ଟ୍ରାକ୍ଟର ଧକ୍କାରେ ନାବାଳକ ଶ୍ରମିକ ମୃତ: ଗାଁରେ ଉତ୍ତେଜନା, କ୍ଷତିପୂରଣ ଦାବିରେ ମୃତଦେହ ଛାଡୁ ନାହାନ୍ତି ପରିବାରଲୋକେ

ପାଟଣା,୧୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଡେଣୁଆଁ ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଟ୍ରାକ୍ଟର ଧକ୍କାରେ ଜଣେ ନାବାଳକ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶଶୀ ମୁଣ୍ଡାଙ୍କ ପୁଅ ଭିମ(୧୫)। ଏହାକୁ ନେଇ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ପରିବାର ଲୋକେ ଓ ଗ୍ରାମବାସୀ କ୍ଷତିପୂରଣ ଦାବି କରିଛନ୍ତି। ଏ ନେଇ ସେମାନେ ଶନିବାର ମୃତଦେହ ବ୍ୟବଚ୍ଛେଦ ପାଇଁ ଦେଉ ନାହାନ୍ତି। ଫଳରେ ଚାପା ଉତ୍ତେଜନା ଦେଖାଦେଇଛି। ଘଟଣା ସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସିସି କ୍ୟାମେରା ଲଗାଇବାରେ ବିଳମ୍ବ

ଛତ୍ରପୁର,୩୧ା୧୦(ଡି.ଏନ.ଏ)-ଗଞ୍ଜାମ ଜିଲା ସଡ଼କ ସୁରକ୍ଷା କମିଟିର ଏକ ବୈଠକ ବୁଧବାର ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା...

ମୁମ୍ବାଇରୁ ଗଜପତିକୁ ୩ ଟ୍ରକ୍‌ରେ ଫେରୁଛନ୍ତି ପ୍ରବାସୀ

ପାରଳାଖେମୁଣ୍ଡି, ୧୪ା୫ (ସ୍ବ.ପ୍ର.)- ମହାରାଷ୍ଟ୍ରର ନଭି ମୁମ୍ବାଇରୁ ଗଜପତି ଜିଲାକୁ ଟ୍ରକ୍‌ ଯୋଗେ ୧୫୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆ ଶ୍ରମିକ ଫେରୁଥିବା ଜଣାପଡିଛି ା ଏମାନଙ୍କ...

କର୍ମଚାରୀଙ୍କ ଘରୁ ନଗଦ ଟଙ୍କା, ସୁନା ଅଳଙ୍କାର ଚୋରି

ଯୋଡ଼ା, ୧୧।୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ବନେଇକଳା ବସ୍ତିରେ ଭଡା ଘରେ ରହୁଥିବା ଜଣେ କମ୍ପାନୀ କର୍ମଚାରୀଙ୍କ ଘରୁ ନଗଦ ଟଙ୍କା ଓ ସୁନା...

ଛେଳିଗଡ ଜଳସେଚନ ପ୍ରକଳ୍ପ ବିସ୍ଥାପନ କଲୋନୀ, ଚିହ୍ନଟ ଜମିରେ ଚାରା ରୋପଣ କଲେ ଜିଲାପାଳ, ଏସପି

ଦିଗପହଣ୍ଡି,୨୬।୮(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡା ପଞ୍ଚାୟତ ବବୁଲିବନ୍ଧ ମୌଜା ବାଲିପାଟ ଗାଁ ନିକଟରେ ଛେଳିଗଡ ଜଳ ସେଚନ ପ୍ରକଳ୍ପ ବିସ୍ଥାପିତଙ୍କ ପାଇଁ ଚିହ୍ନଟ ହୋଇଛି। ଏହି...

ରୋଗ ପ୍ରତିରୋଧ ପାଇଁ ପିଲାଙ୍କୁ ମଦ ଦିଆଯିବା ଚର୍ଚ୍ଚା

ମାଲକାନଗିରି,୨୨ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ସମସ୍ତେ ଚିନ୍ତିତ ଥିବା ବେଳେ ପଡ଼ିଆ ବ୍ଲକ ପରସନପାଲି...

ବିନୋଦିନୀ ଚିଟ୍‌ଫଣ୍ଡ ସଂସ୍ଥାର ୧୦କୋଟି ଠକେଇ: ଏସ୍‌ଡିପିଓଙ୍କ ଦ୍ୱାରସ୍ତ ହେଲେ ଜମାକାରୀ

ବ୍ରହ୍ମପୁର ଅଫିସ,୬ା୧୧-ଚିଟଫଣ୍ଡ ସଂସ୍ଥାଗୁଡିକ ଗଞ୍ଜାମ ଜିଲାର ହଜାର ହାଜର ଜମାକାରୀଙ୍କ କୋଟି କୋଟି ଟଙ୍କା ଠକି ନେଇଯାଇଛନ୍ତି। ବୈଦ୍ୟନାଥପୁର ଥାନା ଅଯୋଧ୍ୟାନଗର ପ୍ରଥମ ଲେନ୍‌ରେ ଖୋଲିଥିବା...

ଜାତୀୟ ଚକ୍ଷୁଦାନ ପକ୍ଷ: ମଣିଷର ମୃତ୍ୟୁ ହୁଏ, ମାତ୍ର ଚକ୍ଷୁର ନୁହେଁ

ବ୍ରହ୍ମପୁର ଅଫିସ,୪।୯: ମଣିଷର ମୃତ୍ୟୁ ହୁଏ, ମାତ୍ର ଚକ୍ଷୁର ନୁହେଁ। ମୃତ୍ୟୁର ୪ ରୁ ୬ ଘଣ୍ଟା ପର୍ଯ୍ୟନ୍ତ ଚକ୍ଷୁ ଜୀବିତ ଥାଏ। ଏହାକୁ ଅନ୍ୟ...

କର୍ମରେ ସାହସ ଦେଖାଏ ବାଟ

ଧାମନଗର,୧୧।୧୨(ଡି.ଏନ.ଏ.)- ସାହସ ଓ ମନୋବଳ ରଖି କାର୍ଯ୍ୟ କଲେ କାହାରି ପେଟ ଅପୋଷା ରହିବ ନାହିଁ ା କୃଷି ବ୍ୟତୀତ ଆନୁଷଙ୍ଗିକ କୃଷି କିମ୍ବା ପ୍ରାଣୀଧନ...

Coronavirus Update

Archives

Model This Week

Why Dharitri