ଟ୍ରାଫିକ ଅବ୍ୟବସ୍ଥା ନେଇ ହାଇକୋର୍ଟଙ୍କ ଶୁଣାଣି: ଡିସିପିଙ୍କ ଅଧ୍ୟକ୍ଷତାରେ ଗଠନ ହେବ କମିଟି

କଟକ ଅଫିସ,୧୪ା୧୨: ବାଦାମବାଡିରୁ ଲିଙ୍କରୋଡ ପର୍ଯ୍ୟନ୍ତ ଟ୍ରାଫିକ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ପରିସ୍ଥିତିରେ ସୁଧାର ଆଣିବା ପାଇଁ ଏକ କମିଟି ଗଠନ କରାଯିବ। ଏଥିରେ କଟକ ଡିସିପି ଅଧ୍ୟକ୍ଷ ରହିବେ। ସ୍ଥାୟୀ ସମାଧାନ ପାଇଁ ବାଦାମବାଡ଼ିରୁ ଲିଙ୍କରୋଡ ମଧ୍ୟରେ ଫୁଟ୍‌ ଓଭରବ୍ରିଜ୍‌ ନିର୍ମାଣ ନେଇ ମଧ୍ୟ ଉକ୍ତ କମିଟି ସ୍ଥାନ ନିର୍ଦ୍ଧାରଣ କରିବ। ବାଦାମବାଡି-ଲିଙ୍କରୋଡ ଟ୍ରାଫିକ୍‌ ସମସ୍ୟା ଉପରେ ହାଇକୋର୍ଟରେ ଆଗତ ମାମଲାର ଶୁଣାଣି କରି ମୁଖ୍ୟ ବିଚାରପତି ଜଷ୍ଟିସ୍‌ କେ.ଏସ୍‌. ଝାବେରୀ ଏବଂ ବିଚାରପତି ଜଷ୍ଟିସ୍‌ କେ.ଆର. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ଆଦେଶ ଦେଇଛନ୍ତି। ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ନେଇ ଆଡଭୋକେଟ ଦୀପ୍ତିରଞ୍ଜନ ମହାପାତ୍ରଙ୍କ ପକ୍ଷରୁ ହାଇକୋର୍ଟରେ ଏକ ମାମଲା ରୁଜୁ କରାଯାଇଥିଲା। ଆସନ୍ତା ୧୬ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ପାଇପ ଯୋଗେ ପ୍ରାକୃତିକ ଗ୍ୟାସ୍‌ ଯୋଗାଣର ଶୁଭାରମ୍ଭ: ଝାଡ଼ଖଣ୍ଡବାସୀଙ୍କ ଗ୍ୟାସ୍‌ ପାଇବା ସ୍ବପ୍ନ ପୂରଣ: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୪।୮(ବ୍ୟୁରୋ): ଝାଡଖଣ୍ଡରେ ପିଏନ୍‌ଜି ଏବଂ ସିଏନ୍‌ଜି ଗ୍ୟାସ ପାଇବାକୁ ଥିବା ଲୋକଙ୍କ ସ୍ବପ୍ନ ପୂରଣ ହୋଇଛି। ଝାଡଖଣ୍ଡର ରାଞ୍ଚିଠାରେ ଶୁକ୍ରବାର ଅନୁଷ୍ଠିତ ପିଏମ୍‌ ଉର୍ଜା ଗଙ୍ଗା...

ପିପିଲି ଉପନିର୍ବାଚନ: ଆଜିଠୁ ବାଲଟ୍‌ ମତଦାନ ଆରମ୍ଭ

ଭୁବନେଶ୍ୱର,୩।୫(ବ୍ୟୁରୋ): ଆସନ୍ତା ୧୬ ତାରିଖରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ। ସେନେଇ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ସୋମବାରଠାରୁ ବାଲଟ୍‌ ମତଦାନ ଆରମ୍ଭ ହୋଇଛି। ଘରଘର ବୁଲି...

ଚନ୍ଦକା ଏସ୍‌ଓଜି କ୍ୟାମ୍ପରେ ପ୍ରଶିକ୍ଷଣ ବେଳେ ଅଘଟଣ: ହ୍ୟାଣ୍ଡ ଗ୍ରେନେଡ୍‌ ବିସ୍ଫୋରଣ ଯୋଗୁ ଜଣେ ହାବିଲଦାର୍‌ ଶହୀଦ, ୨ ଆହତ

ବାରଙ୍ଗ,୭।୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଚନ୍ଦକାଥାନା ଅଧୀନରେ ଥିବା ଏସ୍‌ଓଜି କ୍ୟାମ୍ପ୍‌ରେ ପ୍ରଶିକ୍ଷଣ ଦେବା ବେଳେ ମଙ୍ଗଳବାର ଜଣେ ପ୍ରଶିକ୍ଷକ ତଥା ହାବିଲଦାର ଶହୀଦ ହୋଇଛନ୍ତି। ଘଟଣାରେ...

କେନ୍ଦ୍ର, ରାଜ୍ୟରେ ଅଘୋଷିତ ମେଣ୍ଟ ସରକାର ଚାଲିଛି: କଂଗ୍ରେସ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ୨୦୧୪ରୁ କେନ୍ଦ୍ର ଶାସନ ଦାୟିତ୍ୱ ଭାଜପା ହାତକୁ ଯିବାଠାରୁ ଓଡ଼ିଶାରେ ଭିନ୍ନ ସମୀକରଣ ଦେଖିବାକୁ ମିଳୁଛି। ରାଜ୍ୟ ଓ କେନ୍ଦ୍ର ମଧ୍ୟରେ ଚାଲିଥିବା ଅଘୋଷିତ...

ବିଧାନସଭା ଶଟ୍‌ଡାଉନ୍‌

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଦିନକ ପାଇଁ ବିଧାନସଭାକୁ ଶୁକ୍ରବାର ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ବିଧାନସଭାର ଜଣେ କର୍ମଚାରୀଙ୍କ ସମ୍ପର୍କୀୟ ପଜିଟିଭ୍‌ ଚିହ୍ନଟ ହେବା ପରେ ଏଭଳି ପଦକ୍ଷେପ ନିଆଯାଇଛି।...

ରାଜଧାନୀରୁ ୧ କୋଟିର ବ୍ରାଉନ୍‌ସୁଗାର ଜବତ: ୨ ଗିରଫ

ଭୁବନେଶ୍ୱର, ୨।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଖଣ୍ଡଗିରି ଆଇଗିଣିଆ ୧୬ ନଂ. ଜାତୀୟ ରାଜପଥ ନିକଟରୁ ମଙ୍ଗଳବାର କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ୨ ନିଶା ବେପାରୀଙ୍କୁ ଗିରଫ କରିଛି।...

ପରିବେଶ ପାଇଁ ଶୁଭଙ୍କର ହେଲା ଲକ୍‌ଡାଉନ

ଭୁବନେଶ୍ୱର,୩୧ା୩ (ବ୍ୟୁରୋ)- ଲକ୍‌ଡାଉନର ପ୍ରଭାବ ପରିବେଶ ଉପରେ ପଡିଛି। ୮ଦିନ ହେବ ଦୋକାନ ବଜାର, ଗାଡ଼ିମୋଟର ଚଳାଚଳ, କଳକାରଖାନା, ନିର୍ମାଣ ଆଦି ସବୁକିଛି ବନ୍ଦ ରହିଛି।...

କଲିକତାରେ ଡାକ୍ତରଙ୍କୁ ଆକ୍ରମଣ ଘଟଣାଆନ୍ଦୋଳନକୁ ଓହ୍ଲାଇଲେ ବ୍ରହ୍ମପୁରର ଡାକ୍ତର

ବ୍ରହ୍ମପୁର ଅଫିସ୍‌,୧୫ା୬-କଲିକତାସ୍ଥିତ ନୀଲରତନ ସିରକାର ମେଡ଼ିକାଲ୍‌ କଲେଜ ଓ ହସ୍ପିଟାଲ୍‌ରେ ଜଣେ ୭୫ବର୍ଷୀୟ ରୋଗୀଙ୍କ ମୃତ୍ୟୁ ପରେ ସମ୍ପର୍କୀୟମାନେ ୨ ଜଣ ଡାକ୍ତରଙ୍କୁ ଆକ୍ରମଣ କରିଥିଲେ।...

Advertisement
Archives

Model This Week