ଟ୍ରାକ୍ଟର ଓଲଟି ଡ୍ରାଇଭର ମୃତ

ବଇଣ୍ଡା,୧୭।୧୧(ଡି.ଏନ୍‌.ଏ.)-କିଶୋରନଗର ବ୍ଲକ ହଣ୍ଡପା ଥାନା କଟରଙ୍ଗା ଗ୍ରାମରେ ଶୁକ୍ରବାର ରାତିରେ ଏକ ଟ୍ରାକ୍ଟର ଓଲଟି ପଡ଼ିଛି। ଏଥିରେ ଟ୍ରାକ୍ଟର ଚାଳକ ପାପସରା ଗ୍ରାମର ଲମ୍ବୋଦର ପ୍ରଧାନଙ୍କ ମୃତ୍ୟୁ ହୋଇଛି। ପୋଲିସ କହିଛି, ଏକ ଟ୍ରାକ୍ଟର (ନଂ.ଓଡ଼ି୧୯ଇ୭୫୦୧) କଟରଙ୍ଗା ଅଭିମୁଖେ ଆସୁଥିବାବେଳେ ଚାଳକ ଭାରସାମ୍ୟ ହରାଇ ପଡ଼ିବାରୁ ରାସ୍ତାକଡ଼କୁ ଓଲଟି ପଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଲମ୍ବୋଦର ଗୁରୁତର ହୋଇଥିଲେ। ତାଙ୍କୁ ଉଦ୍ଧାର କରାଯାଇ ହଣ୍ଡପା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଛି। ପୋଲିସ ମୃତଦେହ ଜବତ କରି ତଦନ୍ତ ଚଳାଇଛି। ଏ ନେଇ ନଂ. ୨୦୪/୧୯ରେ ଏକ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

“ଆଟ୍ ହୋମ୍” କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଅଜିତ ସେଠୀ

ଛତ୍ରପୁର,୧୩|୮(ଦିଲ୍ଲୀପ ସାମଲ / ଦ୍ଵାରିକା ପଟନାୟକ): ଆଗାମୀ ସ୍ୱାଧୀନତା ଦିବସ ଅବସରରେ ରାଜଭବନ ତଥା ଲୋକ ସେବା ଭବନରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର “ଆଟ୍ ହୋମ୍”…

ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ ସହ ଲୁଟ୍, ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୩|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ କରିବା ସହ ୨୨୦୦…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଥୁଆମୂଳ ରାମପୁର ବ୍ଲକ୍‌ରେ ଘରେ ଘରେ ତ୍ରିରଙ୍ଗା ପଦଯାତ୍ରା; ୧୦୦ ଫୁଟ୍‌ର ତ୍ରିରଙ୍ଗା ପାଲଟିଲା ମୁଖ୍ୟ ଆକର୍ଷଣ

ଥୁଆମୂଳ ରାମପୁର,୧୩।୮(ଦୁର୍ଗା କୀର୍ତ୍ତି): ୮୦ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ପକ୍ଷରୁ ଗୁରୁବାର ‘ଘରେ ଘରେ ତ୍ରିରଙ୍ଗା’…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri