Posted inଜାତୀୟ

ଟ୍ରମ୍ପଙ୍କ ଆଗ୍ରା ଗସ୍ତ ସମୟରେ ସୁରକ୍ଷା ବ୍ୟବସ୍ଥା ହେବ କଡାକଡି

ମଥୁରା,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଆଗ୍ରା ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ତେବେ ଟ୍ରମ୍ପ ଓ ତାଙ୍କ ପରିବାରଙ୍କ ସୁରକ୍ଷା ଦାୟିତ୍ୱ ଆମେରିକା ସିକ୍ରେଟ ସର୍ଭିସ ପାଖରେ ରହିଛି। ହେଲେ ବାହାରର ସୁରକ୍ଷା ଦାୟିତ୍ୱ ଏନ୍‌ଏସ୍‌ଜି ଓ ଉତ୍ତର ପ୍ରଦେଶ ପୋଲିସ ଉପରେ ନ୍ୟସ୍ତ କରାଯାଇଛି। ତେବେ ସୁରକ୍ଷା ବ୍ୟବସ୍ଥା ଏପରି କଡାକଡି କରାଯାଉଛି ଯେ ଆକାଶରୁ ପାତାଳ ପର୍ଯ୍ୟନ୍ତ ପକ୍ଷୀଟିଏ ବି ଦେଖାଯିବ ନାହିଁ ବୋଲି କୁହାଯାଉଛି। ହେଲେ ଗୋଟିଏ କଥାକୁ ନେଇ ଚିନ୍ତାରେ ଅଛନ୍ତି ସୁରକ୍ଷା ଏଜେନ୍ସି। ଆଗ୍ରାରେ ମାଙ୍କଡ଼ମାନଙ୍କ ଉପଦ୍ରବ ଅଧିକ ହୋଇଥିବାରୁ ଏହାକୁ ଦୃଷ୍ଟିରେ ରଖି କୁଆଡେ ୫ଟି ବଡ ବଡ ମାଙ୍ଗଡ଼ଙ୍କୁ ଟ୍ରମ୍ପଙ୍କ ସୁରକ୍ଷାରେ ନିୟୋଜିତ କରାଯାଇଛି। ଏମାନଙ୍କୁ ଦେଖିବା ପରେ ଛୋଟ ମାଙ୍କଡ଼ମାନେ ଦୂରେଇ ଯିବେ ବୋଲି ଅନୁମାନ କରି ଏଭଳି ପଦକ୍ଷେପ ନିଆଯାଇଥିବା ଶୁଣିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୈନିକ ମୃତ୍ୟୁ ସଂଖ୍ୟା କମିଲା, ପୁଣି ବଢ଼ିଲେ ନୂଆ ଆକ୍ରାନ୍ତ …

ନୂଆଦିଲ୍ଲୀ,୩୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ମୃତ୍ୟୁ ସଂଖ୍ୟା ୯ ଶହରୁ କମ୍‌ ରହିଛି। ଗତ ୨୪...

ପୁଣି ବଢୁଛି କରୋନା ଭୟ: ଦେଶରେ ଆଜି ୩,୦୯୧ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୩୧।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛି ଦିନ ହେବ ଶହେରୁ କମ୍‌ ରହିବା ପରେ ଏବେ କିଛିଟା ବୃଦ୍ଧି ଘଟିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ...

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ହୀରାନଗର ଜନବସତି ଉପରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧୩।୧୦: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ଶନିବାର ରାତିରୁ ରବିବାର ସକାଳ ୫ଟା ୩୦ ପର୍ଯ୍ୟନ୍ତ...

ରାମଚରିତମାନସର ପୃଷ୍ଠା ଜଳାଇବା ମାମଲାରେ ୫ଅଭିଯୁକ୍ତ ଗିରଫ

ଲକ୍ଷ୍ନୌ,୩୦।୧: ଉତ୍ତରପ୍ରଦେଶ ଲକ୍ଷ୍ନୌର ପିଜିଆଇ ପୋଲିସ ରାମଚରିତମାନସର ପୃଷ୍ଠା ଚିରି ପୋଡ଼ି ଦେବା ମାମଲାରେ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ପିଜି ପୋଲିସ ଦ୍ୱାରା ଗିରଫ...

ରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁତ୍ୱପୂର୍ଣ୍ଣ ବିଧାନସଭା ଫଳାଫଳ…

ନୂଆଦିଲ୍ଲୀ,୧୦।୩ : ଉତ୍ତରପ୍ରଦେଶ, ମଣିପୁର, ଗୋଆ ମଣିପୁର ଏବଂ ଉତ୍ତରାଖଣ୍ଡ ଆଦି ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ କେବଳ ଲୋକ ସଭା ନିର୍ବାଚନ ପାଇଁ...

ପାକିସ୍ତାନରେ ରହିବାକୁ ଅଜୀମ୍‌ ପ୍ରେମ୍‌ଜୀଙ୍କ ପିତା ଜିହ୍ନାଙ୍କୁ କରିଥିଲେ ମନା

ନୂଆଦିଲ୍ଲୀ,୨୪।୭: ଦେଶର ବିଶିଷ୍ଟ ଶିଳ୍ପପ୍ରତି ତଥା ଓ୍ବିପ୍ରୋର ପ୍ରତିଷ୍ଠାତା ଅଜୀମ୍‌ ପ୍ରେମ୍‌ଜୀ ବୁଧବାର ୭୪ ବର୍ଷରେ ପାଦ ଦେଇଛନ୍ତି। ୧୯୪୫ ଜୁଲାଇ ୨୪ରେ ସେ ମୁମ୍ବାଇଠାରେ...

୩୭୦ ଉଚ୍ଛେଦ ପରେ ଜୈଶ୍‌ ରଚୁଛି ସାଂଘାତିକ ଷଡ଼ଯନ୍ତ୍ର: ଟାର୍ଗେଟ ୩୦ ସହର ମଧ୍ୟରେ ଭୁବନେଶ୍ୱର

ନୂଆଦିଲ୍ଲୀ,୨୬ା୯: ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦରେ ହତାଶ ହୋଇପଡ଼ିଥିବା ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌) ଭାରତ ବିରୋଧରେ ରକ୍ତ ଚାଉଳ ଚୋବାଉଛି। ପଠାନ୍‌କୋଟ ସମେତ...

୪ ଗର୍ଲଫ୍ରେଣ୍ଡଙ୍କୁ ଘର ଆଗରେ ଏକାଠି ଦେଖି ଯୁବକ ନେଲେ ଏମିତି ନିଷ୍ପତ୍ତି

ଜଲପାଇଗୁଡି,୧୨।୧୧:ପଶ୍ଚିମବଙ୍ଗର କୁଚ ବେହାରରେ ଏକ ରୋଚକ ଘଟଣା ଘଟିଛି। ଜଣେ ଯୁବକ ୪ ଯୁବତୀଙ୍କୁ ପ୍ରେମ କରି ଧରାପଡିବା ପରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏହା...

Advertisement
Archives

Model This Week