Posted inଜାତୀୟ

ଟ୍ରମ୍ପ୍‌ ବୁଲିବେ ତାଜମହଲ: ମଧ୍ୟାହ୍ନଠାରୁ ସାଧାରଣ ଲୋକଙ୍କ ପ୍ରବେଶ ଉପରେ କଟକଣା

ଆଗ୍ରା,୨୦।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତ ଗସ୍ତରେ ଆସୁଛନ୍ତି। ତାଙ୍କର ଭବ୍ୟ ସମ୍ବର୍ଦ୍ଧନା ପାଇଁ ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଉଦ୍ୟମ ଜାରି ରଖିଛନ୍ତି। ଫେବୃୟାରୀ ୨୪ରେ ଟ୍ରମ୍ପ୍‌ ଆଗ୍ରାରେ ସ୍ତ୍ରୀ ମେଲାନିଆ ଟ୍ରମ୍ପ୍‌ ତାଜମହଲ ବୁଲିଯିବେ। ତେଣୁ ସୁରକ୍ଷା ଦୃଷ୍ଟିରୁ ମଧ୍ୟାହ୍ନ ୧୨ଠାରୁ ସାଧାରଣ ଲୋକଙ୍କ ପ୍ରବେଶ ଉପରେ କଟକଣା ଜାରି ହୋଇଛି। ଏନେଇ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ଆଗ୍ରା ଡିଭିଜନ୍‌ର ସୁପରିଟେଣ୍ଡେଣ୍ଟ୍‌ ବସନ୍ତ କୁମାର ସ୍ବର୍ଣ୍ଣକାର ସୂଚନା ଦେଇଛନ୍ତି। ଟ୍ରମ୍ପ୍‌ଙ୍କ ଗସ୍ତ ନେଇ ତାଜମହଲଠାରେ ଅତିରିକ୍ତ ସୁରକ୍ଷାକର୍ମୀଙ୍କୁ ମଧ୍ୟ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ

ଡେରାଡୁନ୍‌,୧୧।୩: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ଧାମି ଶୁକ୍ରବାର ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ନିର୍ବାଚନମଣ୍ଡଳୀ ଖତିମାରୁ ବିଧାନସଭା ନିର୍ବାଚନରେ ହାରିଯିବା ପରେ ଆଜି...

ପେଗାସସ୍‌ ପାଇଁ ଶାନ୍ତିରେ ଶୋଇପାରୁଛନ୍ତି ଲୋକେ

ଜେରୁଜେଲମ, ୨୫ା୭: ଇସ୍ରାଏଲରେ ପ୍ରସ୍ତୁତ୍‌ ସ୍ପାଏଓ୍ବେର ପେଗାସସ୍‌କୁ ନେଇ ବିବାଦ ଥମୁ ନ ଥିବାବେଳେ ଏହାର ନିର୍ମାତା ସାଇବର ସୁରକ୍ଷା କମ୍ପାନୀ ଏନ୍‌ଏସ୍‌ଓ ଗ୍ରୁପ୍‌ ନିଜ...

ଅନୁଚ୍ଛେଦ ୩୭୦ ଜମ୍ମୁ-କଶ୍ମୀରରେ ସୃଷ୍ଟି କରିଛି ଆତଙ୍କବାଦ ପରିବେଶ: ମୋଦି

ଅହମ୍ମଦାବାଦ୍‌,୩୧।୧୦: ଅନୁଚ୍ଛେଦ ୩୭୦ କେବଳ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ପରିବେଶ ସୃଷ୍ଟି କରିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଦେଶର ପ୍ରଥମ ସ୍ବରାଷ୍ଟ୍ରମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ...

ମୁହଁ ଖୋଲିଲେ ନୀତିନ ଗଡ଼କରୀ…

ନୂଆଦିଲ୍ଲୀ, ୧୦।୨ : କର୍ନାଟକର ହିଜାବ ପ୍ରସଙ୍ଗରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀ କହିଛନ୍ତି ଯେ ଆମେ ସମସ୍ତ ଧର୍ମକୁ ସମ୍ମାନ ଦେବା ଏବଂ ସମାଜରେ...

‘ଗୋଟିଏ ଦେଶ, ଗୋଟିଏ ରାଶନ କାର୍ଡ’ ବ୍ୟବସ୍ଥା ଲାଗୁ କରିବେ କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୨୮।୬: ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବ୍ୟବସ୍ଥା ଦେଶରେ ଲାଗୁ କରିବା ପାଇଁ ଆଲୋଚନା ଚାଲିଥିଲାବେଳେ ଏବେ ମୋଦି ସରକାର ‘ଗୋଟିଏ ଦେଶ, ଗୋଟିଏ...

ମୋଦି-ପୁଟିନ ସାକ୍ଷାତ୍‌କାର: ମୋଦି କହିଲେ ବିଶ୍ୱରେ ଅନେକ କିଛି ବଦଳିଛି ହେଲେ ଆମ ବନ୍ଧୁତ୍ୱ ନୁହେଁ

ନୂଆଦିଲ୍ଲୀ,୬ ।୧୨: ଦିଲ୍ଲୀର ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ମଧ୍ୟରେ ସୋମବାର ସାକ୍ଷାତ୍‌କାର ହୋଇଛି । ଏହି...

ଲାଲୁ ଯାଦବ ଗୁରୁତର, ପ୍ରାର୍ଥନା ପାଇଁ ଅନୁରୋଧ କଲେ ରାବ୍ରି…

ପାଟନା, ୭।୭ : ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ସୁପ୍ରିମୋ ଲାଲୁ ଯାଦବଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର। ବିଳମ୍ବିତ ରାତିରେ ତାଙ୍କୁ ଦିଲ୍ଲୀର ଏମ୍ସ୍‌ରେ ଭର୍ତ୍ତି...

ଭାରତ ବନ୍ଦ ଡାକରା ଦେଲା କୃଷକ ସଂଗଠନ

ନୂଆଦିଲ୍ଲୀ,୧୦।୩ : କେନ୍ଦ୍ରର ୩ ବିବାଦୀୟ ଆଇନ ବିରୋଧରେ ଆନ୍ଦୋଳନ କରୁଥିବା କୃଷକ ସଂଗଠନ ଆସନ୍ତା ୨୬ ତାରିଖରେ ଭାରତ ବନ୍ଦ ଡାକରା ଦେଇଛି। ସଂଯୁକ୍ତ...

Advertisement
Archives

Model This Week