ଟ୍ରମ୍ପ କଲେ କରୋନା ଭାଇରସ ଟେଷ୍ଟ

ଓ୍ବାଶିଂଟନ,୧୫।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏହାକୁ ଦେଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ତାଙ୍କର କରୋନା ଭାଇରସ ଟେଷ୍ଟ କରାଇ ନେଇଛନ୍ତି। ତେବେ ତାଙ୍କ ରିପୋର୍ଟ ନେଗେଟିଭ ଆସିଥିବା ଜଣାପଡିଛି। ସୂନଚାଯୋଗ୍ୟ, ଗତ ସପ୍ତାହରେ ଟ୍ରମ୍ପ ବ୍ରାଜିଲ ପ୍ରତିନିଧି ମଣ୍ଡଳଙ୍କ ସହ ସାକ୍ଷାତ୍‌ କରିବା ବେଳେ ସେମାନଙ୍କ ସହ ହାତ ମିଳାଇଥିଲେ। ଏହାପରେ ଜଣାପଡିଥିଲା କି ବ୍ରାଜିଲର ଯେଉଁ ପ୍ରତିନିଧି ମଣ୍ଡଳଙ୍କ ସହ ଟ୍ରମ୍ପ ହାତ ମିଳାଇଛନ୍ତି ସେମାନଙ୍କ ମଧ୍ୟରୁ ଜଣେ କରୋନାରେ ସଂକ୍ରମିତ। ଏହା ଜାଣିବା ପରେ ଟ୍ରମ୍ପ କରୋନା ଟେଷ୍ଟ କରିବାକୁ ନିଷ୍ପତ୍ତି ନେଇଥିଲେ। ଏପର୍ଯ୍ୟନ୍ତ ଆମେରିକାର ୫୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୨,୨୨୬ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସଂକ୍ରମଣ ରହିବ ୨ ବର୍ଷ: ଆମେରିକା ରିପୋର୍ଟ

ଓ୍ବାଶିଂଟନ,୨।୫: କରୋନା ସଂକ୍ରମଣ ଆଗାମୀ ବର୍ଷେରୁ ୨ ବର୍ଷ ପର୍ଯ୍ୟନ୍ତ ରହିବ ବୋଲି ଆମେରିକା କହିଛି। ଆମେରିକାର ସେଣ୍ଟର ଫର୍‌ ଇନଫେକ୍‌ସିୟସ୍‌ ଡିଜିଜ୍‌ ରିସର୍ଚ୍ଚ ଆଣ୍ଡ୍‌...

ଡ୍ରାଗନ୍‌କୁ ଖୁସି କରିବା ପାଇଁ ଇମ୍ରାନ୍‌ କହିଲେ ଏଭଳି…

ଲାହୋର,୩୦।୬: ଚାଇନାକୁ ଖୁସି କରିବା ଲାଗି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ପ୍ରୟାସ ଜାରି ରଖିଛନ୍ତି। ଚାଇନାର କମ୍ୟୁନିଷ୍ଟ ଶାସକଙ୍କ ୧୦୦ ବର୍ଷ ଶାସନ ପୂରଣ...

ସକାଳୁ ଥରିଲା ଆଫଗାନିସ୍ତାନ, ନୂଆ ଆତଙ୍କ ନେଇ ଆତଙ୍କିତ ଲୋକେ…

କାବୁଲ,୧୩।୨ : ସୋମବାର ସକାଳେ ଆଫଗାନିସ୍ତାନର କେତେକ ଅଞ୍ଚଳରେ ଭୂମିକମ୍ପ ଅନୁଭୂତ ହୋଇଥିଲା। ଭୂକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତି କିମ୍ବା ସମ୍ପତ୍ତି ନଷ୍ଟ ହେବାର କୌଣସି...

ଓମିକ୍ରନ୍‌ର ପ୍ରଥମ ଚିତ୍ର ଜାରି, ପରିସ୍ଥିତିକୁ ଦୃଷ୍ଟିରେ ରଖି ନିଜକୁ ପରିବର୍ତ୍ତନ କରିଥାଏ…

ରୋମ/ନୂଆଦିଲ୍ଲୀ,୨୯।୧୧: କରୋନା ମହାମାରୀର ଦକ୍ଷିଣ ଆଫ୍ରିକାରେ ମିଳିଥିବା ନୂଆ ଭାରିଆଣ୍ଟ ଓମିକ୍ରନ୍‌ର ପ୍ରଥମ ଚିତ୍ର ଜାରି କରାଯାଇଛି। କରୋନାର ଅନ୍ୟ ଭାରିଆଣ୍ଟ ତୁଳନାରେ ଓମିକ୍ରନ୍‌ ନିଜକୁ...

ପ୍ରେମ ପାଇଁ ରାଜକାର୍ଯ୍ୟ ଛାଡ଼ିଲେ ପ୍ରିନ୍ସେସ୍‌

ଓସ୍‌ଲୋ ୧୦ା୧୧: ନରଓ୍ବେ ପ୍ରିନ୍ସେସ୍‌ ମାର୍ଥା ଲୁଇସ୍‌ ତାଙ୍କ ପ୍ରେମିକଙ୍କ ପାଇଁ ରାଜକାର୍ଯ୍ୟ ପରିତ୍ୟାଗ କରିଛନ୍ତି। ହଲିଉଡ୍‌ର ଆଧ୍ୟାତ୍ମିକ ଗୁରୁ ଡୁରେକ୍‌ ଭେରେଟ୍‌ଙ୍କ ସହ ୨୧ବର୍ଷୀୟା...

ପୃଥିବୀ ଉପରେ ବିପଦ: ଅକ୍ଟୋବର ୩୧ରେ ଗ୍ରହପିଣ୍ଡ ୨୦୧୯ ୟୁଜେ-୩ ଧକ୍କା ଦେବା ଆଶଙ୍କା

ଓ୍ବାଶିଂଟନ,୨୮।୧୦: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଆସନ୍ତା ଅକ୍ଟୋବର ୩୧ରେ ଗ୍ରହପିଣ୍ଡ ୨୦୧୯ ୟୁଜେ-୩ ପୃଥିବୀ ସହିତ ଧକ୍କା ହେବାର ଆଶଙ୍କା ଥିବା ନାସା...

ଚାଇନା ମତ୍ସ୍ୟଜୀବୀ ବୋଟ୍‌ ବୁଡ଼ିବା ଘଟଣା: ୧୪ ମୃତଦେହ ଉଦ୍ଧାର

କଲମ୍ବୋ,୨୪ା୫: ଶ୍ରୀଲଙ୍କାର ନୌସେନା ସର୍ଚ୍ଚ ଆଣ୍ଡ୍‌ ରେସ୍‌କ୍ୟୁ(ଏସ୍‌ଏଆର୍‌) ସର୍ଚ୍ଚ ଅଭିଯାନ ଆରମ୍ଭ କରିବା ପରେ ବୁଡ଼ିଯାଇଥିବା ଚାଇନା ବୋଟ୍‌ରୁ ୧୪ଟି ମୃତଦେହ ଉଦ୍ଧାର କରାଯାଇଥିବା ଜଣେ...

ଭୋକ ଜ୍ୱାଳାରେ ଆଫ୍‌ଗାନ ଶିଶୁ

କାବୁଲ, ୨୨।୧୧ : ପାଦେ ପାଦେ ବିପଦ। କେତେବେଳେ ବର୍ଷୁଛି ଗୁଳି ତ ଆଉ କେତେବେଳେ ବିସ୍ଫୋରଣ। ସବୁଠି ତ୍ରାହି ତ୍ରାହି ଏବଂ ହା’ ଅନ୍ନର...

Advertisement
Archives

Model This Week