ଟ୍ରାକ୍ଟର ଓଲଟି ଶ୍ରମିକ ମୃତ

କ.ନୂଆଗଁା,୨୪ା୭(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ସାରଙ୍ଗ ଗଡ଼ ଥାନା ଅଞ୍ଚଳରେ ବୁଧବାର ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବନେଗଁାର ଜମ୍ବେବ ପ୍ରଧାନ (୨୦)। ଟ୍ରାକ୍ଟରଟି ଗୋଡ଼ି ନେଇ ଗୁଟିଙ୍ଗିଆ ଅଭିମୁଖେ ଯାଉଥିବା ବେଳେ କାଣିବିଡ଼ିକାଠାରେ ଓଲଟିପଡ଼ିଥିଲା। ଏଥିରେ ବସିଥିବା ଜମ୍ବେବ ଗୁରୁତର ହୋଇଥିଲେ। ତାଙ୍କୁ ସାରଙ୍ଗଗଡ଼ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ସାରଙ୍ଗଗଡ଼ ଥାନାରେ ନଂ.୪୮/୧୯ରେ ମାମଲା ରୁଜୁ ହୋଇଥିବା ଓଆଇସି ରଶ୍ମିତା ସାମଲ କହିଛନ୍ତି। ମୃତକଙ୍କ ପରିବାର ପକ୍ଷରୁ ସରକାରୀ ସହାୟତା ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେଲ୍‌ ମାରିଲା ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୧୭ା୩(ବ୍ୟୁରୋ): ଧାନ ପ୍ରସଙ୍ଗ ଆଲୋଚନା ହେଉ। ମଣ୍ଡିରୁ ଚାଷୀଙ୍କର ଧାନ ଉଠାଇବାକୁ ସରକାର ପ୍ରତିଶ୍ରୁତି ଦିଅନ୍ତୁ। ତା’ ପରେ ବିଧାନସଭା ଚାଲିବ। ବିଧାନସଭାରେ ଆତ୍ମହତ୍ୟା ଉଦ୍ୟମ...

୯ରେ କ୍ୟାବିନେଟ୍‌

ଭୁବନେଶ୍ୱର,୭ା୩(ବ୍ୟୁରୋ):ଆସନ୍ତା ୯ ତାରିଖରେ ଲୋକସେବା ଭବନଠାରେ ଅପରାହ୍ନ ୫ଟା ୪୫ ମିନିଟ୍‌ରେ ରାଜ୍ୟ କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ...

ଅଯୋଧ୍ୟା ରାୟକୁ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ବିରୋଧ: ‘ସୁପ୍ରିମକୋର୍ଟଙ୍କ ରାୟ ଦେଶ ପାଇଁ ବିପଜ୍ଜନକ’

ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ):  ବହୁଚର୍ଚ୍ଚିତ ଅଯୋଧ୍ୟା ବିବାଦର ସୁପ୍ରିମକୋର୍ଟଙ୍କ ରାୟ ଉପରେ ସୋମବାର ପ୍ରଥମଥର ପାଇଁ ମନ୍ତବ୍ୟ ରଖିଛନ୍ତି ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ। ସୁପ୍ରିମକୋର୍ଟଙ୍କ ରାୟକୁ...

ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ଅଫିସ୍‌ରେ ତାଲା

ପୁରୁଣା ଭୁବନେଶ୍ୱର,୩୧ା୧୦ (ଡି.ଏନ.ଏ.): ଶ୍ରୀଲିଙ୍ଗରଜ ମନ୍ଦିର ଟ୍ରଷ୍ଟ ବୋର୍ଡ଼ କାର୍ଯ୍ୟାଳୟରେ ବୁଧବାର ହଠାତ୍‌ ପୂର୍ବାହ୍ନ ୧୦ଟାରେ କେତେଜଣ ସେବାୟତ ପହଞ୍ଚତ୍ଥିଲେ। କାର୍ଯ୍ୟରତ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଦୀପ...

ବିପର୍ଯ୍ୟସ୍ତ ରାସ୍ତା: ଅଧକିମି ଚାଲି ଚାଲି ଆସିଲେ ଗର୍ଭବତୀ

କେଗାଁ, ୩ା୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ କେଗାଁ ପଞ୍ଚାୟତ ଅନ୍ତର୍ଗତ ସାନଚେର କର୍ଲାପଡା ଗଁା ରାସ୍ତା ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। ଏଥିଯୋଗୁ ଗାଁକୁ ଆମ୍ବୁଲାନ୍ସ...

ବିଧାନସଭା ଆଗରେ ୩ ଚାଷୀଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): କଡ଼ା ସୁରକ୍ଷା ବଳୟ ଭେଦ କରି ବିଧାନସଭା ଆଗରେ ପୁଣି ଆତ୍ମାହୁତି ଉଦ୍ୟମ। ଗତ ମଙ୍ଗଳବାର ନୟାଗଡ଼ ପରୀ ହତ୍ୟା ମାମଲାରେ ତାଙ୍କ ବାପା...

ନିୟମ ଉଲ୍ଲଘଂନ, ୩ ଦୋକାନୀଙ୍କୁ ଜରିମାନା

ବୁଗୁଡ଼ା,୮ା୫(ଡି.ଏନ.ଏ.)- ଗଞ୍ଜାମ ଜିଲାକୁ ରୋଡ୍‌ଜୋନ ଘୋଷଣା କରାଯାଇଛି। ଏଭରି ପରିସ୍ଥିତିରେ କେତେକ ଦୋକାନ ୭ ଘଣ୍ଟାରୁ ୧୨ ଘଣ୍ଟା ପର୍ଯ୍ୟନ୍ତ ଖୋଲିବା କଥା। କିନ୍ତୁ ଏହି...

ରଥଯାତ୍ରା ଦାୟିତ୍ୱରେ ୮୧ ମାଜିଷ୍ଟ୍ରେଟ୍‌

ପୁରୀ ଅଫିସ,୧୯।୬: ରଥଯାତ୍ରା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶାନ୍ତିଶୃଙ୍ଖଳା ରକ୍ଷା ସହ ସୁଚାରୁରୂପେ ରଥଯାତ୍ରା ସମ୍ପନ୍ନ କରାଇବାକୁ ୮୧ଜଣ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ରହିବେ। ଏମାନେ...

Advertisement
Archives

Model This Week