Posted inଜାତୀୟ

ଟ୍ରମ୍ପଙ୍କୁ ଭେଟିଲେ ଶାହ

ଅହମଦାବାଦ,୨୪।୨: ବିଶ୍ୱର ସର୍ବବୃହତ୍ତ କ୍ରିକେଟ ଷ୍ଟାଡିୟମରେ ସୋମବାର ଆମେରିକାର ପ୍ରଥମ ନାଗରିକ ଡୋନାଲ୍ଡ ଟ୍ରମ୍ପଙ୍କୁ ସ୍ବାଗତ କରାଯାଇଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ରାଷ୍ଟ୍ରପତି ଟ୍ରମ୍ପ ଓ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ମଧ୍ୟ ଗୁଜରାଟ ଅହମଦାବାଦର ମୋଟେରା ଷ୍ଟାଡିୟମ ପହଞ୍ଚିଛନ୍ତି। ଟ୍ରମ୍ପ ସେଠାରେ ଆୟୋଜିତ ‘ନମସ୍ତେ ଟ୍ରମ୍ପ’ କାର୍ଯ୍ୟକ୍ରମରେ ଯୋଗ ଦେବା ପୂର୍ବରୁ ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଟ୍ରମ୍ପଙ୍କ ସହ ପରିଚିତ କରାଇଥିଲେ। ଏହାପରେ ସମସ୍ତେ ମିଶି ଗ୍ରୁପ ଫଟୋ ଉଠାଇଥିବା ଦେଖାଯାଇଥିଲା। ଏହାପରେ ‘ନମସ୍ତେ ଟ୍ରମ୍ପ’ ଆୟୋଜିତ ହୋଇଥିବା ସ୍ଥାନକୁ ଟ୍ରମ୍ପ ଚାଲିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଉତ୍ସବରେ ୬ଶହ ଅତିଥି ନେତ୍ରଦାନର ଶପଥ ନେଲେ

ଭିଲାଇ,୨୦।୪: ଅଙ୍ଗ ଦାନ ମହାପୂଣ୍ୟ। ତେବେ ଏନେଇ ଲୋକଙ୍କ ମଧ୍ୟରେ ସଚେତନତାର ଅଭାବ ରହିଛି। ଏହି ମର୍ମରେ ଛତିଶଗଡ଼ ଭିଲାଇରେ ଏକ ବିବାହ ଉତ୍ସବରେ ଯୋଗଦେଇଥିବା...

ନର୍ସଙ୍କଠୁ ଛଡ଼ାଇ ଲୋକଙ୍କୁ ଟିକା ଦେଲେ ଟିଏମ୍‌ସି କାଉନ୍‌ସିଲର

କୋଲକାତା,୩।୭: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ମହିଳା କାଉନ୍‌ସିଲର ତବସୁମ ଅରା ଟିକାଦାନ କେନ୍ଦ୍ରରେ ନର୍ସଙ୍କ ଠାରୁ ଟିକା ଛଡ଼ାଇ ଜଣେ ମହିଳାଙ୍କୁ ଟିକାକରଣ କରୁଥିବା ଭିଡିଓ...

ବେରୋଜଗାରୀକୁ ନେଇ ଭାଜପା ଉପରେ ବର୍ଷିଲେ ଖାର୍ଗେ, କହିଲେ ୫ ବର୍ଷରେ ସୃଷ୍ଟି ହୋଇଛି ମାତ୍ର ୧୨.୨ ଲକ୍ଷ ନୂଆ ନିଯୁକ୍ତି

ନୂଆଦିଲ୍ଲୀ,୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ସରକାରରେ ଗତ ପାଞ୍ଚ ବର୍ଷ ମଧ୍ୟରେ ସଂଗଠିତ କ୍ଷେତ୍ରରେ କେବଳ ୧୨.୨ ଲକ୍ଷ ନୂତନ ନିଯୁକ୍ତି ସୃଷ୍ଟି ହୋଇଥିବା...

ପ୍ରଧାନମନ୍ତ୍ରୀଙ୍କୁ ଖୋଲାଚିଠି ଲେଖି: ଫସିଲେ ୫୦ ସେଲିବ୍ରିଟି

ନୂଆଦିଲ୍ଲୀ: ଦେଶରେ ବଢ଼ିଚାଲିଥିବା ଭିଡ଼ହିଂସା ନେଇ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସେଲିବ୍ରିଟିମାନଙ୍କୁ ମହଙ୍ଗା ପଡ଼ିଛି। ବିହାରର ମୁଜାଫରପୁର ଜିଲାରେ ଏକ ସ୍ଥାନୀୟ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ...

ନିର୍ବାଚନ କମିଶନଙ୍କ ବହୁ ପୂର୍ବରୁ ଦିଲ୍ଲୀ ଭୋଟିଂ ତାରିଖ ମନୋଜ ତିଓ୍ବାରୀଙ୍କୁ ଥିଲା ଜଣା: ଏଏପି

ନୂଆଦିଲ୍ଲୀ,୭।୧: ଦିଲ୍ଲୀ ନିର୍ବାଚନ ତାରିଖ ଘୋଷଣା ହୋଇଛି। ତେବେ ଏହାକୁ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ନିର୍ବାଚନ କମିଶନଙ୍କ ବହୁ ପୂର୍ବରୁ ଭୋଟିଂ ତାରିଖ...

ଆଉ ବର୍ଷେ ଯାଏ ମିଳିବ ‘ମାଗଣା ରାସନ’

ନୂଆଦିଲ୍ଲୀ,୨୩।୧୨: ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନୁଯାୟୀ ଦେଶର ଗରିବ ଲୋକଙ୍କୁ ମିଳୁଥିବା ମାଗଣା ରାସନ ଯୋଜନାକୁ ଆଉ ଏକ ବର୍ଷକ ଯାଏ ବୃଦ୍ଧି କରିଛନ୍ତି...

୭୦ ବର୍ଷ ହେବ ‘ହିନ୍ଦୁ ବିରୋଧୀ’ ଅଭିଯାନ ଚଳାଉଛି ଡିଏମ୍‌କେ: ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୧୫।୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଡିଏମକେ ସମେତ ବିରୋଧୀ ଦଳର ମିଳିତ ମେଣ୍ଟ ‘ଇଣ୍ଡିଆ’କୁ ହିନ୍ଦୁ ଏବଂ ସନାତନ ଧର୍ମ ବିରୋଧୀ ବୋଲି କହିଛନ୍ତି।...

ମୁସଲମାନ ବିବାହରେ ନିମନ୍ତ୍ରଣ ଦେଉଛନ୍ତି ଭଗବାନ ଗଣେଶ

ମିରଟ,୨୮।୨: ଉତ୍ତର ପ୍ରଦେଶ ମିରଟରେ ଏକ ମୁସଲମାନ ପରିବାରର ବିବାହ ପାଇଁ ନିମନ୍ତ୍ରଣ ପତ୍ର ଛପା ଯାଇଛି। ଯେଉଁଥିରେ ହିନ୍ଦୁ ଦେବତା ଗଣେଶଙ୍କ ଫଟୋ ଦେଖିବାକୁ...

Advertisement
Archives

Model This Week