Posted inଜାତୀୟ

ଟ୍ରମ୍ପଙ୍କୁ ଭେଟିଲେ ମୋଦି: ଟ୍ରମ୍ପ୍‌ କହିଲେ, ଭାରତ ଏବଂ ଆମେରିକା ଭଲ ବନ୍ଧୁ

ଓସାକା,୨୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଜାପାନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ୍‌ ଅବସରରେ ଦୁଇ ଦେଶ ମଧ୍ୟରେ ବହୁ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା। ଜି-୨୦ ସମ୍ମିଳନୀରେ ଭାଗନେବା ପାଇଁ ଜାପାନ ଗସ୍ତରେ ଥିବା ମୋଦି ପ୍ରଥମେ ଭାରତ, ଜାପାନ ଏବଂ ଆମେରିକା ମଧ୍ୟରେ ତ୍ରିପାକ୍ଷିକ ଆଲୋଚନା କରିଥିଲେ। ଏଥିରେ ଟମ୍ପ୍‌ ଏବଂ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ଭାଗ ନେଇଥିଲେ। ଗତ ନିର୍ବାଚନରେ ଐତିହାସିକ ବିଜୟ ଲାଭ କରିଥିବା ମୋଦି ଏବଂ ଆବେଙ୍କୁ ଶୁଭେଚ୍ଛା ଜଣାଇଥିଲେ ଟମ୍ପ୍‌। ଏହାପରେ ଭାରତ ଏବଂ ଆମେରିକା ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହୋଇଥିଲା। ଭାରତ ଏବଂ ଆମେରିକା ଭଲ ବନ୍ଧୁ ବୋଲି କହିଥିଲେ ଟ୍ରମ୍ପ। ଦୁଇ ଦେଶ ମଧ୍ୟରେ ସମ୍ପର୍କ ଆହୁରି ମଜବୁତ ହେବ ବୋଲି ସେ ଆଶାବାଦୀ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାକ୍ସିନ୍‌ର ୨ ଡୋଜ୍‌ ସହିତ ବୁଷ୍ଟର ନେବା ମଧ୍ୟ ଆବଶ୍ୟକ…

ନୂଆଦିଲ୍ଲୀ,୨୫।୭: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଟିକାକରଣ ଅଭିଯାନ ଜାରି ରହିଛି। ଲୋକଙ୍କୁ ଭାକ୍ସିନ୍‌ର ୨ଟି...

‘ସବୁ ମୋଦି ଚୋର’ ଆପତ୍ତିଜନକ ମନ୍ତବ୍ୟ ମାମଲାର ଶୁଣାଣି, କୋର୍ଟରେ ରାହୁଲ ଗାନ୍ଧୀ…

ସୁରଟ,୨୪।୬: ଗତ ୨୦୧୯ ଲୋକସଭା ନିର୍ବାଚନ ପ୍ରଚାର ସମୟରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ‘ସବୁ ମୋଦି ଚୋର’ ବୋଲି ମନ୍ତବ୍ୟ ଦେଇଥିଲେ। ଗୁଜରାଟ ସୁରଟ...

ପଞ୍ଚମ ପର୍ଯ୍ୟାୟରେ ୫୩.୯୩% ମତଦାନ

ଲକ୍ଷ୍ନୌ,୨୭।୨ ପଞ୍ଚମ ପର୍ଯ୍ୟାୟରେ ଉତ୍ତରପ୍ରଦେଶ ବିଧାନସଭାର ୬୧ ଆସନ ଲାଗି ରବିବାର ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା ସୁଦ୍ଧା ୫୩.୯୩ ପ୍ରତିଶତ ମତଦାନ ହୋଇଥିବା...

୯ ମାମଲା ରୁଜୁ କଲା ସିବିଆଇ

ନୂଆଦିଲ୍ଲୀ,୨୬।୮: ପଶ୍ଚିମବଙ୍ଗ ନିର୍ବାଚନ ପରବର୍ତ୍ତୀ ହିଂସା ଘଟଣାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଗୁରୁବାର ୯ଟି ମାମଲା ରୁଜୁ କରିଛି। ସିବିଆଇର ୪ଟି ସ୍ବତନ୍ତ୍ର ୟୁନିଟ୍‌ ବିଭିନ୍ନ...

କର୍ନାଟକରେ ଜିକା ଭାଇରସ

ବେଙ୍ଗାଲୁରୁ,୧୩ ।୧୨: କରୋନା ଭାଇରସ ଏବେ ଦେଶରୁ ପ୍ରାୟ ଶେଷ ହେବାକୁ ବସିଥିବା ବେଳେ ଏବେ ଜିକା ଭାଇରସ ପୁଣି ସରକାରଙ୍କ ଚିନ୍ତା ବଢାଇବାରେ ଲାଗିଛି...

ଆର୍ମି କ୍ୟାମ୍ପରେ ଫୁଟିଲା ଗୁଳି

ଶ୍ରୀନଗର,୧୫।୭: ଜମ୍ମୁ-କଶ୍ମୀରର ପୁଞ୍ଛ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ପୁଞ୍ଛ ଜିଲାର ସୁରାନକୋଟର ଆର୍ମି କ୍ୟାମ୍ପ ଭିତରେ ଗୁଳି ଫୁଟିଛି। ଏହି ଘଟଣାରେ ୨ଜଣ...

କୋଭିଡ-୧୯କୁ ହରାଇବାକୁ ଜରୁରୀ ଥିଲା ଲକ୍‌ଡାଉନ: ଲଭ ଅଗ୍ରଓ୍ବାଲ

ନୂଆଦିଲ୍ଲୀ,୧୧।୪: କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି। ଏହାକୁ ନେଇ ଶନିବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର...

ଚେତାବନୀ ଦେଲେ କୃଷକ ନେତା: ଘରୁ କୁକୁର ବି ବାହାରକୁ ଯିବା ପାଇଁ ଦେବୁ ନାହିଁ

ଚଣ୍ଡିଗଡ,୧।୧୦:କୃଷି ଆଇନ ବିରୋଧରେ ଚାଲିଥିବା କୃଷକ ଆନ୍ଦୋଳନ ମଧ୍ୟରେ ସରକାର ଏବଂ କୃଷକ ସଂଗଠନ ପୁଣି ସାମ୍ନା-ସାମ୍ନି ହୋଇଛନ୍ତି। ଧାନ କିଣାକୁ ନେଇ ପଞ୍ଜାବ ଏବଂ...

Advertisement
Archives

Model This Week