Posted inଜାତୀୟ

ଟ୍ରମ୍ପ୍‌ଙ୍କ କଥା ଯଦି ସତ ହୁଏ ତେବେ ମୋଦି ଦେଶକୁ ଦେଇଛନ୍ତି ଧୋକା: ରାହୁଲ

ନୂଆଦିଲ୍ଲୀ,୨୩।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ମନ୍ତବ୍ୟ ନେଇ ଏବେ ଭାରତରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇଛି। କେନ୍ଦ୍ର ସରକାରଙ୍କୁ ବିରୋଧୀ ଦଳ ସମାଲୋଚନା କରିବା ଆରମ୍ଭ କରିଛନ୍ତି। ଏନେଇ ରାହୁଲ ଗାନ୍ଧୀ ଟୁଇଟ୍‌ କରି କହିଛନ୍ତି ଯେ, ଯଦି ଟ୍ରମ୍ପ୍‌ଙ୍କ କଥା ସତ ହୁଏ ତେବେ ଏପରିକରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ଧୋକା ଦେଇଛନ୍ତି। ଏହା ସହିତ ମୋଦି ୧୯୭୨ ଶିମଲା ରାଜିନାମାର ଉଲ୍ଲଂଘନ ମଧ୍ୟ କରିଛନ୍ତି। ମୋଦି ନିଜେ ଏହାର ଉତ୍ତର ଦେବା କଥା। କେବଳ ବୈଦେଶିକ ମନ୍ତ୍ରଣାଳୟ କିମ୍ବା ମନ୍ତ୍ରୀଙ୍କ ମତାମତ ଏଭଳି ଘଟଣାରେ ଗ୍ରହଣଯୋଗ୍ୟ ନୁହେଁ ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ୪ ଦିନିଆ କେରଳ ଗସ୍ତରେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜିଠୁ ୪ ଦିନିଆ କେରଳ ଗସ୍ତରେ ଯିବେ। ଏ ନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ମିଳିଛି । ଏହି...

ଚାଇନାର ସନ୍ଦିଗ୍ଧ ମଞ୍ଜି ପ୍ୟାକେଟ ଏବେ ଭାରତରେ: କେନ୍ଦ୍ର ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି

ନୂଆଦିଲ୍ଲୀ, ୯।୮: ଏବେ ଭାରତରେ ମଧ୍ୟ ଚାଇନାର ସନ୍ଦିଗ୍ଧ ମଞ୍ଜି ପ୍ୟାକେଟ ପହଞ୍ଚିଛି। ପ୍ୟାକେଟରେ ବିଭିନ୍ନ ପ୍ରକାର ଚାରା ମଞ୍ଜି ରହିଛି। ଏନେଇ ଲୋକେ ଆତଙ୍କିତ...

ପ୍ରକାଶ ସିଂ ବାଦଲ ଅସୁସ୍ଥ, ମୋହାଲିର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି

ଚଣ୍ଡିଗଡ଼,୧୨ ।୬: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିରୋମଣି ଅକାଳି ଦଳର ବରିଷ୍ଠ ନେତା ପ୍ରକାଶ ସିଂ ବାଦଲ ଶନିବାର ରାତିରେ ହଠାତ୍ ଅସୁସ୍ଥ ହୋଇ...

ଘରେ ପଶି ୮ ଦିନର ଯାଆଁଳା ଶିଶୁଙ୍କୁ ଟେକିନେଲା ମାଙ୍କଡ଼, ଆଉ ତା’ ପରେ…

ଚେନ୍ନାଇ,୧୪।୨ : ତାମିଲନାଡୁର ତଞ୍ଜାପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଯେଉଁଠାରେ ଗୋଟିଏ ମାଙ୍କଡ଼ ଘରେ ପଶି ୮ ଦିନର ଯାଆଁଳା ଶିଶୁଙ୍କୁ ଟେକି ନେଇଥିଲା।...

୧୮ ରାଜ୍ୟ ସଭା ଆସନ ଲାଗି ୧୯ରେ ନିର୍ବାଚନ

ନୂଆଦିଲ୍ଲୀ,୧ା୬(ପି.ଟି.)-ରାଜ୍ୟ ସଭାର ୧୮ଟି ଆସନ ଲାଗି ଆସନ୍ତା ୧୯ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ସୋମବାର ନିର୍ବାଚନ କମିଶନ(ଇସି)ଙ୍କ ପକ୍ଷରୁ ଏହା ଘୋଷଣା କରାଯାଇଛି। ଏହିସବୁ...

ଉଦ୍ଧବଙ୍କ ଶପଥ ଗ୍ରହଣ ପୂର୍ବରୁ ଲାଗିଲା ବାଲାସାହେବ-ଇନ୍ଦିରାଙ୍କ ପୋଷ୍ଟର

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଗତ ମାସେ ହେଲ ଲାଗି ରହିଥିବା ରାଜନୀତି ଡ୍ରାମା ପରେ ଶେଷରେ ଶିବସେନା ନେତା ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ...

ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ଗିରଫ

ନୂଆଦିଲ୍ଲୀ,୨୦।୮: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ରତୁଲ ପୁରୀଙ୍କୁ ମଙ୍ଗଳବାର ସକାଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ୩୫୪ କୋଟି ଟଙ୍କାର ବ୍ୟାଙ୍କ ଦୁର୍ନୀତି...

ଲଗାତାର ୨ ଦିନ ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ…

ନୂଆଦିଲ୍ଲୀ,୨୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ...

Advertisement
Archives

Model This Week