାୟ ସମସ୍ତଙ୍କ ମନରେ ଦୁର୍ବଳତା ରହିଛି। ମାତ୍ର ବଜାରରେ ସୂନାର ମୂଲ୍ୟ ଯାହା ହେଲାଣି ତାହାକୁ କିଣିବା ସାଧାରଣ ଲୋକଙ୍କ ପକ୍ଷେ କଷ୍ଟକର...

ମିଲ୍‌ଖାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର, ସ୍ତ୍ରୀ ଗୁରୁତର

ଚଣ୍ଡିଗଡ଼,୨୬।୫: କିମ୍ବଦନ୍ତୀ ଆଥ୍‌ଲେଟ ମିଲ୍‌ଖା ସିଂଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତାଙ୍କୁ ଆଇସିୟୁରୁ ବାହାରକୁ ନିଆଯାଇଛି। ସେ କୋଭିଡ୍‌ ନିମୋନିଆ ପୀଡ଼ିତ ହୋଇ ହସ୍ପିଟାଲରେ ଚିକିତ୍ସିତ...

ଭାଜପାର ଚାନ୍ଦା ସଂଗ୍ରହ ଅଭିଯାନ

ନୂଆଦିଲ୍ଲୀ, ୨୬।୧୨(ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମବାର୍ଷିକୀ ଅବସରରେ ଶନିବାର ଭାଜପା ପକ୍ଷରୁ ସ୍ବତନ୍ତ୍ର ମାଇକ୍ରୋ ଡୋନେଶନ ଅଭିଯାନ ଆରମ୍ଭ ହୋଇଛି। ସଭ୍ୟ...

ପିଏଫଆଇ ବିରୋଧରେ ପ୍ରତିବନ୍ଧକ ଲାଗୁ କରନ୍ତୁ କେନ୍ଦ୍ର ସରକାର: ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ଏକ ଇକୋ-ସିଷ୍ଟମ ସୃଷ୍ଟି କରୁଛି ବୋଲି କହିଲେ ହିମନ୍ତ ସରମା…

ଗୁଆହାଟୀ, ୨୪।୯ : ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ସରମା ଶନିବାର କହିଛନ୍ତି ଯେ ପପୁଲାର ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ) ଉପରେ ପ୍ରତିବନ୍ଧକ ଲଗାଇବାକୁ...

Advertisement
Archives

Model This Week