ଟ୍ରମ୍ପ୍‌ଙ୍କ ଧମକ: ଗୁଗୁଲ, ଫେସବୁକ୍‌ ଓ ଟୁଇଟର ଉପରେ ଚାଲିବ ମକଦମା

ଓ୍ବାଶିଂଟନ,୨୭।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋସିଆଲ୍‌ ମିଡ଼ିଆକୁ ଧମକ୍‌ ଦେଇଛନ୍ତି। ଗୁଗୁଲ, ଫେସବୁକ୍‌ ଓ ଟୁଇଟର୍‌ ଉପରେ ମକଦମା ଚଳାଇବାକୁ ସେ ଚେତାବନୀ ଦେଇଛନ୍ତି। ଫୋକସ୍‌ ବିଜନେସ୍‌ ନେଟ୍‌ଓ୍ବାର୍କକୁ ଦେଇଥିବା ଏକ ସାକ୍ଷାତ୍‌କାରରେ ଟ୍ରମ୍ପ୍‌ ଏଭଳି ମନ୍ତବ୍ୟ ଦେଇଛନ୍ତି। ଏସବୁ ସୋସିଆଲ୍‌ ମିଡ଼ିଆ ରିପବ୍ଲିକାନ୍‌ ପାର୍ଟି ବିରୋଧରେ ନାନା ପ୍ରକାର ତଥ୍ୟ ଉପସ୍ଥାପନ କରୁଥିବା ସେ ଅଭିଯୋଗ କରିଛନ୍ତି। ଏହି ସୋସିଆଲ୍‌ ମିଡ଼ିଆଗୁଡ଼ିକ ଡେମୋକ୍ରାଟିକ୍‌ ପାର୍ଟି ସପକ୍ଷରେ ଥିବା ଭଳିମନେ ହେଉଥିବା ସେ କହିଛନ୍ତି। ତାଙ୍କ ଟୁଇଟର ଆକାଉଣ୍ଟରେ ସାଧାରଣ ଲୋକଙ୍କ ସହିତ ସଂଯୋଗ ସ୍ଥାପନ କରିବା କଷ୍ଟକର ହେଉଥିବା ଟ୍ରମ୍ପ୍‌ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଭ୍‌ରେ ଡ୍ରୋନ୍‌ ଆକ୍ରମଣ: ୬ ନିହତ

କିଭ୍‌, ୧୮ା୧୦: ମିଶାଇଲ ମାଡ଼ର କିଛି ଦିନ ପରେ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ରୁଷିଆ ସୋମବାର ଘନଘନ ଡ୍ରୋନ ଆକ୍ରମଣ କରିଛି। ଏହାସହ ପୂର୍ବ...

ଏଲୋନ୍‌ ମୁସ୍କ୍‌ଙ୍କ ବିବାଦୀୟ ଟୁଇଟ୍‌: ଟେସଲାର ୧୫ ଶହ କୋଟି ଡଲାର କ୍ଷତି

ନ୍ୟୁୟର୍କ,୨।୫: ଟେସଲା ଇଲେକ୍ଟ୍ରିକ୍‌ କାର୍‌ କମ୍ପାନୀ ପ୍ରାୟ ୧୫ ଶହ କୋଟି ଡଲାରର କ୍ଷତି ସହିଛି। ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ କାର୍ଯ୍ୟନିବାହୀ ଏଲୋନ୍‌ ମୁସ୍କ୍‌ଙ୍କର...

ମହିଳାଙ୍କ ଅନ୍ତଃବସ୍ତ୍ର ପିନ୍ଧିଲେ ପୁରୁଷ ମଡେଲ୍‌

ବେଜିଂ, ୬। ୩: ଚାଇନାରେ ମହିଳା ଅନ୍ତଃବସ୍ତ୍ର ପିନ୍ଧି ଅନ୍‌ଲାଇନ୍‌ରେ ମଡେଲିଂ କରିବା ନିଷିଦ୍ଧ ହେବା ପରେ ଚାଇନାର ଏକ ଲାଇଭ୍‌ଷ୍ଟିମ୍‌ ଫ୍ୟାଶନ୍‌ କମ୍ପାନୀ ଏ...

୧୫ରେ ବନ୍ଦ ହେବ ଇଣ୍ଟରନେଟ୍‌ ଏକ୍ସପ୍ଲୋରର

ଓ୍ବାଶିଂଟନ୍‌, ୧୩ା୬: ମାଇକ୍ରୋସଫ୍ଟର ସର୍ବପୁରାତନ ବ୍ରାଉଜର ଇଣ୍ଟରନେଟ୍‌ ଏକ୍ସପ୍ଲୋରର (ଆଇଇ) ଦୀର୍ଘ ୨୭ ବର୍ଷ ଧରି ସେବା ପ୍ରଦାନ ପରେ ଆସନ୍ତା ୧୫ ତାରିଖରେ ବନ୍ଦ...

ୟୁକ୍ରେନ ସଙ୍କଟ ବଢ଼ାଇବନି ରୁଷିଆ: ମାକ୍ରଁ

କ୍ୱିଭ୍‌, ୯।୨:  ରୁଷିଆ ଓ ୟୁକ୍ରେନ ମଧ୍ୟରେ ଲାଗି ରହିଥିବା ଉତ୍ତେଜନା ଭିତରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ ଭେଟିଛନ୍ତି।...

ଏଲନ୍‌ ମସ୍କଙ୍କ ତିନି ବର୍ଷୀୟା ସାବତ ଭଉଣୀ

ଓ୍ବାଶିଂଟନ୍‌, ୧୬ା୭: ଟେସ୍‌ଲା ଏବଂ ସ୍ପେସ୍‌ଏକ୍ସ ମାଲିକ ଏଲନ୍‌ ମସ୍କଙ୍କର ଜଣେ ୩ ବର୍ଷୀୟା ଭଉଣୀ ଅଛନ୍ତି। ଏଲନଙ୍କ ୭୬ ବର୍ଷୀୟ ବାପା ଏରୋଲ ମସ୍କଙ୍କ...

କଏନ୍‌-କାଗଜ ଟଙ୍କାରୁ ବ୍ୟାପେ କି କରୋନା ମହାମାରୀ, ଗବେଷକ ଦେଲେ ଏଭଳି ଉତ୍ତର…

ବର୍ଲିନ୍‌,୧।୮: ପୃଥିବୀରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। କେତେକ ଦେଶରେ ଦ୍ପିତୀୟ ଲହର ଥମୁଥିବାବେଳେ କିଛି ଦେଶରେ ତୃତୀୟ ଲହର ଆରମ୍ଭ ହୋଇଛି।...

ଗିଲ୍‌ଗିଟ୍‌-ବଲ୍ଟିସ୍ତାନ ନିର୍ବାଚନ ଫଳାଫଳ ଫିକ୍ସିଂ କରି ସାରିଛନ୍ତି ଇମ୍ରାନ୍‌ ସରକାର

ଖାଇବରପସ୍ତୁନଖ୍ବା,୧୪।୧୧: ଗିଲ୍‌ଗିଟ୍‌-ବଲ୍ଟିସ୍ତାନରେ ହେବାକୁ ଥିବା ନିର୍ବାଚନ ଫଳାଫଳକୁ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ସରକାର ଫିକ୍ସିଂ କରି ସାରିଛନ୍ତି। ଏଠାରେ କେବଳ ନିର୍ବାଚନ ହେବ। କିନ୍ତୁ ଫଳାଫଳ...

Advertisement
Archives

Model This Week