ଟ୍ରାଫିକ୍‌ ସଂଯୋଜକ ସମ୍ମାନିତ

ଅତାବିରା,୧୩।୭(ଡି.ଏନ୍‌.ଏ): ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ସହରାଞ୍ଚଳର ଜନସାଧାରଣଙ୍କୁ ଦୁର୍ଘଟଣାରୁ ବର୍ତ୍ତିବା ପାଇଁ ୨୦୧୪ରୁ ଟ୍ରାଫିକ୍‌ ଜନ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରିଥିବା ପଶ୍ଚିମ ଓଡିଶା ଟ୍ରାଫିକ୍‌ ସଚେତନତା ସଂଯୋଜକଙ୍କୁ ସମ୍ମାନିତ କରାଯାଇଛି। ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଓ ବାହୁଡାରେ ପୁରୀର ଜନସାଧାରଣଙ୍କୁ ସଚେତନ କରିବା ସହ ଟ୍ରାଫିକ୍‌ ନିୟନ୍ତ୍ରଣରେ ସହଯୋଗ କରିଥିବା ସଂଯୋଜକ ପଦ୍ମଲୋଚନ ଭୋରା ସାଗରଙ୍କୁ ପୋଲିସ ଆଇଜି ଆଇପିଏସ୍‌ ଅମିତାଭ ଠାକୁର ସମ୍ମାନିତ କରିଛନ୍ତି। ଏହି ଅବସରରେ କଟକ କ୍ରାଇମବ୍ରାଞ୍ଚ ଏସ୍‌ପି ଏମ୍‌.ସି. ସମ୍ପଦ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇନଫୋସିଟି ନାବାଳିକା ଗଣବଳାତ୍କାର ମାମଲା: ୪ ଗିରଫ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ) ଭୁବନେଶ୍ବର ଇନଫୋସିଟି ନାବାଳିକା ଗଣବଳାତ୍କାର ମାମଲାରେ ସୋମବାର ୪ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଗିରଫ ଚାରିଜଣ ହେଲେ ଅନିରୁଦ୍ଧ ପଣ୍ତା, କୃଷ୍ଣ ବେହେରା,...

ଆର୍ମି ନିଯୁକ୍ତି ପାଇଁ ଆସି ହଟହଟା: ଫୁଟ୍‌ପାଥରେ ରାତି କଟାଉଛନ୍ତି ପରୀକ୍ଷାର୍ଥୀ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ସୋମବାର ମଧ୍ୟାହ୍ନ। ସ୍ଥାନ ରବୀନ୍ଦ୍ର ମଣ୍ଡପ ଛକରୁ ୧୨୦ ବାଟାଲିୟନ ରାସ୍ତା। ବିହାରର ଆଶିଷ କୁମାର ଏମ୍‌ଏଲ୍‌ଏ କ୍ୱାର୍ଟର୍ସ ସାମ୍ନା ଫୁଟ୍‌ପାଥରେ ମନସ୍ତାପରେ ବସିଥିଲେ।...

କ୍ୱାରେଣ୍ଟିନ୍‌ ସେଣ୍ଟରରୁ ୩୪ ପ୍ରବାସୀ ଫେରାର

ସାରସକଣା,୨।୫: ମୟୂରଭଞ୍ଜ ଜିଲା ଝାରପୋଖରିଆ ସ୍ଥିତ ସୀମାନ୍ତ ମହାବିଦ୍ୟାଳୟ କ୍ୱାରେଣ୍ଟିନ୍‌ ସେଣ୍ଟରରୁ ୩୪ ପ୍ରବାସୀ ଫେରାର ହୋଇଯାଇଛନ୍ତି। ଏନେଇ ସାରସକଣା ବିଡ଼ିଓ ସଂଗ୍ରାମ କେଶରୀ ଭୋଳ...

ପଥରରେ ଛେଚି ସାଙ୍ଗକୁ ହତ୍ୟା କଲା ସାଙ୍ଗ

ଜୟପୁର, ୨୧ା୨: ଜୟପୁର ସହରରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଜୟପୁର ଗୌଡସାହି ନିକଟସ୍ଥ ମାଳିସାହିର ଚନ୍ଦ୍ର ପରଜା। ମିଳିଥିବା...

ବାତ୍ୟା ‘ଅମ୍ଫନ୍‌’ ପ୍ରଭାବ: ଭଦ୍ରକରେ ବଢୁଛି ପବନର ବେଗ, ୧୩ ହଜାର ଲୋକଙ୍କୁ ସ୍ଥାନାନ୍ତର କଲାଣି ପ୍ରଶାସନ

ଭଦ୍ରକ ଅଫିସ,୨୦।୫- ଉପକୂଳ ଅତିକ୍ରମ କରୁଛି ବାତ୍ୟା ‘ଅମ୍ଫନ୍‌’। ଏହାର ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲାରେ ଝଡ଼ବର୍ଷା ଲାଗି ରହିଛି। ଭଦ୍ରକ ଜିଲାରେ ମଧ୍ୟ ଧିରେ...

ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅଭିଜ୍ଞଙ୍କୁ ଆମନ୍ତ୍ରଣ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୮ା୩(ବ୍ୟୁରୋ): କରୋନା ସଂକ୍ରମଣ ମାନବ ସଭ୍ୟତା ପାଇଁ ଚ୍ୟାଲେଞ୍ଜ ସଦୃଶ ହୋଇଛି। ଏହାକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ସବୁସ୍ତରରେ ଉଦ୍ୟମ ଜାରି ରଖିଛନ୍ତି।...

ଜୋନ୍‌-୧ରେ ରାଜ୍ୟର ଏହି ୧୦ ଜିଲା

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ ୫୦ରୁ ଅଧିକ ସକ୍ରିୟ କେସ୍‌ ରହିଥିବା ୧୦ ଜିଲାକୁ ମଙ୍ଗଳବାର ଜୋନ୍‌-୧ ଭାବେ ଘୋଷଣା କରାଯାଇଛି। ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର,...

ଗୁରୁଦିବସରେ କାନ ଧରି ଆଣ୍ଠେଇଲେ ଶିକ୍ଷକ

ଭୁବନେଶ୍ୱର,୫।୯(ବ୍ୟୁରୋ): ଗୁରୁଦିବସରେ ଗୁରୁଙ୍କୁ ପୂଜା କରାଯାଏ। କିନ୍ତୁ ଏଭଳି ପବିତ୍ର ଦିବସରେ ଗୁରୁମାନେ କାନ ଧରି ଆଣ୍ଠେଇବା ସମସ୍ତଙ୍କୁ ଚକିତ କରିଛି। ଅନୁଦାନରୁ ବାଦ୍‌ ପଡ଼ିଥିବା...

Advertisement


Archives

Model This Week