Posted inଜାତୀୟ

ଟ୍ରମ୍ପଙ୍କୁ ଭେଟିଲେ ଶାହ

ଅହମଦାବାଦ,୨୪।୨: ବିଶ୍ୱର ସର୍ବବୃହତ୍ତ କ୍ରିକେଟ ଷ୍ଟାଡିୟମରେ ସୋମବାର ଆମେରିକାର ପ୍ରଥମ ନାଗରିକ ଡୋନାଲ୍ଡ ଟ୍ରମ୍ପଙ୍କୁ ସ୍ବାଗତ କରାଯାଇଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ରାଷ୍ଟ୍ରପତି ଟ୍ରମ୍ପ ଓ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ମଧ୍ୟ ଗୁଜରାଟ ଅହମଦାବାଦର ମୋଟେରା ଷ୍ଟାଡିୟମ ପହଞ୍ଚିଛନ୍ତି। ଟ୍ରମ୍ପ ସେଠାରେ ଆୟୋଜିତ ‘ନମସ୍ତେ ଟ୍ରମ୍ପ’ କାର୍ଯ୍ୟକ୍ରମରେ ଯୋଗ ଦେବା ପୂର୍ବରୁ ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଟ୍ରମ୍ପଙ୍କ ସହ ପରିଚିତ କରାଇଥିଲେ। ଏହାପରେ ସମସ୍ତେ ମିଶି ଗ୍ରୁପ ଫଟୋ ଉଠାଇଥିବା ଦେଖାଯାଇଥିଲା। ଏହାପରେ ‘ନମସ୍ତେ ଟ୍ରମ୍ପ’ ଆୟୋଜିତ ହୋଇଥିବା ସ୍ଥାନକୁ ଟ୍ରମ୍ପ ଚାଲିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍ସ ଆସିଲେ ଡେରା ମୁଖ୍ୟ ରାମ ରହିମ

ରୋହତକ,୧୩ ।୭: ରୋହତକର ସୁନରିୟା ଜେଲରେ ବନ୍ଦୀ ଜୀବନ କାଟୁଥିବା ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରମିତ ରାମ ରହିମଙ୍କ ସ୍ୱାସ୍ଥ୍ୟ ବିଗିଡି ଯାଇଛି ।...

ସୀମାରେ ଖଣି ମାଫିଆ ଭୟ: ଖୋଳା ଯାଉଛି ସୁଡ଼ଙ୍ଗ

ଯୋଧପୁର, ୧୫।୯: ସୀମାରେ ଭାରତ ପାଇଁ ଚାଇନା ପାକିସ୍ତାନର ବିପଦ ରହିଛି। ତେବେ ଏହାଠାରୁ ଅଧିକ ବପଦ ସୃଷ୍ଟି କରୁଛନ୍ତି ଖଣି ମାଫିଆମାନେ। ରାଜସ୍ଥାନର ଭାରତ...

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ପଥେ ସବୁ ରାଜନୈତିକ ଦଳ

ନୂଆଦିଲ୍ଲୀ,୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନର କାର୍ଯ୍ୟକାଳ ଆସନ୍ତା ଫେବୃୟାରୀରେ ପୂରଣ ହେଉଥିବା ବେଳେ ସୋମବାର ନିର୍ବାଚନ କମିଶନଙ୍କ ପକ୍ଷରୁ ଆସନ୍ତା ନିର୍ବାଚନର ତାରିଖ ଘୋଷଣା କରାଯାଇଛି।...

ଅଖିଳେଶଙ୍କ ସାମ୍ନାରେ କେନ୍ଦ୍ର ମନ୍ତ୍ରୀଙ୍କୁ ଛିଡ଼ା କଲା ଭାଜପା

ନୂଆଦିଲ୍ଲୀ,୧।୨: ବିଧାନସଭା ନିର୍ବାଚନରେ ପଦାର୍ପଣ କରିବାକୁ ଯାଉଥିବା ଅଖିଳେଶ ଯାଦବଙ୍କ ଚିରପ୍ରତିଦ୍ୱନ୍ଦ୍ୱୀ ହେବାକୁ ଯାଉଛନ୍ତି କେନ୍ଦ୍ର ମନ୍ତ୍ରୀ ଏସ୍‌ପି ସିଂ ବଘେଲ। ଭାଜପା ପ୍ରାର୍ଥୀ କେନ୍ଦ୍ର...

କଥା ରଖିଲେ ନୀତୀଶ

ପାଟନା,୧ ।୩: ବିହାର ବିଧାନସଭା ନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟବାସୀଙ୍କୁ କଥା ଦେଇଥିଲେ ଯେ କରୋନା ଟିକା ମାଗଣାରେ ଦେବେ । ଏବେ...

ମହାରାଷ୍ଟ୍ର ଅଚଲପୁରରେ କର୍ଫ୍ୟୁ

ମୁମ୍ବାଇ,୧୯।୪: ମହାରାଷ୍ଟ୍ରର ଅମରାବତୀ ଜିଲା ଅନ୍ତର୍ଗତ ଅଚଲପୁର ସହରରେ ଧର୍ମୀୟ ପତାକା ହଟାଇବାକୁ କେନ୍ଦ୍ର କରି ରବିବାର ମଧ୍ୟରାତ୍ରରେ ଦୁଇ ସମ୍ପ୍ରଦାୟର ସଦସ୍ୟଙ୍କ ମଧ୍ୟରେ ସଂଘର୍ଷ...

ବଜାରକୁ ଆସିଲା ‘ଇଟ୍‌ କପ୍‌’

ହାଇଦ୍ରାବାଦ: ଦେଶବ୍ୟାପୀ ପ୍ଲାଷ୍ଟିକ୍‌ ବ୍ୟାନ୍‌ ହେବା ପରେ ପରିବେଶ ଉପଯୋଗୀ ବିଭିନ୍ନ ସାମଗ୍ରୀ ବଜାରରେ ଦେଖିବାକୁ ମିଳୁଛି। ବଜାରରେ ଏଭଳି ସାମଗ୍ରୀର ଚାହିଦା ମଧ୍ୟ ବଢ଼ୁଛି।...

ଅନୁପ୍ରବେଶ ଉଦ୍ୟମ ପଣ୍ଡ, ମୃତଦେହ ନେବାକୁ ପାକିସ୍ତାନକୁ ଖବର …

ଶ୍ରୀନଗର, ୩।୧ : ଜମ୍ମୁ-କଶ୍ମୀରର ଅର୍ନିଆ ସେକ୍ଟରରେ ପାକିସ୍ତାନ ପଟୁୁ ଭାରତରେ ଅନୁପ୍ରବେଶ ଊଦ୍ୟମକୁ ବିଏସ୍‌ଏଫ୍‌ ଯବାନ ପଣ୍ଡ କରିଛନ୍ତି। ଯବାନଙ୍କ ଗୁଳିରେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କ...

Advertisement
Archives

Model This Week