ଟ୍ରମ୍ପଙ୍କୁ ଭେଟିଥିବା ବ୍ରାଜିଲ ଅଧିକାରୀଙ୍କୁ କରୋନା

ବ୍ଲୁମ୍‌ବର୍ଗ, ୧୩।୩: ବ୍ରାଜିଲ ରାଷ୍ଟ୍ରପତି ଜୈର ବୋଲ୍‌ସୋନାରୋଙ୍କ ସହଯୋଗୀ ତଥା ବରିଷ୍ଠ ଅଧିକାରୀ ଫାବିଓ ଓ୍ବାଜ୍‌ଙ୍ଗର୍ଟେନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସାକ୍ଷାତ କରି ତାଙ୍କ ସହ ଡିନରରେ ଯୋଗ ଦେଇଥିଲେ। ସେ କରୋନା ସଂକ୍ରମିତ ଥିବା ଗୁରୁବାର ଜଣାପଡ଼ିଛି। ବ୍ରାଜିଲ ରାଷ୍ଟ୍ରପତିଙ୍କ ଯୋଗାଯୋଗ ସଚିବ ଫାବିଓ ଚଳିତ ସପ୍ତାହରେ ଫ୍ଲୋରିଡା ଗସ୍ତ କରିଥିଲେ। ଗସ୍ତ ଶେଷକରି ଫେରିବା ପରେ ଫାବିଓଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏବେ ସେ ଚିକିତ୍ସାଧୀନ ଅଛନ୍ତି। ଆମେରିକାରେ ଟ୍ରମ୍ପଙ୍କ ସହ ସେ ବିଭିନ୍ନ ବରିଷ୍ଠ ଅଧିକାରୀଙ୍କୁ ଭେଟିଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିିତିଲେ ମାଗଣା ଟିକା: ବିଡେନ୍‌

ଓ୍ବାଶିଂଟନ, ୨୫।୧୦: ନଭେମ୍ବର ୩ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଏନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବଂ ଡୋମୋକ୍ରାଟିକ୍‌ ଦଳର ପ୍ରାର୍ଥୀ ଜୋ ବିଡେନ୍‌ଙ୍କ...

ଟ୍ରମ୍ପଙ୍କ ନିଷ୍ପତ୍ତିକୁ ବଦଳାଇଲେ ବାଇଡେନ୍‌, ଡବ୍ଲୁଏଚ୍‌ଓରେ ପୁଣିଥରେ ସାମିଲ ହେବ ଆମେରିକା!

ୱାଶିଂଟନ,୨୦ ।୧୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିଷ୍ପତ୍ତିକୁ ବଦଳାଇବାକୁ ଯାଉଛନ୍ତି । ବାଇଡେନ୍ କହିଛନ୍ତି ଆମେରିକା ପୁଣିଥରେ...

ଖୁସି ଖବର: ଆମେରିକାରେ କମିଲା କରୋନା ମୃତ୍ୟୁ ସଂଖ୍ୟା

ଓ୍ବାଶିଂଟନ,୧୯।୬: କରୋନା ସଂକ୍ରମଣ କ୍ଷେତ୍ରରେ ବ୍ରାଜିଲ, ଆମେରିକା ଓ ଭାରତର ସ୍ଥିତି ଉଦ୍‌ବେଗଜନକ ରହିଛି। ପ୍ରତିଦିନ ସଂକ୍ରମିତଙ୍କ ତାଲିକାରେ ଭାରତ ୩ ନମ୍ବରରେ ଥିବା ବେଳେ...

ସେନା ହସ୍ପିଟାଲରେ ବିସ୍ଫୋରଣ: ୧୦ ଆହତ

ଇସଲାମାବାଦ,୨୪।୬: ପାକିସ୍ତାନର ରାଓ୍ବଲପିଣ୍ଡିରେ ଥିବା ସେନା ହସ୍ପିଟାଲରେ ରବିବାର ଏକ ବଡ ଧରଣର ବିସ୍ଫୋରଣ ହୋଇଛି। ଯେଉଁଥିରେ ୧୦ ଜଣ ଆହତ ହୋଇଥିବା ସୂଚନା ମିଳିଛି।...

ମହିଳାଙ୍କ ଅଧିକାର ଛଡାଇ ନେଲା ତାଲିବାନ

କାବୁଲ,୨୦ ।୯: ଆଫଗାନିସ୍ତାନରେ ତାଲିବାନର ରାଜୁତିକୁ ପାଖାପାଖି ୧ ମାସ ହେବାକୁ ଯାଉଛି । ହେଲେ ଏହାରି ଭିତରେ ତାଲିବାନ ଦେଇଥିବା କଥା ରଖିନାହିଁ ।...

ସବୁଠୁ ମହଙ୍ଗା ଛାଡ଼ପତ୍ର: ପିତାଙ୍କ ପକ୍ଷରୁ ପୁଅ ମା’ଙ୍କୁ ଦେବେ ୭୬୦ କୋଟି ଟଙ୍କା, ଜାଣନ୍ତୁ ପୂରା ମାମଲା…

ଲଣ୍ଡନ,୨୬।୪: ଅଧିକାଂଶ ଛାଡ଼ପତ୍ର ମାମଲା ସାମ୍ନାକୁ ଆସିଥାଏ। ଯେଉଁଥିରେ ଗୋଟିଏ ପକ୍ଷ ଅନ୍ୟ ପକ୍ଷକୁ ଭରଣପୋଷଣ ବାବଦ ବହୁ ଅର୍ଥ ଦେବାକୁ ପଡ଼ିଥାଏ ବୋଲି ନଜିର...

ୟୁକ୍ରେନ୍ ଆକ୍ରମଣରେ ରୁଷିଆ ମେଜର ଜେନେରାଲଙ୍କ ମୃତ୍ୟୁ

କ୍ୱିଭ୍‌,୮ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୧୨ ଦିନ ପୂରଣ ହୋଇଛି । ଏବେବି ରୁଷିଆ ୟୁକ୍ରେନର ଅନେକ ସହରରେ ଆକ୍ରମଣ ଜାରି ରଖିଛି । ଖାର୍କିବର...

ଭୋର୍‌ ସାଢ଼େ ୨ଟାରେ ୟୁକ୍ରେନ୍‌ ଉପରେ ଆକ୍ରମଣ କରିବ ରୁଷିଆ, ଆମେରିକାର ଦାବି…

ଓ୍ପାଶିଂଟନ, ୧୫।୨ : ୟୁକ୍ରେନ୍‌ ଉପରେ ବୁଧବାର ସ୍ଥାନୀୟ ସମୟ ଭୋର୍‌ ସାଢ଼େ ୫ଟାରେ ରୁଷିଆ ଆକ୍ରମଣ କରିବାର ଯୋଜନା କରିଛି ବୋଲି ଆମେରିକା ପ୍ରତିରକ୍ଷା...

Advertisement
Archives

Model This Week