ଟ୍ରମ୍ପ୍‌ଙ୍କୁ ଘାରିଛି ମଧ୍ୟସ୍ଥତା ନିଶା: ଇମ୍ରାନ୍‌ଙ୍କ ପରେ ମୋଦିଙ୍କୁ ଭେଟିବେ

ଓ୍ବାଶିଂଟନ,୨୧।୯ : ଜମ୍ମୁ-କଶ୍ମୀରରେ ପ୍ରସଙ୍ଗରେ ମଧ୍ୟସ୍ଥତା କରିବା ନିଶା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ଙ୍କୁ ଘାରିଛି। ଏନେଇ ବାରମ୍ବାର ମନ୍ତବ୍ୟ ଦେବା ପରେ ଏବେ ଟ୍ରମ୍ପ୍‌ ପ୍ରଥମେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କୁ ସୋମବାର ଭେଟିବେ ବୋଲି ହ୍ବାଇଟ୍‌ ହାଉସ୍‌ ପକ୍ଷରୁ ଜଣାପଡ଼ିଛି। ଏହାପରେ ମଙ୍ଗଳବାର ଟ୍ରମ୍ପ୍‌ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍‌ କରିବେ। ତେବେ ସାକ୍ଷାତ୍‌ ସମୟରେ କେଉଁ ବିଷୟ ଉପରେ ଆଲୋଚନ କରାଯିବ ତାହା ଜଣାପଡ଼ି ନ ଥିଲେ ମଧ୍ୟ ଏହା ଦୁଇ ଦେଶ ମଧ୍ୟରେ ଜାରି ରହିଥିବା ଉତ୍ତେଜନାକୁ ନେଇ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଇରାନ ଆଗରେ ୨ଟି ବଡ଼ ସର୍ତ୍ତ ରଖିଲା ଆମେରିକା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌,୧୫।୪: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସପ୍ତାହରେ ଆମେରିକା…

ଏକା ହୋଇଗଲା ଆମେରିକା, ଟ୍ରମ୍ପଙ୍କ ହାତ ଛାଡିଦେଲେ ଏହି ସବୁ ନିକଟତମ ବନ୍ଧୁ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ସହିତ ଯୁଦ୍ଧରେ ଗଭୀର ଭାବରେ ଜଡିତ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ଏହି ଆଘାତ ତାଙ୍କ ନିଜ…

ହଙ୍ଗେରୀ: ସମ୍ମାନ ଓ ସ୍ବାଧୀନତା

କେନ୍ଦ୍ରୀୟ ୟୁରୋପୀୟ ରାଷ୍ଟ୍ର ହଙ୍ଗେରୀ ଦୀର୍ଘ ୧୬ ବର୍ଷ ପରେ ନୂଆ ଶାସକ ଦେଖିବାକୁ ଯାଉଛି। ଉଗ୍ର ଦକ୍ଷିଣପନ୍ଥୀ ରାଜନୀତି ଚଳାଇ ଆସିଥିବା ଭିକ୍ଟର ଓର୍ବାନ୍‌ଙ୍କୁ ଦେଶବାସୀ…

ଚାଇନାକୁ ଲାଗିବ ବଡ଼ ଝଟ୍‌କା: ଜୀବନରେଖା ଶେଷ କରିଦେବେ ଟ୍ରମ୍ପ! ଆମେରିକାର ସାଥ୍‌ ଦେବ ଭାରତ

ଓ୍ବାଶିଂଟନ୍‌,୧୫।୪: ମଧ୍ୟପ୍ରାଚ୍ୟରେ ହର୍ମୁଜ ପ୍ରଣାଳୀକୁ ନେଇ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଏକ ନୂତନ ପ୍ରସଙ୍ଗ ଉଭା ହୋଇଛି ଯାହା ବିଶ୍ୱ ଦୃଷ୍ଟି ଆକର୍ଷଣ କରିଛି। ଆମେରିକା ଇରାନ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ…

ଇରାନ- ଆମେରିକା ମଧ୍ୟରେ କେବେ ଶେଷ ହେବ ଯୁଦ୍ଧ? ସକାଳୁ ସକାଳୁ ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଇରାନ ସହିତ ଯୁଦ୍ଧ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri