Posted inଜାତୀୟ

ଟ୍ରଷ୍ଟରୁ ବାଦ୍‌ ପଡ଼ିବାରୁ ନୃତ୍ୟଗୋପାଳ କ୍ଷୁବ୍ଧ

ଅଯୋଧ୍ୟା,୮ା୨(ପି.ଟି.): ରାମ ଜନ୍ମଭୂମି ନ୍ୟାସ ଅଧ୍ୟକ୍ଷ ମହନ୍ତ ନୃତ୍ୟଗୋପାଳ ଦାସ ନବଗଠିତ ରାମମନ୍ଦିର ଟ୍ରଷ୍ଟରୁ ବାଦ୍‌ ପଡ଼ିବା ପରେ କ୍ଷୁବ୍ଧ ହୋଇଛନ୍ତି। ତାଙ୍କୁ ମନାଇବା ପାଇଁ ଭାଜପା ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଏଥିପାଇଁ ଭାଜପା ନେତା ତଥା ଅଯୋଧ୍ୟା ବିଧାୟକ ବେଦପ୍ରକାଶ ଗୁପ୍ତା, ମେୟର ଋଷିକେଶ ଉପାଧ୍ୟାୟ ପ୍ରମୁଖ ମନ୍ଦିରକୁ ପଠାଯାଇଥିଲା। ତେବେ ମହନ୍ତ ସେମାନଙ୍କୁ ମନ୍ଦିରରେ ପ୍ରବେଶ କରିବାକୁ ଦେଇ ନ ଥିଲେ। ସ୍ବରାଷ୍ଟ୍ର ମନ୍ତ୍ରଣାଳୟରୁ ମନ୍ଦିର ପରିଚାଳନା ବୋର୍ଡକୁ ଏକ ଫୋନ୍‌ କଲ୍‌ ଯାଇଥିଲା। ପରେ ଗୁପ୍ତା ମହନ୍ତ ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ମଧ୍ୟରେ ଟେଲିଫୋନ କଥାବାର୍ତ୍ତା କରାଇଥିଲେ। ଟ୍ରଷ୍ଟରେ ଖାଲିଥିବା ୩ଟି ପଦବୀରୁ ଗୋଟିଏ ମହନ୍ତ ନୃତ୍ୟଗୋପାଳଙ୍କୁ ଦିଆଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗୀଙ୍କ ଧ୍ରୁବୀକରଣ ରାଜନୀତି

ଲକ୍ଷ୍ନୌ,୨୪ା୧: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ଗାଜିଆବାଦରେ ତାଙ୍କ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ତଥା ସମାଜବାଦୀ ପାର୍ଟି (ଏସ୍‌ପି) ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କୁ ଟାର୍ଗେଟ...

ଲକ୍‌ଡାଉନ ୪.୦: କର୍ନାଟକରେ ଖୋଲା ରହିବ ସବୁ ଦୋକାନ

ବେଙ୍ଗାଲୁରୁ,୧୮।୫: କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ ସୋମବାରଠାରୁ ଲାଗୁ ହୋଇଛି ଲକ୍‌ଡାଉନ ୪.୦। ଏହି ସମୟରେ ନିୟମରେ କିଛିଟା କୋହଳ କରାଯାଇଥିବା ବେଳେ ଏଥିରେ...

ବାପଘରକୁ ଯିବା ପାଇଁ ବାରମ୍ବାର ଜିଦ୍‌ କରୁଥିଲେ ସ୍ତ୍ରୀ, ସ୍ବାମୀ ନେଲେ ଏମିତି ପଦକ୍ଷେପ; ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଜୟପୁର,୧୬ା୮: ରାଜସ୍ଥାନର ବୁଣ୍ଡି ଜିଲାରୁ ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ସ୍ତ୍ରୀ ବାରମ୍ବାର ବାପଘରକୁ ଯିବାକୁ ଜିଦ୍‌ ଧରିବାରୁ କ୍ରୋଧିତ ହୋଇ ଠେଙ୍ଗାରେ...

ଏନ୍‌ଡିଏକୁ ବହୁମତ

ନୂଆଦିଲ୍ଲୀ,୨୦।୫(ଆଇଏଏନ୍‌ଏସ୍‌): ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ସହ ପୁଣିଥରେ କେନ୍ଦ୍ରରେ ସରକାର ଗଠନ କରିବାକୁ ଯାଉଛି। ଏହି କ୍ଷମତାସୀନ ମେଣ୍ଟକୁ...

ଖୁସି ଖବର: ଦେଶରେ କମୁଛି ସଂକ୍ରମଣ ହାର, ଏସବୁ ୭ ରାଜ୍ୟରେ ଏବେ ବି ସ୍ଥିତି ଅସମ୍ଭାଳ

ନୂଆଦିଲ୍ଲୀ, ୨୯।୮: ଦେଶରେ କରୋନା ସଂକ୍ରମଣ ହାର ଗତ ୧୩ ଦିନ ମଧ୍ୟରେ କମିବାରେ ଲାଗିଛି। ଅଗଷ୍ଟ ୧୪ରୁ ୨୭ ମଧ୍ୟରେ ଦେଶରେ କରୋନା ସଂକ୍ରମଣ...

କଠୁଆ ଗଣବଳାତ୍କାର ମାମଲାରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଦୋଷୀ ସାବ୍ୟସ୍ତ

ପଠାନକୋଟ,୧୦।୬: ବହୁ ଚର୍ଚ୍ଚିତ କଠୁଆ ଗଣ ବଳାତ୍କାର ଓ ହତ୍ୟା ମାମଲାରେ ୭ ଜଣଙ୍କ ମଧ୍ୟରୁ ପଠାନକୋଟ କୋର୍ଟ ୬ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।...

ମିମ୍ସ ଉପରେ ପ୍ରତିକ୍ରିୟା ରଖିଲେ ଥରୁର

ନୂଆଦିଲ୍ଲୀ,୮।୪: କଂଗ୍ରେସ ଏମ୍‌ପି ଶଶୀ ଥରୁରଙ୍କ ସହିତ ଲୋକସଭାରେ ସୁପ୍ରିୟା ସୁଲେଙ୍କ ବ୍ୟକ୍ତିଗତ ଆଲୋଚନାର ଭିଡିଓ ଏବେ ସୋସିଆଲ ମିଡିଆରେ ଟପ୍‌ ଟାୟାର ମିମ୍ସ ପାଲଟିଛି।...

‘ଇୟୁ ଏମ୍‌ପିଙ୍କ ଗସ୍ତ କଶ୍ମୀର ପ୍ରସଙ୍ଗକୁ ଆନ୍ତର୍ଜାତିକୀକରଣ କରିବା ପାଇଁ ନୁହେଁ’

ନୂଆଦିଲ୍ଲୀ,୧।୧୧(ପି.ଟି.):ୟୁରୋପୀୟ ସଂଘ (ଇୟୁ)ର ଏମ୍‌ପିମାନଙ୍କ ଜମ୍ମୁ-କଶ୍ମୀର ଗସ୍ତ ଉକ୍ତ ପ୍ରସଙ୍ଗକୁ ଆନ୍ତର୍ଜାତିକୀକରଣ କରାଇବା ଉଦ୍ଦେଶ୍ୟ ଆଦୌ ନୁହେଁ। ସେଥିପାଇଁ ଏଭଳି ପ୍ରତିନିଧି ଦଳ ଆନୁଷ୍ଠାନିକ ଚ୍ୟାନେଲ...

Advertisement
Archives

Model This Week