ଟ୍ରମ୍ପ୍‌ଙ୍କୁ ପଚାରିଲେ ଥରୁର୍‌: ହାଇଡ୍ରୋକ୍ସିକ୍ଲୋରୋକ୍ୱିନ୍‌ ତ ନେଲ; ପ୍ରତିଷେଧକ ଟୀକା ପ୍ରଥମେ ଆମକୁ ଦେବ ତ !

ନୂଆଦିଲ୍ଲୀ,୮।୪: କରୋନା ମୁକାବିଲା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଅନୁରୋଧ ରକ୍ଷାକରି ଭାରତ ହାଇଡ୍ରୋକ୍ସିକ୍ଲୋରୋକ୍ୱିନ୍‌ ଟ୍ୟାବଲେଟ୍‌ ପଠାଇଛି। ଏନେଇ କଂଗ୍ରେସ ପକ୍ଷରୁ ଶଶି ଥରୁର୍‌ ଟ୍ରମ୍ପ୍‌ଙ୍କୁ ଏକ ପ୍ରଶ୍ନ ପଚାରିଛନ୍ତି। ଶଶି ଟୁଇଟ୍‌ କରି କହିଛନ୍ତି ଯେ, ଆମଠାରୁ ହାଇଡ୍ରୋକ୍ସିକ୍ଲୋରୋକ୍ୱିନ୍‌ ତ ନେଲ। ତେବେ ଆମେରିକା କରୋନା ପ୍ରତିଷେଧକ ଟୀକା ତିଆରି କଲେ ପ୍ରଥମେ ଭାରତକୁ ଦେବ କି ନାହିଁ ତାହା ସ୍ପଷ୍ଟ କରିବା ଆବଶ୍ୟକ। ଶଶି ଏହି ଟୁଇଟ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ଟ୍ୟାଗ୍‌ କରିଛନ୍ତି। ସେହିପରି ଶଶି ଭାରତରେ ଅବସ୍ଥାପିତ ଆମେରିକା ରାଷ୍ଟ୍ରଦୂତଙ୍କ ସହିତ ଏହାକୁ ଟ୍ୟାଗ୍‌ କରିଛନ୍ତି। ଶଶିଙ୍କ ଏଭଳି ମଜାଳିଆ ପ୍ରଶ୍ନ ନେଇ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ କୋଭିଡ ହେଲ୍ପ ଡେସ୍କ ଶୁଭାରମ୍ଭ: ହ୍ବାଟ୍‌ସଆପ୍‌ରେ ମିଳିପାରିବ କରୋନା ସମ୍ପର୍କିତ ସୂଚନା

ଭୁବନେଶ୍ୱର, ୨୨।୪(ବ୍ୟୁରୋ): କରୋନା ମହାମାରୀ ସହ ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ଲୋକଙ୍କ ପାଖରେ କରୋନା...

୨୧ ଦିନରେ ଦେଶକୁ କରୋନା ମୁକ୍ତ କରାଇବା ବଦଳରେ ଅର୍ଥବ୍ୟବସ୍ଥାକୁ ଡୁବେଇଲେ ମୋଦି

ନୂଆଦିଲ୍ଲୀ, ୯।୯: ଦେଶର ଅର୍ଥବ୍ୟବସ୍ଥା ନେଇ ବିରୋଧୀ ଦଳଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଜାରି ରହିଛି। ଏନେଇ କଂଗ୍ରେସ ପକ୍ଷରୁ ରାହୁଲ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨୫୦୦୦ ଟଙ୍କା ପ୍ରଦାନ

ଭଣ୍ଡାରିପୋଖରୀ,୨୮।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବିଜୁ ଯୁବ ଜନତା ଦଳ ପକ୍ଷରୁ ମହାମାରୀ କରୋନା ସଂକ୍ରମଣର ଚିକିତ୍ସା ପାଇଁ ସ୍ଥାନୀୟ ବିଡିଓ ଉମେଶ ଚନ୍ଦ୍ର...

ବୈଜ୍ଞାନିକଙ୍କ ଚେତାବନୀ: ମାନବଜାତି ପାଇଁ ଘାତକ ହୋଇପାରେ କରୋନାର ନୂଆ ଭାରିଆଣ୍ଟ ‘ନିଓକୋଭ୍‌’

ନୂଆଦିଲ୍ଲୀ,୨୮।୧: ମହାମାରୀ କରୋନାର ଗୋଟିଏ ପରେ ଗୋଟିଏ ଭାରିଆଣ୍ଟ ବିଶ୍ୱବାସୀଙ୍କ ନିଦ ହଜାଇଥିବା ବେଳେ ଏବେ ନୂଆ ବିପଦ ସାମ୍ନାକୁ ଆସିଛି। ଚାଇନାର ଉହାନ ସହରର...

ଆସାମ ନଲବାଡିରୁ ବହୁପରିମାଣରେ ଅସ୍ତ୍ରଶସ୍ତ୍ର, ବିସ୍ଫୋରକ ଜବତ

ଗୁଆହାଟି,୬ ।୨: ଆସାମର ନଲବାଡି ଜିଲାରେ ସିଆରପିଏଫର ଯବାନ ଓ ଆସାମ ପୋଲିସର ମିଳିତ ଅଭିଯାନରେ ବହୁ ପରିମାଣରେ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ କରାଯାଇଛି...

ସ୍ମାର୍ଟଫୋନ୍‌ କିଣିବା ମାନିଆ, ରକ୍ତ ବିକ୍ରି କରିବାକୁ ବ୍ଲଡ୍‌ ବ୍ୟାଙ୍କ ପହଞ୍ଚିଲେ ନାବାଳିକା…

କୋଲକାତା,୧୮।୧୦ : ସମ୍ପ୍ରତି ଆମେ ପ୍ରାୟତଃ ସ୍ମାର୍ଟଫୋନ ପାଇଁ ଲୋକଙ୍କ ମଧ୍ୟରେ ଥିବା କ୍ରେଜ ଖବର ଶୁଣିଥାଉ। କିନ୍ତୁ ପଶ୍ଚିମବଙ୍ଗରେ ଯାହା ଘଟିଛି ତାହା ପ୍ରକୃତରେ...

ଯାତ୍ରୀଙ୍କଠାରୁ ଅଧିକ ଅଟୋଭଡା ନେବାରୁ କଟିଲା ୮ଲକ୍ଷ ଟଙ୍କାର ଚାଲାଣ

ବେଙ୍ଗାଲୁରୁ,୫।୧୨: ନୂଆ ମୋଟର ଯାନ ନିୟମ ଲାଗୁ ହେବା ପରଠାରୁ ଲୋକେ ଏକ ପ୍ରକାର ସଜାଗ ହେଇଯାଇଛନ୍ତି ବୋଲି କୁହାଯାଉଛି। ହେଲେ କେତେଜଣ ଲୋକ ଏବେବି...

୨/୩ ଦିନରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ,୨୮।୫ : ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଆଗାମୀ ୨ରୁ ୩ ଦିନ ମଧ୍ୟରେ କେରଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି।...

Advertisement
Archives

Model This Week