Posted inଜାତୀୟ

ଟ୍ରାଫିକରେ ଫଶିଲେ କ୍ରିୟୁ ମେମ୍ବର: ବିମାନ ସେବା ପ୍ରଭାବିତ

ନୂଆଦିଲ୍ଲୀ,୧୯।୧୨: ସାରା ଦେଶରେ ଗୁରୁବାର ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ ରାଜଧାନୀ ଦିଲ୍ଲୀରେ ସ୍ଥିତି ଅସମ୍ଭାଳ ହୋଇପଡିଛି। ଏଠାରେ ଅଧିକାଂଶ ସ୍ଥାନରେ ଟ୍ରାଫିକ ଜାମ୍‌ ହେବା ଫଳରେ ସାଧାରଣ ଜୀବନଯାତ୍ରା ଉପରେ ଏହାର ପ୍ରଭାବ ପଡିଛି। ଏମିତିକି ପ୍ରଦର୍ଶନକାରୀଙ୍କୁ ଦେଖି ଲାଲ କିଲା ଅଞ୍ଚଳରେ ୧୪୪ ଧାରା ମଧ୍ୟ ଜାରି କରାଯାଇଛି। ଏହାସହ ଦିଲ୍ଲୀ-ଗୁରୁଗ୍ରାମ ଏକ୍ସପ୍ରେସ୍‌ ଓ୍ବେରେ ବାରିକେଡ କରିଛି ପୋଲିସ। ଫଳରେ ଟ୍ରାଫିକ ଜାମ୍‌ ସମସ୍ୟା ଉପୁଜିଛି। ଅଧିକାଂଶ ଟ୍ରାଫିକରେ କିଛି ବିମାନର କ୍ରିୟୁ ମେମ୍ବର ଫସିଯିବା କାରଣରୁ ଠିକ୍‌ ସମୟରେ ବିମାନ ବନ୍ଦରରେ ପହଞ୍ଚିପାରି ନାହାନ୍ତି। ତେଣୁ କିଛି ବିମାନ ବିଳମ୍ବରେ ଉଡିଛି ଓ କିଛି ବିମାନର ଉଡାଣକୁ ରଦ୍ଦ କରି ଦିଆଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକର ପ୍ରତି ଏତେ କୋଟି ଟଙ୍କା ଦାବି କଲେ ଗ୍ରାମବାସୀ, ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ…

ପାଟଣା,୧୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ସକାଳ ୯ଟାରେ ଚେମଣା ପଞ୍ଚାୟତ ବଳିଆ ପଶି…

ରାଘବ ଚଢାଙ୍କୁ ପୁଣି ଆଉ ଏକ ଝଟ୍‌କା, ପଞ୍ଜାବ ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୫।୪: ଆମ ଆଦମୀ ପାର୍ଟି ନେତା ଏବଂ ରାଜ୍ୟ ସଭାର ଉପନେତା ଅଶୋକ ମିତ୍ତଲଙ୍କ ଘର ଏବଂ କାର୍ଯ୍ୟାଳୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଚଢାଉ ମଧ୍ୟରେ, ପଞ୍ଜାବ…

ଡିଜେ ବଜେଇ ପ୍ରସେଶନ କରିବାରୁ ୨ ସାହି ମଧ୍ୟରେ ମାରପିଟ: ୧୫ ରୁ ଊର୍ଦ୍ଧ୍ୱ ଆହତ

ଆନନ୍ଦପୁର,୧୫।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ କେଶଦୁରାପାଳ ଗାଁରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ କଣ୍ଟାଫୋଡା…

ପବନ ଖେରାଙ୍କୁ ବଡ଼ ଝଟ୍‌କା: ଆଗୁଆ ଜାମିନ ଆଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୪: କଂଗ୍ରେସ ନେତା ପବନ ଖେରାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ଲାଗିଛି। ସୁପ୍ରିମକୋର୍ଟ ତେଲଙ୍ଗାନା ହାଇକୋର୍ଟଙ୍କ ଅନ୍ତରୀଣ ଜାମିନ ପ୍ରଦାନ ଆଦେଶ ଉପରେ ସ୍ଥଗିତାଦେଶ ଲଗାଇଛନ୍ତି। କୋର୍ଟ…

ଜଗା ଦର୍ଶନ କରି ଫେରୁଥିଲେ ହେଲା ଦୁର୍ଘଟଣା: ଶେଷରେ ଆଖିବୁଜିଲେ…

ପାରଳାଖେମୁଣ୍ଡି, ୧୫ା୪(ଗିରିଧାରୀ ପରିଚ୍ଛା): ଆନ୍ଧ୍ର ପ୍ରଦେଶର ପଲାସା ସହର ନିକଟରେ ଗତ ୯ ଦିନ ତଳେ ଘଟିଥିବା ସଡକ ଦୁର୍ଘଟଣାରେ ଚିକିତ୍ସିତ ହେଉଥିବା ଗଜପତି ଜିଲା ସଦର…

ଯୁଦ୍ଧ ମଧ୍ୟରେ ଟ୍ରମ୍ପକୁ ଅପମାନିତ କଲା ଏହି ମୁସଲିମ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାମ୍ନାରେ ଲଜ୍ଜା କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ୟୁରୋପୀୟ ଦେଶଗୁଡ଼ିକ ଗ୍ରୀନଲ୍ୟାଣ୍ଡର ତାଙ୍କ…

ସ୍କର୍ପିଓ ଗାଡ଼ିରେ ଚାଲାଣ ହେଉଥିଲା ଗଞ୍ଜେଇ, ବାଟରେ ଛକି ରହିଥିଲା ପୋଲିସ, ଫେରାର୍‌ ଉଦ୍ୟମବେଳେ…

ବଲାଙ୍ଗୀର ୧୫।୪ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏନଏଚ ୫୭ ସୋନପୁର ବଲାଙ୍ଗୀର ପୁଇନ୍ତଳା ବାଏପାସ ରାସ୍ତା ନିକଟରେ ବୁଧବାର ଏକ ଗଞ୍ଜେଇ ଭର୍ତ୍ତି ସ୍କର୍ପିଓ ଗାଡ଼ିକୁ…

ଲଜ୍ଜାଜନକ ରେକର୍ଡ କଲା KKR: IPL ଇତିହାସରେ ଯାହା କେବେ ଘଟି ନ ଥିଲା…

ନୂଆଦିଲ୍ଲୀ,୧୫।୪: IPL 2026ର ୨୨ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ (KKR) ଚେନ୍ନାଇ ସୁପର କିଙ୍ଗ୍ସ (CSK) ବିପକ୍ଷରେ ୩୨ ରନରେ ପରାଜୟ ବରଣ କରିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri