Posted inଜାତୀୟ

ଟ୍ରମ୍ପ୍‌ କ’ଣ ଭଗବାନ; ୭୦ ଲକ୍ଷ ଲୋକ କରିବେ ସ୍ବାଗତ: ଅଧିର ରଞ୍ଜନ

ନୂଆଦିଲ୍ଲୀ,୧୯।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃୟାରୀ ୨୪ରେ ଭାରତ ଗସ୍ତରେ ଆସୁଛନ୍ତି। ଇତିମଧ୍ୟରେ ଟ୍ରମ୍ପ୍‌ଙ୍କର ଏକ ଭିଡ଼ିଓ ଜାରି ହୋଇଛି। ଏଥିରେ ଟ୍ରମ୍ପ୍‌ କହିଛନ୍ତି ଯେ, ଅହମଦାବାଦ୍‌ ବିମାନ ବନ୍ଦରଠାରୁ ମୋଟେରା ଷ୍ଟାଡ଼ିୟମ୍‌ ମଧ୍ୟରେ ତାଙ୍କୁ ୭୦ ଲକ୍ଷରୁ ଅଧିକ ଲୋକ ସ୍ବାଗତ କରିବେ। ଟ୍ରମ୍ପ୍‌ଙ୍କ ଏଭଳି ମନ୍ତବ୍ୟ ନେଇ କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀ କହିଛନ୍ତି ଟ୍ରମ୍ପ୍‌ କ’ଣ ଭଗବାନ ଯେ, ତାଙ୍କୁ ଏତେ ସଂଖ୍ୟକ ଲୋକ ସ୍ବାଗତ କରିବେ। ସେ ନିଜର ଉପକାର ପାଇଁ ଭାରତ ଗସ୍ତରେ ଆସୁଛନ୍ତି। ଏଥିରେ ସାଧାରଣ ଲୋକଙ୍କର କୌଣସି ଲାଭ ହିଁ ହେବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାରେ ଉତ୍ପନ୍ନ ହେବ କରୋନାର ନୂଆ ଭାରିଏଣ୍ଟ, ସତର୍କ ରୁହନ୍ତୁ ଭୟ କରିବାର ଆବଶ୍ୟକତା ନାହିଁ: ବିଶେଷଜ୍ଞ

ବେଙ୍ଗାଲୁରୁ,୨୪ ।୧୨: ଚାଇନାରେ କରୋନା ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି । ରିପୋର୍ଟ ଅନୁଯାୟୀ, ପ୍ରତିଦିନ ଏଠାରେ ଲକ୍ଷ ଲକ୍ଷ ନୂଆ ସଂକ୍ରମିତଙ୍କୁ ଚିହ୍ନଟ...

ବେସରକାରୀ କ୍ଷେତ୍ରରେ ନିଯୁକ୍ତିରେ ୭୫ ପ୍ରତିଶତ ସ୍ଥାନ ସଂରକ୍ଷଣ, ହାଇକୋର୍ଟଙ୍କ ରୋକକୁ ହଟାଇଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୭।୨ : ବେସରକାରୀ କ୍ଷେତ୍ରରେ ସଂରକ୍ଷଣ ପ୍ରସଙ୍ଗରେ ହରିୟାଣା ସରକାରଙ୍କୁ ସୁପ୍ରିମକୋର୍ଟରେ ଆଶ୍ୱସ୍ତି ମିଳିଛି। ସ୍ଥାନୀୟ ଲୋକଙ୍କ ପାଇଁ ୭୫ ପ୍ରତିଶତ ଚାକିରି ସଂରକ୍ଷଣ ପାଇଁ...

ଉତ୍ତେଜନା ଆଶଙ୍କା: ମହାରାଷ୍ଟ୍ରର ଦୁଇ ମନ୍ତ୍ରୀଙ୍କ ବେଲଗାଭି ଗସ୍ତ ବାତିଲ…

ମୁମ୍ବାଇ,୬।୧୨: କର୍ନାଟକ ସହିତ ବଢୁଥିବା ସୀମା ବିବାଦ ମଧ୍ୟରେ ମହାରାଷ୍ଟ୍ରର ଦୁଇଜଣ ମନ୍ତ୍ରୀ ବେଲଗାଭି ଗସ୍ତକୁ ବାତିଲ କରିଛନ୍ତି। ଉତ୍ତୋଜନାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ମନ୍ତ୍ରୀମାନେ...

ହରତାଳରେ ବସିଲେ ୩ ଲକ୍ଷ ଡାକ୍ତର

ନୂଆଦିଲ୍ଲୀ, ୩୧।୭: ନ୍ୟାଶ୍‌ନାଲ ମେଡିକାଲ କାଉଂସିଲ୍‌ ବିଲ୍‌ ୨୦୧୯କୁ ବିରୋଧ କରି ବୁଧବାର ଇଣ୍ଡିଆନ୍‌ ମେଡିକାଲ ଆସୋସିଏସନ୍‌(ଆଇଏମଏ) ପକ୍ଷରୁ ଦେଶବ୍ୟାପୀ ହଡତାଳ ଘୋଷଣା କରାଯାଇଛି। ଏଥିରେ...

ଡିସେମ୍ବର ପାଇଁ ଆସିଲା ଗାଇଡ୍‌ଲାଇନ: ଜାଣନ୍ତୁ କ’ଣ ରହିବ ଖୋଲା, କ’ଣ ରହିବ ବନ୍ଦ

ନୂଆଦିଲ୍ଲୀ: ଡିସେମ୍ବର ପାଇଁ ଗୃହ ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଗାଇଡ୍‌ଲାଇନ ଜାରି କରାଯାଇଛି। କରୋନା ମୁକାବିଲା ପାଇଁ ସୁରକ୍ଷା ଉପରେ ଗାଇଡ୍‌ଲାଇନରେ ଗୁରୁତ୍ୱ ଦିଆଯାଇଛି। କଣ୍ଟେନମେଣ୍ଟ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୫ ଜୀବନ

ଜୟପୁର,୧।୧: ରାଜସ୍ଥାନର ହନୁମାଗଡରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ କାର ଏବଂ ଟ୍ରଲି ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୫ ଜଣଙ୍କର ମୃତ୍ୟୁ...

ଦିଲ୍ଲୀ ମେଟ୍ରୋ, ଡିଟିସି ବସରେ ଠିଆ ହୋଇ କରିପାରିବେ ଯାତ୍ରା

ନୂଆଦିଲ୍ଲୀ,୨୧ ।୧୧: ଦିଲ୍ଲୀ-ଏନ୍‌ସିଆରରେ ବାୟୁ ପ୍ରଦୂଷଣର ସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି । ଘରୋଇ ଯାନବାହାନର ବହୁଳ ବ୍ୟବହାର ଏପଟେ ବାୟୁ ପ୍ରଦୂଷଣକୁ...

ସରକାରୀ ବାବୁଙ୍କ ଅଭାବ: ସଙ୍କଟରେ ମୋଦି ସରକାର,ରାଜ୍ୟର ସହାୟତା ଲୋଡିଲେ…

ନୂଆଦିଲ୍ଲୀ,୯।୬: ଏବେ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଙ୍କଟରେ ପଡ଼ିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସହାୟତା ଲୋଡା ଯାଇଛି। କେନ୍ଦ୍ର ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ...

Advertisement
Archives

Model This Week