ଟ୍ରମ୍ପ୍‌ଙ୍କ ଗଲ୍ଫ ସଉକ: ୩ ବର୍ଷରେ ଖର୍ଚ୍ଚ ହୋଇଛି ୭ଶହ ୯୦ କୋଟି

ଓ୍ବାଶିଂଟନ,୨୫।୧୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଗଲ୍ଫ ସଉକ ଯୋଗୁ ଗତ ୩ ବର୍ଷରେ ସରକାରଙ୍କୁ ୭ଶହ ୯୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିଛି। ଏଥିପାଇଁ ୮୪ଟି କାର୍ଟର ଭଡ଼ା ବାବଦରେ ୪ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଟ୍ରମ୍ପ୍‌ ନିଜର ୧୭ଟି ଗଲ୍ଫ କୋର୍ସକୁ ଇତିମଧ୍ୟରେ ୨୨୪ ଥର ବୁଲି ଯାଇଛନ୍ତି। ଓବାମା ନିଜର ୮ ବର୍ଷର କାର୍ଯ୍ୟକାଳ ମଧ୍ୟରେ ୧୬୬୫ ଘଣ୍ଟାର ଗଲ୍ଫ ଖେଳିଥିବାବେଳେ ଟ୍ରମ୍ପ୍‌ ୩ ବର୍ଷ ମଧ୍ୟରେ ୨୨ଶହ ଘଣ୍ଟା ଖେଳିଛନ୍ତି। ଅପରପକ୍ଷରେ ଜର୍ଜ ଡବ୍ଲ୍ୟୁ ବୁଶ୍‌ ନିଜର ୮ ବର୍ଷର କାର୍ଯ୍ୟକାଳ ମଧ୍ୟରେ କେବଳ ୨୪ ରାଉଣ୍ଡ୍‌ ଗଲ୍ଫ ଖେଳିଥିଲେ ବୋଲି ସରକାରୀ ଖରିଦ୍‌ ବିଭାଗ(ଫେଡେରାଲ ପ୍ରକ୍ୟୁରମେଣ୍ଟ୍‌) ପକ୍ଷରୁ ରିପୋର୍ଟ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମବିଶ୍ୱାାସ ବୃଦ୍ଧି ପାଇଁ ଏପରି କରନ୍ତି ଏହି ବ୍ୟକ୍ତି: ଶୁଣିଲେ ଉଡିଯିବ ହୋସ୍‌

ଦୁନିଆରେ ଅନେକ ପ୍ରକାରର ଲୋକ ଅଛନ୍ତି। ସୁନ୍ଦର ଦେଖାଯିବା ପାଇଁ ପ୍ଲାଷ୍ଟିକ ସର୍ଜରୀ ଦ୍ୱାରା ନିଜ ଶରୀରକୁ ପରିବର୍ତ୍ତନ କରିବାକୁ କିଛି ଲୋକ ପସନ୍ଦ କରନ୍ତି।...

କେଉଁ ରାଷ୍ଟ୍ର ବଡ଼ ପକ୍ଷ

ଗ୍ଲାସ୍‌ଗୋ, ୨୮ା୧୦: ଜଳବାୟୁ ପରିବର୍ତ୍ତନର ପ୍ରଭାବ କେବଳ ଭାରତ ନୁହେଁ ପୂରା ବିଶ୍ୱରେ ଦେଖିବାକୁ ମିଳିଛି। ଚଳିତ ମାସରେ ଭାରତର ବିଭିନ୍ନ ସ୍ଥାନରେ ଅତ୍ୟଧିକ ବର୍ଷା...

ନେପାଳରେ ଭୂକମ୍ପ

କାଠମାଣ୍ଡୁ,୨୮।୯: ନେପାଳରେ ଶନିବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ରହିଛି। ସକାଳ ଭୂକମ୍ପ ଅନୁଭୂତ ହେବା ପରେ ଭୟଭୀତ...

ପବନ ମଝିରେ ଚାଇନା ବିମାନରେ ସୃଷ୍ଟି ହୋଇଥିଲା ଫାଟ !

ବେଜିଂ,୨୫।୩: ଚାଇନାରେ ଗତ ସୋମବାର ଘଟିଥିବା ବୋଇଂ ୭୩୭-୮୦୦ ଯାତ୍ରୀବାହି ବିମାନ ଦୁର୍ଘଟଣା ପଛର କାରଣ ଜାଣିବା ପାଇଁ ବିଶେଷଜ୍ଞମାନେ ତଦନ୍ତ ଚଲାଇଛନ୍ତି। ଏହା ମଧ୍ୟରେ...

କାବୁଲ ବିମାନ ବନ୍ଦର ନିକଟରେ ପୁଣି ୫ ରକେଟ ମାଡ

କାବୁଲ,୩୦ ।୮: ଆଫଗାନିସ୍ତାନର ରାଜଧାନୀ କାବୁଲରେ ସୋମବାର ସକାଳେ ପୁଣିଥରେ ଆକ୍ରମଣ କରାଯାଇଛି । କାବୁଲ ବିମାନ ବନ୍ଦର ନିକଟରେ ୫ଟି ରକେଟ ମାଡ କରାଯାଇଥିବା...

ଆଇଏସଆଇ ମୁଖ୍ୟ ହେଲେ ଫୈଜ ଅହମ୍ମଦ

ଇସଲମାବାଦ, ୧୭।୬: ପାକିସ୍ତାନ ସେନାରେ ରବିବାର ଏକ ବଡଧରଣର ଅଦଳବଦଳ କରାଯାଇଛି। ଆଇଏସଆଇ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ୍‌ ଜେନେରାଲ ଫୈଜ ହମିଦଙ୍କୁ ନିଯୁକ୍ତି ଦିଆଯାଇଛି। କଠୋରପନ୍ଥୀ...

ବିଶ୍ୱରେ ୫୪ ଲକ୍ଷ ଆଡକୁ ଗତି କରୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ଓ୍ବାଶିଂଟନ,୨୪।୫: କରୋନା ଭାଇରସ ସଂକ୍ରମଣ ବିଶ୍ୱର ପ୍ରାୟ ସମସ୍ତ ଦେଶକୁ ବ୍ୟାପି ସାରିଲାଣି। ତେବେ ଆଫ୍ରିକା ଓ ନର୍ଥ ଆମେରିକା ଏବେ ଏହାର ହଟ୍‌ସ୍ପଟ୍‌ ଥିବା...

ମୋଦିଙ୍କୁ ଧନ୍ୟବାଦ୍‌ ଜଣାଇଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ

ଢାକା,୨୨।୧: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଭାରତୀୟ ପ୍ରତିପକ୍ଷ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ୍‌ ଜଣାଇଛନ୍ତି। ପଡ଼ୋଶୀ ଦେଶକୁ ଉପହାର ଆକାରରେ ୨ ନିୟୁତ କୋଭିଡ୍‌-୧୯ କୋଭିଡିଲ୍ଡ...

Advertisement
Archives

Model This Week