ଟ୍ରାଫିକ୍‌ ନିୟମ ୩ ମାସ କୋହଳ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯।୯(ବ୍ୟୁରୋ): ସେପ୍ଟେମ୍ବର ୧ରୁ ଦେଶବ୍ୟାପୀ ଲାଗୁ ହୋଇଛି ନୂଆ ମୋଟର ଯାନ ଆଇନ। ନୂଆ ଆଇନ କାର୍ଯ୍ୟକାରୀ ହେବା ପରେ ଚାରିଆଡ଼େ ଚାଲିଛି ଧରପଗଡ଼। ଆଇନ ଭାଙ୍ଗିଲେ ଆଦାୟ ହେଉଛି ୧୦ ଗୁଣ ଅଧିକ ଜରିମାନା। ସଂଶୋଧିତ ମୋଟର ଯାନ ଆଇନ ଓ ଜରିମାନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି। ଆସନ୍ତା ୩ ମାସ ପର୍ଯ୍ୟନ୍ତ ନିୟମକୁ କୋହଳ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଲୋକଙ୍କ ପ୍ରତି କଠୋର ମନୋଭାବ ପୋଷଣ ନ କରି ବୁଝାଇବାକୁ ମଧ୍ୟ କହିଛନ୍ତି। ଲୋକଙ୍କ ସୁବିଧା ପାଇଁ ଅଧିକରୁ ଅଧିକ କାଉଣ୍ଟର ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ପରିବହନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ଟ୍ରାଫିକ ନିୟମକୁ ମାନିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ କର୍ମଚାରୀଙ୍କର ନିଘା ନାହିଁ: ଦିନ ଦିନ ଧରି ଅନ୍ଧାରରେ କଣାସ ଅଞ୍ଚଳ

କଣାସ, ୧୮।୭(ସ୍ବ.ପ୍ର.)-ଫନୀ ପରେ ଦୁଇମାସ ଧରି କଣାସ ଅଞ୍ଚଳ ଅନ୍ଧାରେ ରହିବାପରେ କେତେକ ଅଞ୍ଚଳକୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଥିଲା। ମାତ୍ର ସାମାନ୍ୟ ପବନ ହୋଇ ଗଛରୁ...

ଏବେ ହସ୍ପିଟାଲ୍‌ ଦାୟିତ୍ୱ ସମ୍ଭାଳିବେ ଏସ୍‌ଏଚ୍‌ଜି ମହିଳା

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ମିଶନ୍‌ ଶକ୍ତି ଅନ୍ତର୍ଗତ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ସଦସ୍ୟାଙ୍କୁ ଅଧିକ ସଶକ୍ତ କରିବାକୁ ଯାଇ ରାଜ୍ୟ ସରକାର ପୁଣି ଏକ ବଡ଼ ପଦକ୍ଷେପ...

କୋରିଆ କାର୍‌ଭାନ୍‌

ଭୁବନେଶ୍ୱର, ୨୪।୯(ବ୍ୟୁରୋ): କୋରିଆ ରିପ୍ଲବିକ୍‌ ରାଷ୍ଟ୍ରଦୂତଙ୍କ ଦ୍ୱାରା ପ୍ରତିବର୍ଷ ଭାରତର ଦୁଇଟି କିମ୍ବା ତିନୋଟି ରାଜ୍ୟରେ ଆୟୋଜିତ ହେଉଥିବା ‘କୋରିଆ କାରଭାନ୍‌’ କାର୍ଯ୍ୟକ୍ରମ ଚଳିତବର୍ଷ ମନ୍ଦିରମାଳିନୀ...

ଆଜି ରାଜ୍ୟରୁ ସୁସ୍ଥ ହେଲେ ୯୪୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨ା୧(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୯୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୦,୪୮,୭୩୨ ଜଣ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ରାସ୍ତା ପ୍ରଶସ୍ତୀକରଣ ଲାଗି ଦାବିପତ୍ର

ସୋର, ୬।୯(ଡି.ଏନ.ଏ.): ସୋର ବ୍ଲକ ନଟାପଡ଼ାଠାରେ ୧୩୨/୩୩ କେଭି ଗ୍ରୀଡ଼ ସବ୍‌ଷ୍ଟେଶନ ପାଚେରି କଡ଼ ଦେଇ ଚାଷ ଜମିକୁ ଯାଇଥିବା ରାସ୍ତାକୁ ପ୍ରଶସ୍ତୀକରଣ ଲାଗି ଗ୍ରାମବାସୀ...

ଏବେ ବି ଟିକା ନେଇନାହାନ୍ତି ୨୭ ଲକ୍ଷ

ଭୁବନେଶ୍ୱର,୬।୧(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବାକୁ ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି। ସମସ୍ତ ଲୋକେ ଯେପରି ସୁବିଧାରେ ଟିକା ନେଇପାରିବେ ସେ ନେଇ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ...

ପୂଜାରେ ଟ୍ବିନ୍‌ ସିଟି ଜଗିବେ ୬୩ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର,୨-୯(ବ୍ୟୁରୋ): ଦୁର୍ଗାପୂଜା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। କଟକ ଓ ଭୁବନେଶ୍ୱରରେ ୬୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ।...

ସ୍କୁଟି ଚାଳିକାଙ୍କୁ ୧୩ ହଜାର ଜରିମାନା

ଭଦ୍ରକ ଅଫିସ, ୭।୯ – ଭଦ୍ରକ ବାଇପାସ୍‌ ୟୁନାନି ହସ୍ପିଟାଲ ରାସ୍ତାରେ ସ୍କୁଟି ଚଳାଉଥିବା ଜଣେ ଶିକ୍ଷୟିତ୍ରୀଙ୍କୁ ୧୩ ହଜାର ଟଙ୍କା ଜରିମାନା ଦେବାକୁ ଜିଲା...

Advertisement
Archives

Model This Week