ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ପ୍ରକ୍ରିୟା ଆରମ୍ଭ

ଓ୍ବାଶିଂଟନ,୨୫।୯: ବିଦେଶରୁ ସହାୟତା ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ନିର୍ବାଚନ ଜିତିଥିବା ଅଭିଯୋଗ ହୋଇଛି। ଏନେଇ କଂଗ୍ରେସ ପକ୍ଷରୁ ମହାଭିଯୋଗ ପ୍ରକ୍ରିୟା ଆରମ୍ଭ କରାଯାଇଛି। ତେବେ ଟ୍ରମ୍ପ୍‌ ତାଙ୍କ ଉପରେ ଲାଗିଥିବା ସମସ୍ତ ଅଭିଯୋଗକୁ ଖଣ୍ଡନ କରିଛନ୍ତି। ଟ୍ରମ୍ପ୍‌ ନିଜର ରାଜନୈତିକ କ୍ଷେତ୍ରର ବିରୋଧୀଙ୍କୁ ପରାସ୍ତ କରିବା ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ବ୍ଲାଡ଼ିମୀର୍‌ ଜେଲେଂସ୍କିଙ୍କ ସହାୟତା ନେଇଥିଲେ। ଟ୍ରମ୍ପ୍‌ଙ୍କ ଡେମୋକ୍ରାଟିକ୍‌ ପ୍ରତିଦ୍ୱନ୍ଦ୍ୱୀ ଜୋ, ଓ୍ବାଇଡନ୍‌ ଏବଂ ତାଙ୍କ ପୁଅଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତିଙ୍କ ଉପରେ ଚାପ ପକାଇଥିଲେ। ଏନେଇ ଡେମୋକ୍ରାଟିକ୍‌ ନେତା ନାନ୍ସି ପେଲୋସି କହିଛନ୍ତି ଯେ, ଟ୍ରମ୍ପ ଦେଶର ସାମ୍ବିଧାନିକ ଧାରାର ଉଲ୍ଲଂଘନ କରିଛନ୍ତି। ସୂଚନାଯୋଗ୍ୟ, ଆମେରିକାରେ ବର୍ତ୍ତମାନ ସୁଦ୍ଧା କୌଣସି ରାଷ୍ଟ୍ରପତିଙ୍କୁ ମହାଭିଯୋଗ ଦ୍ୱାରା କ୍ଷମତାଚ୍ୟୁତ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କପିଶାରେ ଜୋର୍‌ଦାର ଲଢ଼େଇ

କାବୁଲ, ୨୯।୮ : ପୂର୍ବତନ ଉପରାଷ୍ଟ୍ରପତି ଅମ୍‌ରୁଲ୍ଲା ସାଲେହଙ୍କ ନେତୃତ୍ୱରେ ପ୍ରତିରୋଧୀ ବାହିନୀ ଆଫଗାନିସ୍ତାନର କପିଶା ପ୍ରଦେଶରେ ତାଲିବାନ ବିରୋଧରେ ଜୋର୍‌ଦାର ଲଢ଼େଇ ଜାରି ରଖିଛି।...

ଚୌବିିନଙ୍କୁ ୨୧ ବର୍ଷ ଜେଲ୍‌

ଓ୍ବାଶିଂଟନ,୯।୭: ଜର୍ଜ ଫ୍ଲଏଡଙ୍କ ହତ୍ୟା ଅଭିଯୋଗରେ ଆମେରିକା ସଂଘୀୟ ଅଦାଲତ ପୂର୍ବତନ ମିନିଆପଲିସି ପୋଲିସ ଅଫିସର ଡେରେକ ଚୌବିନଙ୍କୁ ଶୁକ୍ରବାର ୨୧ ବର୍ଷ ଜେଲ୍‌ ଦଣ୍ଡାଦେଶ...

ଚାଇନାକୁ ପୁଣି ବଡ଼ ଝଟ୍‌କା: ୨୫୦୦ ୟୁଟ୍ୟୁବ୍‌ ଚ୍ୟାନେଲ ଡିଲିଟ୍‌

ଓ୍ବାଶିଂଟନ୍‌, ୬।୮: ଚାଇନାକୁ ପୁଣି ଏକ ବଡ଼ ଝଟ୍‌କା ଲାଗିଛି। ଗୁଗଲ ପକ୍ଷରୁ ଚାଇନାର ୨୫୦୦ ୟୁଟ୍ୟୁବ୍‌ ଚ୍ୟାନେଲ୍‌କୁ ଡିଲିଟ୍‌ କରିଛି। ଏପ୍ରିଲ୍‌ରୁ ଜୁନ୍‌ ମାସ...

ନିଜ ଦେଶରେ ରେଡିଓଆକ୍ଟିଭ୍‌ ଡାର୍ଟି ବୋମା ପକାଇ ପାରେ ୟୁକ୍ରେନ୍‌, ରୁଷିଆର ଅଭିଯୋଗ…

ମସ୍କୋ/କ୍ୱିଭ୍‌,୨୪।୧୦ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଦୁଇ ଦେଶ ମଧ୍ୟରେ ଲଗାତାର ଆରୋପ ପ୍ରତ୍ୟାରୋପ ଜାରି ରହିଛି। ଯୁଦ୍ଧ ବନ୍ଦ କରିବାର...

୪୦ ହଜାରରୁ ଅଧିକ ଆତଙ୍କବାଦୀ ପାକିସ୍ତାନରେ ଲୁଚି ବସିଛନ୍ତି

ଜେନେଭା, ୪।୮: ଭାରତରେ ଆକ୍ରମଣ କରିବା ଲାଗି ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ରଚିଛି। ପାକିସ୍ତାନରେ ଏନେଇ ୪୦ ହଜାରରୁ ଅଧିକ ଆତଙ୍କବାଦୀ ଲୁଚି...

ସ୍ବୀକାର କଲା ପାକିସ୍ତାନ: ୨୬/୧୧ ମୁମ୍ବାଇ ଆକ୍ରମଣରେ ଥିଲେ ୧୧ ଲଶ୍କର ଆତଙ୍କବାଦୀ

ନୂଆଦିଲ୍ଲୀ/ଇସଳାମାବାଦ୍‌,୧୨।୧୧: ମୁମ୍ବାଇରେ ହୋଇଥିବା ୨୬/୧୧ ଆକ୍ରମଣରେ ୧୧ ଜଣ ଲଶ୍କର-ଇ-ତୋଏବା ଆତଙ୍କବାଦୀ ସାମିଲ୍‌ ଥିଲେ। ଏସମ୍ପର୍କରେ ପ୍ରଥମ ଥର ପାଇଁ ପାକିସ୍ତାନ ସ୍ବୀକାର କରିଛି। ଏନେଇ...

ଏକାଥରକେ ହୋଟେଲର ୧୮୦ ରୁମ୍‌ ବୁକ୍‌ କରିନେଲେ ଦମ୍ପତି, କାରଣ ଜାଣିଲେ…

ପୋଲାଣ୍ଡ,୨୩ା୩: ଲୋକେ ହୋଟେଲକୁ ଯାଇ ରାତ୍ରିଯାପନ ପାଇଁ ଗୋଟିଏ କି ଦୁଇଟି ରୁମ୍‌ ବୁକ୍‌ କରିଥାନ୍ତି। କିନ୍ତୁ ପୋଲାଣ୍ଡରେ ରହୁଥିବା ଏକ ଦମ୍ପତି ହୋଟେଲର ୧୮୦ଟି...

ରୁଷି ସୁନକଙ୍କୁ ମିଳିଲା ୧୦୦କଞ୍ଜରଭେଟିଭ ନେତାଙ୍କ ସମର୍ଥନ

ଲଣ୍ଡନ,୨୨।୧୦: ବ୍ରିଟେନରେ ବର୍ତ୍ତମାନ ରାଜନୈତିକ ଅସ୍ଥିରତା ଦେଖାଦେଇଥିବା ବେଳେ ପୁଣିଥରେ ପ୍ରଧାନମନ୍ତ୍ରୀ ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଲିଜ୍‌ ଟ୍ରସଙ୍କ ଇସ୍ତଫା ପରେ ଏହାର...

Advertisement
Archives

Model This Week