Advertisement

ଟ୍ରକ ସହ ବାଇକ ଧକ୍କା, ଆରୋହୀ ଗୁରୁତର

ଯାଜପୁର ରୋଡ/କୋରେଇ,୧୦ା୯(ନି.ପ୍ର/ଡି.ଏନ୍‌.ଏ.)- ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଶର୍ମା ପେଟ୍ରୋଲ ପମ୍ପ ଡାଇଭରଶନ ନିକଟରେ ଏକ ବାଇକକୁ ଟ୍ରକ୍‌ ଧକ୍କା ଦେଇଛି। ଏଥିରେ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଆରୋହୀ ଜଣଙ୍କ ବଡ଼ବିରୁହଁା ଗ୍ରାମର ଜୁଳିଆ ମହି। ସ୍ଥାନୀୟ ଲୋକ ଉଦ୍ଧାର କରିଥିଲେ। ରେଡକ୍ରସ ଆଜୀବନ ସଦସ୍ୟ ତାରିଣୀ କୁମାର ପଟ୍ଟନାୟକ ଖବର ପାଇ ଘଟଣାସ୍ଥଳରେ ପହଞ୍ଚତ୍ ଡାକ୍ତରଖାନାକୁ ପଠାଇଥିଲେ। ପୋଲିସ ଟ୍ରକ୍‌ ଓ ବାଇକୁ ଜବତ କରିଛି। ପ୍ରକାଶ ଯେ, ଜୁଳିଆ ବାଇକରେ ଆସୁଥିବାବେଳେ ଶର୍ମା ଡାଇଭରଶନ ନିକଟରେ ଟ୍ରକ୍‌ ତାଙ୍କୁ ଧକ୍କା ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦମ୍ପତିଙ୍କ ଆତ୍ମହତ୍ୟା

ଯାଜପୁର ଅଫିସ,୧୭ା୭: ଯାଜପୁର ଜିଲା ଯାଜପୁରରୋଡ୍‌ ଥାନା ଅନ୍ତର୍ଗତ ଦଳା ଶିବମନ୍ଦିର ନିକଟସ୍ଥ ଏକ ଭଡ଼ାଘରୁ ରବିବାର ପୂର୍ବାହ୍ନରେ ଦମ୍ପତିଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଜବତ...

ନଦୀବନ୍ଧ ଖୋଳି ଛାଡ଼ିଦେଲେ, ଲୋକେ ଭୟଭୀତ

ସିଂହପୁର,୨୧ା୭(ଡି.ଏନ.ଏ.): ବିଞ୍ଝାରପୁର ଜଳସମ୍ପଦ ବିଭାଗର ଖରସ୍ରୋତା ନଦୀବନ୍ଧ ପ୍ରଶସ୍ତୀକରଣ କାର୍ଯ୍ୟ ଚାଲିଛି। ତେବେ ଏହି ନଦୀବନ୍ଧରେ ଠିକାଦାର ପକାଉଥିବା ମାଟି ଦୂରରୁ ନ ଆଣି ନଦୀବନ୍ଧ...

ଟ୍ରକ୍‌ ଧକ୍କାରେ ଛାତ୍ରୀ ମୃତ: ଘଟଣାସ୍ଥଳରେ ଉତ୍ତେଜନା

ରସୁଲପୁର, ୧୬।୯(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ମଙ୍ଗରାଜପୁର ପଞ୍ଚାୟତ ବରୁଆଁ-ବାଲିଚନ୍ଦ୍ରପୁର ରାସ୍ତା ଖଣ୍ଡାସ ଛକରେ ସୋମବାର ଅପରାହ୍ନରେ ସଡ଼କ ଦୁର୍ଘଟଣାରେ ଜଣେ ୪ର୍ଥ...

ଭୀମଟାଙ୍ଗର ଫେକର ଗେଟ୍‌ ସମ୍ମୁଖରେ ଛାତ୍ରୀଛାତ୍ର, ଅଭିଭାବକଙ୍କ ଧାରଣା

କାଳିଆପାଣି,୨୫।୨(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ଭୀମଟାଙ୍ଗର ଫେକର ଗେଟ୍‌ ସମ୍ମୁଖରେ ମଙ୍ଗଳବାର ଅଭିଭାବକ ଓ ଛାତ୍ରୀଛାତ୍ରମାନେ ଧାରଣାରେ ବସିଛନ୍ତି। କାଳିଆପାଣି ଖଣି ଅଞ୍ଚଳରେ...

ସ୍ବାସ୍ଥ୍ୟ ବୀମା କାର୍ଯ୍ୟକାରିତା ନେଇ ଦାବିପତ୍ର

ଯାଜପୁରରୋଡ/କଳିଙ୍ଗନଗର,୨୭।୮(ସ୍ବ.ପ୍ର/ଡି.ଏନ୍‌.ଏ.)- ଯାଜପୁର ଜିଲା ବ୍ୟାସନଗର ସହର ଆଗାମୀ ଦିନରେ ପ୍ରମୁଖ ସହର ହେବାକୁ ଯାଉଛି ା କିନ୍ତୁ ଜିଲା ତଥା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ...

ସରକାରୀ ଅର୍ଥରେ ଘରୋଇ ରାସ୍ତା ନିର୍ମାଣ

ରସୁଲପୁର,୨୯ା୭(ଡି.ଏନ.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ନରସିଂହପୁର ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ କୁମାର ଦାସ ସରକାରୀ ଅର୍ଥ ବିନିଯୋଗକରି ଘରୋଇ ରାସ୍ତା ନିର୍ମାଣ କରିଥିବା...

ସଡ଼କ ସୁରକ୍ଷାରେ ନିୟୋଜିତ ହେବେ ହୋମଗାର୍ଡ

ଯାଜପୁର ଅଫିସ,୩ା୫:ରାଜ୍ୟର ବିଭିନ୍ନ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ)ରେ କନଷ୍ଟେବଳ ନିଯୁକ୍ତି ନ ହେବା ପର୍ଯ୍ୟନ୍ତ ୮୦ ଜଣ ହୋମଗାର୍ଡ ସଡକ ସୁରକ୍ଷା କାର୍ଯ୍ୟରେ ନିୟୋଜିତ ହେବେ।...

୫୦୦ ଟଙ୍କା ପାଇଁ ଭୁଲିଗଲେ ସାମାଜିକ ଦୂରତା

ଯାଜପୁର ଅଫିସ,୧୫ା୪: ଯାଜପୁର ଜିଲାରେ ୨ଜଣ କରୋନା ରୋଗୀ ଚିହ୍ନଟ ହୋଇସାରିଲେଣି। ଜଣେ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ମଙ୍ଗଳବାରଠାରୁ ଆଉ ଜଣେ କରୋନା ରୋଗୀ...

Advertisement
Archives

Model This Week