Posted inଜାତୀୟ

ଟ୍ରେନରେ ଲାଗିଲା ନିଆଁ

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ରେଳ ଷ୍ଟେଶନରେ ଏକ ଦୁର୍ଘଟଣା ଘଟିଛି। ଷ୍ଟେଶନରେ ଛିଡା ହୋଇଥିବା ଟ୍ରେନରେ ଲାଗିଯାଇଛି ନିଆଁ। ପ୍ଲାଟଫର୍ମ ନଂ ୮ରେ ଥିବା ଚଣ୍ଡିଗଡ କୋଚବଲି ଏକ୍ସପ୍ରେସର ଏକ ବଗିରେ ହଠାତ୍‌ ନିଆଁ ଲାଗିଯାଇଛି। ଘଟଣାସ୍ଥଳରେ ଦମକଳବାହିନୀର ୪ଟି ଗାଡି ପହଞ୍ଚି ନିଆଁ ଲିଭାଉଛନ୍ତି। ଏପର୍ଯ୍ୟନ୍ତ କୌଣସି କ୍ଷତି ହୋଇଥିବା ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମା ମାଗିଲେ ମୋଦି

ନୂଆଦିଲ୍ଲୀ,୨୯।୩: କରୋନା ପାଇଁ ସାରା ଦେଶକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ଦେଶ ଏକ ପ୍ରକାର ଠପ୍‌ ହୋଇ ଯାଇଛି। ଲକ୍‌ ଡାଉନକୁ ୫ ଦିନ...

ଗର୍ଲଫ୍ରେଣ୍ଡ୍‌ଙ୍କୁ ବିବାହ କରିବା ପାଇଁ ନିଜକୁ ଅପହରଣ କରାଇଲେ ଯୁବକ

ଲକ୍ଷ୍ନୌ,୨୮।୪: ଗର୍ଲଫ୍ରେଣ୍ଡ୍‌ଙ୍କୁ ବିବାହ କରି ପାଇଁ ଉତ୍ତରପ୍ରଦେଶ ଝାଂସୀର ଜଣେ ଯୁବକ ନିଜକୁ ଅପହରଣ କରାଇଛନ୍ତି। ଘର ଲୋକେ ୩୧ ବର୍ଷ ବୟସ୍କ ସଫ୍ଟଓ୍ବେର ଇଞ୍ଜିନିୟର...

ଶୋପିଆନ୍‌ରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୨୦।୧୦: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ପୁଣି ସଫଳତା ମିଳିଛି। ଶୋପିଆନ୍‌ର ମଲହୋରା ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ହୋଇଥିବା ସର୍ଚ୍ଚ ଅପରେଶନ୍‌ରେ ୨ ଆତଙ୍କବାଦୀଙ୍କୁ...

ଏସ୍‌ପି ନେତା ନୀରଜ ଶେଖରଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୬ା୭: ସମାଜବାଦୀ ପାର୍ଟି ନେତା ନୀରଜ ଶେଖର ସୋମବାର ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପତ୍ରକୁ ଗୃହର ଅଧ୍ୟକ୍ଷ ଏମ୍‌....

ସୁସ୍ଥ ହେଲେ କରୋନା ସଂକ୍ରମିତ ୧୨ ନୌସେନା ଯବାନ

ନୂଆଦିଲ୍ଲୀ,୨।୫: ଭାରତୀୟ ନୌସେନାର ୩୮ ଜଣ ଯବାନ କରୋନା ଭାଇରସରେ ସଂକ୍ରମିତ ହେବା ପରେ ଏବେ ସେମାନଙ୍କ ମଧ୍ୟରୁ ୧୨ ଜଣ ସୁସ୍ଥ ହୋଇ ହସ୍ପିଟାଲରୁ...

ହଠାତ୍‌ ବସ୍‌ର ବ୍ରେକ୍‌ ଫେଲ୍‌ ହେବାରୁ ଗଲା ୧୧ ଜୀବନ

ଚମ୍ପାରଣ,୧୦।୬: ଝାରଖଣ୍ଡ ଚମ୍ପାରଣରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସୋମବାର ଭୋର ସାଢ଼େ ୩ଟାରେ ଏକ ଯାତ୍ରୀବାହୀ ବସ୍‌ ଟ୍ରକକୁ ଧକ୍କା ଦେଇଛି। ଫଳରେ ଏହି...

ସୋମବାର ଇଦ୍‌

ନୂଆଦିଲ୍ଲୀ,୨୪।୫: ଭାରତରେ ଇଦ୍‌ ଉଲ୍‌-ଫିତର ସୋମବାର ପାଳିତ ହେବ। ଶନିବାର ଆକାଶରେ ଚନ୍ଦ୍ର ଦେଖା ନ ଦେବାରୁ ୨୫ରେ ଇଦ୍‌ ପାଳନ ଲାଗି ଦିଲ୍ଲୀ ଜାମା...

ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣା ମାମଲା: ଟ୍ରକ୍‌ ଡାଇଭର ଓ ହେଲ୍‌ପରଙ୍କୁ ୩ ଦିନ ରିମାଣ୍ଡରେ ନିଆଗଲା

ଲକ୍ଷ୍ନୌ,୩।୮: ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣା ମାମଲାରେ ସମ୍ପୃକ୍ତ ଥିବା ସନ୍ଦେହରେ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ଡ୍ରାଇଭର ଓ ହେଲପର୍‌ଙ୍କୁ ସ୍ପେଶାଲ ସେଣ୍ଟ୍ରାଲ ବ୍ୟୁରୋ ଅଫ୍‌...

Play 250+ Trending Games
Archives

Model This Week

Why Dharitri