Posted inଜାତୀୟ

ଟ୍ରମ୍ପ୍‌ଙ୍କ ଭାରତ ଗସ୍ତ: ରାସ୍ତାକଡ଼ରେ ଲାଗିଲା ହୋଡିଂ

ଅହମଦାବାଦ୍‌,୨୦।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃୟାରୀ ୨୪ରେ ଭାରତ ଗସ୍ତରେ ଆସୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାସ୍ତା କଡ଼ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଟ୍ରମ୍ପ୍‌ଙ୍କ ଫଟୋ ଥିବା ହୋଡିଂ ଲଗାଯାଉଛି। ଅହମଦାବାଦ୍‌ ବିମାନ ବନ୍ଦରଠାରୁ ପ୍ରଥମେ ସାବରମତୀ ଆଶ୍ରମ ଯିବେ। ଏହାପରେ ମୋଟେରା ଷ୍ଟାଡ଼ିୟମ୍‌ରେ ନମସ୍ତେ ଟ୍ରମ୍ପ୍‌ କାର୍ଯ୍ୟକ୍ରମରେ ଯୋଗଦେବେ। ଏନେଇ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ପ୍ରବକ୍ତା ରବିଶ୍‌ କୁମାର ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ଡୋନାଲ୍ଡ୍‌ ଟ୍ରମ୍ପ୍‌ ନାଗରିକ ଅଭିନନ୍ଦନ ସମିତି ପକ୍ଷରୁ ଆୟୋଜିତ ହେଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରେ ଯମରାଜା କରନ୍ତି ସ୍ବର୍ଗ କିମ୍ବା ନର୍କକୁ ଯିବାର ବିଚାର…

ସାଧାରଣରେ ବିଶ୍ୱାସ ରହିଛି ମନ୍ଦିର ବା ଦେବାଦେବୀଙ୍କ ପାଖକୁ ପ୍ରେତାତ୍ମା ଯାଆନ୍ତି ନାହିଁ। ହେଲେ ହିମାଚଳପ୍ରଦେଶର ଚମ୍ବାରେ ରହିଛି ଏଭଳି ମନ୍ଦିର ଯେଉଁଠିକୁ କେବଳ ପ୍ରେତାତ୍ମା...

ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଅରୁଣ ଗୋଏଲ…

ନୂଆଦିଲ୍ଲୀ,୨୧।୧୧ : ପୂର୍ବତନ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଅରୁଣ ଗୋଏଲ ସୋମବାର ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପୂର୍ବରୁ ତାଙ୍କୁ ଶନିବାର...

କେରଳ ରାଜସ୍ବର ଦୁଇଟି ମୁଖ୍ୟ ଉତ୍ସ ଲଟେରୀ-ମଦ, ରାଜ୍ୟମୁଖ୍ୟ ଭାବେ ମୁଁ ଲଜ୍ଜିତ: ରାଜ୍ୟପାଳ…

ଥିରୁଭାନନ୍ତପୁରମ୍‌,୨୨।୧୦ : କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନ ଶନିବାର କହିଛନ୍ତି ଯେ ଡ୍ରଗ୍ସ ରାଜଧାନୀ ପାଲଟିଥିବା ପଞ୍ଜାବର ସ୍ଥାନ ଏବେ କେରଳ ନେବାକୁ ଯାଉଛି।...

ହାର୍‌-ଜିତ୍‌ ପୂର୍ବରୁ କରୋନାରେ ପ୍ରାଣ ହରାଇଲେ କଂଗ୍ରେସ ପ୍ରାର୍ଥୀ

ଚେନ୍ନାଇ,୧୧।୪: ତାମିଲନାଡୁ ବିଧାନସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ମାଧବ ରାଓଙ୍କ ପରଲୋକ ଘଟିଛି। ସେ କରୋନାରେ ପ୍ରାଣ ହରାଇଥିବା କୁହାଯାଉଛି। ରାଓ ଶ୍ରୀବିଲିପୁଥୁର ଆସନରୁ କଂଗ୍ରେସ...

ନୂଆ ମନ୍ତ୍ରୀଙ୍କ ପାଇଁ ‘ଲକ୍ଷ୍ମଣ ରେଖା’ ଟାଣିଲେ ମୋଦି

ନୂଆଦିଲ୍ଲୀ,୮ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟର ସମ୍ପ୍ରସାରଣ ବୁଧବାର ହୋଇଯାଇଛି । ଗୁରୁବାର ନୂଆ ବିଭାଗ ଦାୟିତ୍ୱ ନେଉଥିବା ମନ୍ତ୍ରୀଙ୍କ ପାଇଁ କିନ୍ତୁ ମୋଦି...

ବାପା, ମା’, ଭଉଣୀଙ୍କୁ ହତ୍ୟା କରି ପୋତି ଦେଇଥିଲେ ଘରେ

କୋଲକାତା,୧୯।୬: ବାପା, ମା’, ଭଉଣୀ ଓ ଜେଜେମା’ଙ୍କ ହତ୍ୟା ମାମଲାରେ ପୋଲିସ ଜଣେ ୧୯ ବର୍ଷୀୟ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ(ଅସିଫ)ର ସାନ ଭାଇ ଅରିଫ...

ଅଭାବ ବେଳେ ନଷ୍ଟ ହୋଇଛି ୪୪ ଲକ୍ଷ ଟିକା

ନୂଆଦିଲ୍ଲୀ, ୨୦।୪: ବିଭିନ୍ନ ରାଜ୍ୟରେ କରୋନା ଟିକାର ଅଭାବ ଦେଖାଦେଇଥିବାବେଳେ ସାମ୍ନାକୁ ଆସିଛି ଚିନ୍ତିିତ କଲା ଭଳି ତଥ୍ୟ। ଏପ୍ରିଲ ୧୧ ତାରିଖ ସୁଦ୍ଧା ବିଭିନ୍ନ...

ସନ୍ଦେହ ଜନକ ସ୍ଥିତି, ଉରି ସେକ୍ଟରରେ ସର୍ଚ୍ଚ ଅପରେଶନ୍‌ ଜାରି…

ଶ୍ରୀନଗର,୨୦।୯: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ସନ୍ଦେହ ଜନକ ସ୍ଥିତି ସୃଷ୍ଟି ହୋଇଛି। ନିୟନ୍ତ୍ରଣ ରେଖା ଦେଇ ଅନୁପ୍ରବେଶ ହେଉଥିବାର ଅନୁମାନ ଭାରତୀୟ ସେନା...

Advertisement
Archives

Model This Week