ଟ୍ରାକ୍ଟରକୁ ଧକ୍କା ଦେଲା ବାଇକ୍‌: ଘଟଣା ସ୍ଥଳରେ ୨ ମୃତ

ରାୟଗଡ଼ା ଅଫିସ,୨୭।୨: ରାୟଗଡ଼ା ଜିଲା ରାୟଗଡ଼ା ବ୍ଳକ କାର୍ଲାକଣା ପଞ୍ଚାୟତ ନୂଆ ଅଙ୍ଗୁର ଗ୍ରାମ ନିକଟରେ ବୁଧବାର ରାତିରେ ଟ୍ରାକ୍ଟରକୁ ଏକ ବାଇକ୍‌ ଧକ୍କା ଦେଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ବୃନ୍ଦାବନ କରକରିଆ ଓ ସଞ୍ଜୟ କରକରିଆ।
ପ୍ରକାଶ ଯେ, ବୃନ୍ଦାବନ ଓ ସଞ୍ଜୟ ବାଇକ୍‌ ଯୋଗେ ଘରକୁ ଫେରୁଥିଲେ। ଅଙ୍ଗୁର ଗ୍ରାମ ନିକଟରେ ଏକ ଟ୍ରାକ୍ଟର ଖରାପ ହୋଇ ରାସ୍ତା କଡ଼ରେ ଥୁଆ ହୋଇଥିଲା ବେଳେ ସେମାନେ ଏହାକୁ ଧକ୍କା ଦେଇଥିଲେ। ଘଟଣା ସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ଶୁକ୍ରବାର ମଧ୍ୟାହ୍ନ ପର୍ଯ୍ୟନ୍ତ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ନାହିଁ। ମୃତଦେହ ବ୍ୟବଚ୍ଛେଦ ପାଇଁ ମଧ୍ୟ ପଠାଯାଇ ନାହିଁ। ଏହାକୁ ନେଇ ପରବାର ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପରେ ବି ବଦଳିନି ଭାଗ୍ୟ: ଗୁଡ଼ାରିରେ ପୋଲ ନଥିବାରୁ ନାଳରେ ବୁହାହେଲେ ରୋଗୀ

ଗୁଡ଼ାରି, ୨୭।୧୦ (ପ୍ରମୋଦ କୁମାର ପତି): ଆଜିର ଆଧୁନିକ ଯୁଗରେ ବି ଗାଁକୁ ରାସ୍ତା ଓ ପୋଲ ନଥିବାରୁ ଜରୁରୀ ସ୍ୱାସ୍ଥ୍ୟସେବାରୁ ବଞ୍ଚିତ ହେଉଛନ୍ତି ଗ୍ରାମବାସୀ। ରାୟଗଡ଼ା…

କାର୍ଯ୍ୟରତ ବିଦ୍ୟୁତ୍ କର୍ମଚାରୀଙ୍କ ଅସୁସ୍ଥତା ପରେ ମୃତ୍ୟୁ: ଟାଟା ପାୱାର ଅଫିସ୍ ଆଗରେ ମୃତଦେହ ରଖି ରାସ୍ତାରୋକ, କ୍ଷତିପୂରଣ ଦାବି

ମାର୍ଶାଘାଇ, ୨୭।୧୦ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଟାଟା ପାୱାର କମ୍ପାନୀର ଫ୍ରାଞ୍ଚାଇଜି ସଂସ୍ଥା ଅଧୀନରେ…

ନଭେମ୍ୱରରେ ଏହି ୪ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ; ମିଳିବ ପ୍ରଚୁର ଧନ, ନୂଆ ଚାକିରିର ଅଫର୍‌

ନଭେମ୍ୱର ମାସର ଆରମ୍ଭରେ ବୃହସ୍ପତି ସିଂହ ରାଶିରେ ବିରାଜମାନ ରହିବେ। ଏହା ସହିତ ଶୁକ୍ର ବକ୍ରୀ ହୋଇ କନ୍ୟା ରାଶିକୁ ଗୋଚର କରିବା ଏବଂ ବୁଧ ତୁଳା…

୩୦ ପରେ ଖୋଲିବ କଳିଙ୍ଗା ଘାଟି ରାସ୍ତା: ବାତ୍ୟା ଭୟ ମଧ୍ୟରେ ଆଶ୍ରୟସ୍ଥଳୀରେ ଲୋକଙ୍କୁ ଖାଦ୍ୟ ପରଶିଲେ ଉପଜିଲାପାଳ

ଭଞ୍ଜନଗର, ୨୭।୧୦(ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ଏବଂ ପ୍ରବଳ ବର୍ଷାଜନିତ ଭୂସ୍ଖଳନ ଆଶଙ୍କାକୁ ଦୃଷ୍ଟିରେ ରଖି ଗଞ୍ଜାମ ଓ କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟି ରାସ୍ତା…

ମିଶନ ଶକ୍ତି ଓ ଓଡ଼ିଶା ରାଇଜିଂ ଫାଉଣ୍ଡେସନ ମଧ୍ୟରେ MOU: କଳାହାଣ୍ଡିର ଏସଏଚଜି ମହିଳା ପାଇବେ ଆର୍ଥିକ ସାକ୍ଷରତା ପ୍ରଶିକ୍ଷଣ

ଭବାନୀପାଟଣା, ୨୭/୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସ୍ୱୟଂ ସହାୟକ ଗୋଷ୍ଠୀ (SHG) ମହିଳାମାନଙ୍କୁ ଆର୍ଥିକ ସ୍ତରରେ ସଶକ୍ତ ଓ ସାକ୍ଷର କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ…

ବାତ୍ୟା ‘ଅର୍ଣ୍ଣବ’ ସତର୍କତା: ଗୁଡ଼ାରି ‘ମା’ ଗୃହ’ରେ ୧୯ ଗର୍ଭବତୀ, ପ୍ରଶାସନର ‘ଜିରୋ କାଜୁଆଲଟି’…

ଗୁଡ଼ାରି, ୨୭।୧୦(ପ୍ରମୋଦ କୁମାର ପତି): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରକୋପକୁ ଦୃଷ୍ଟିରେ ରଖି ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବ୍ୟାପକ…

ଥାନା CUG ନମ୍ବର ଲୁଚାଇଲେ ହେବ କାର୍ଯ୍ୟାନୁଷ୍ଠାନ! ସାର୍ବଜନୀନ କରିବାକୁ ପୋଲିସ୍ HQରୁ କଡ଼ା ନିର୍ଦ୍ଦେଶ

କଟକ ସଦର, ୨୭/୧୦ (ସୁଶାନ୍ତ କୁମାର ଜେନା): ରାଜ୍ୟର ବିଭିନ୍ନ ଥାନାରେ ଥିବା BSNL ଲ୍ୟାଣ୍ଡଫୋନ୍ ଲାଇନ୍‌ଗୁଡ଼ିକ ଅଚଳ ହୋଇପଡ଼ିଥିବାରୁ, ଜରୁରୀ ସେବା ଓ ପୋଲିସ୍ ସହାୟତା…

ଏକମାତ୍ର ବିଜ୍ଞାନ ଶିକ୍ଷକଙ୍କ ବଦଳି ପ୍ରତିବାଦ: ମେଣ୍ଢିପାଲି ସ୍କୁଲରେ ତାଲା, ଛାତ୍ରଛାତ୍ରୀଙ୍କ ସହ ଧାରଣାରେ ଗ୍ରାମବାସୀ

ଦେବଗଡ଼, ୨୭।୧୦(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟାଳୟରେ ଥିବା ଏକମାତ୍ର ବିଜ୍ଞାନ ଶିକ୍ଷକଙ୍କ ବଦଳିକୁ ନେଇ ଅସନ୍ତୋଷ। ତାଙ୍କ ସ୍ଥାନରେ ଅନ୍ୟ କୌଣସି ବିଜ୍ଞାନ ଶିକ୍ଷକଙ୍କୁ ନିଯୁକ୍ତି ନଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?