Posted inଜାତୀୟ

ଟ୍ରମ୍ପ୍‌ଙ୍କ କଥା ଯଦି ସତ ହୁଏ ତେବେ ମୋଦି ଦେଶକୁ ଦେଇଛନ୍ତି ଧୋକା: ରାହୁଲ

ନୂଆଦିଲ୍ଲୀ,୨୩।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ମନ୍ତବ୍ୟ ନେଇ ଏବେ ଭାରତରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇଛି। କେନ୍ଦ୍ର ସରକାରଙ୍କୁ ବିରୋଧୀ ଦଳ ସମାଲୋଚନା କରିବା ଆରମ୍ଭ କରିଛନ୍ତି। ଏନେଇ ରାହୁଲ ଗାନ୍ଧୀ ଟୁଇଟ୍‌ କରି କହିଛନ୍ତି ଯେ, ଯଦି ଟ୍ରମ୍ପ୍‌ଙ୍କ କଥା ସତ ହୁଏ ତେବେ ଏପରିକରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ଧୋକା ଦେଇଛନ୍ତି। ଏହା ସହିତ ମୋଦି ୧୯୭୨ ଶିମଲା ରାଜିନାମାର ଉଲ୍ଲଂଘନ ମଧ୍ୟ କରିଛନ୍ତି। ମୋଦି ନିଜେ ଏହାର ଉତ୍ତର ଦେବା କଥା। କେବଳ ବୈଦେଶିକ ମନ୍ତ୍ରଣାଳୟ କିମ୍ବା ମନ୍ତ୍ରୀଙ୍କ ମତାମତ ଏଭଳି ଘଟଣାରେ ଗ୍ରହଣଯୋଗ୍ୟ ନୁହେଁ ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜୁରାଟର ଗର୍ବା ନୃତ୍ୟ ୟୁନେସ୍କୋର ଅପରିଚିତ ସାଂସ୍କୃତିକ ଐତିହ୍ୟ ତାଲିକାରେ ହେଲା ସାମିଲ

ନୂଆଦିଲ୍ଲୀ, ୬ା୧୨: ଗୁଜରାଟର ପୁରାତନ ଗର୍ବା ନୃତ୍ୟ ୟୁନେସ୍କୋର ଅପରିଚିତ ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ ହୋଇଛି। ଗୁଜୁରାଟର ଗାରବା ନୃତ୍ୟ ହେଉଛି ଏହି ତାଲିକାରେ...

”ନେହେରୁଙ୍କ ଭୁଲ୍ ପାଇଁ ସୃଷ୍ଟି ହୋଇଛି ପିଓକେ, ଅନ୍ୟଥା ଆଜି ଭାରତରେ ରହିଥାନ୍ତା: ଗୃହମନ୍ତ୍ରୀ ଅମିତ ଶାହା

ନୂଆଦିଲ୍ଲୀ,୬।୧୨: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଲୋକସଭାରେ କଂଗ୍ରେସ ଉପରେ ବଡ଼ ଅଭିଯୋଗ ଲଗାଇଛନ୍ତି। ସେ କହିଛନ୍ତି ଯେ ନେହେରୁଙ୍କ ଭୁଲ ଯୋଗୁଁ ପିଓକେ ସୃଷ୍ଟି...

ଜମ୍ମୁ କଶ୍ମୀର ସଂରକ୍ଷଣ ଏବଂ ପୁନର୍ଗଠନ ବିଲ୍ ଲୋକସଭାରେ ପାରିତ

ନୂଆଦିଲ୍ଲୀ,୬।୧୨: ଜମ୍ମୁ କଶ୍ମୀର ସଂରକ୍ଷଣ (ସଂଶୋଧନ) ଏବଂ ଜମ୍ମୁ କଶ୍ମୀର ପୁନର୍ଗଠନ (ସଂଶୋଧନ) ବିଲ୍ ୨୦୨୩ ଲୋକସଭାରେ ପାରିତ ହୋଇଛି। ଜୁଲାଇ ୨୬, ୨୦୨୩ ରେ...

ମାନସିକ ଚାପରେ ସ୍ତ୍ରୀ ଏବଂ ଦୁଇ ପିଲାଙ୍କୁ ନିର୍ମମ ହତ୍ୟା ପରେ ଆତ୍ମହତ୍ୟା କଲେ ଡାକ୍ତର

ନୂଆଦିଲ୍ଲୀ, ୬।୧୨: ଉତ୍ତରପ୍ରଦେଶର ରାଏ ବରେଲିରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଜଣେ ଡାକ୍ତର ମାନସିକ ଚାପରେ ଆସି ନିଜର ସ୍ତ୍ରୀ ଏବଂ ଦୁଇ...

ହାଇକୋର୍ଟରେ ଅନଲାଇନ ଶୁଣାଣି ସମୟରେ ପର୍ନ ଭିଡିଓ, ଅଧାରେ ବନ୍ଦ ହେଲା ବିଚାର…

ବେଙ୍ଗାଲୁରୁ,୬।୧୨ : ଅନଲାଇନ ଶୁଣାଣି ସମୟରେ ପର୍ନ ଭିଡିଓ ଚାଲିବା ଖେଳାଯିବା କାରଣରୁ କର୍ନାଟକ ହାଇକୋର୍ଟ ଏହି ସୁବିଧାକୁ କିଛି ସମୟ ପାଇଁ ସ୍ଥଗିତ ରଖିଛନ୍ତି।...

କ୍ଷମତାଶାଳୀ ମହିଳାଙ୍କ ତାଲିକାରେ ଅର୍ଥମନ୍ତ୍ରୀଙ୍କ ସମେତ ଅନ୍ୟ ୩ ଭାରତୀୟ…

ନୂଆଦିଲ୍ଲୀ,୬।୧୨ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବିଶ୍ୱର ସବୁଠାରୁ କ୍ଷମତାଶାଳୀ ମହିଳାଙ୍କ ଫୋର୍ବସ ତାଲିକାରେ ୩୨ ତମ ସ୍ଥାନରେ ରହିଛନ୍ତି। ଯେଉଁଥିରେ ଆମେରିକାର ଉପରାଷ୍ଟ୍ରପତି...

ପ୍ରଣବ ମୁଖାର୍ଜୀ ହୋଇଥାନ୍ତେ ପ୍ରଧାନମନ୍ତ୍ରୀ, ମନା କରିଥିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୬।୧୨: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଏକ ବଳିଷ୍ଠ ବ୍ୟକ୍ତିତ୍ୱର ଉଦାହରଣ। ତାଙ୍କ ରାଜନୈତିକ ଜୀବନ କାହାଣୀ ସହ ବଳିଷ୍ଠ ବ୍ୟକ୍ତିତ୍ୱ ଉପରେ ଏକ ବହି...

୧୦ ଭାଜପା ଏମପି ଦେଲେ ଇସ୍ତଫା…

ନୂଆଦିଲ୍ଲୀ,୬।୧୨ : ୫ ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାଜପା ତିନୋଟି ରାଜ୍ୟରେ ବିପୁଳ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏହା ପରେ ବର୍ତ୍ତମାନ ୧୦ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri