ଟ୍ରେନିଂ ନେବାକୁ ଆସି କେନ୍ଦୁଝରରେ ଫସିିଛନ୍ତି ୧୨ ଯୁବକ

କେନ୍ଦୁଝର,୯ା୪(ସ୍ବ.ପ୍ର.): ଟ୍ରେନିଂ ନେବାକୁ ଆସି ଲକ୍‌ ଡାଉନ ଯୋଗୁଁ ୧୨ ଜଣ ଯୁବକ କେନ୍ଦୁଝରରେ ଫସି ରହିଛନ୍ତି । ସେମାନଙ୍କ ଘର ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାରେ ବୋଲି ଜଣାପଡ଼ିଛି। ଏକ ଘରୋଇ ସଂସ୍ଥା ପକ୍ଷରୁ ଏହି ତାଲିମ ଦିଆଯାଉଥିଲା ବୋଲି ସେମାନେ କହିଛନ୍ତି। ଲକଡାଉନ ଘୋଷଣା ହେବାରୁ ସେମାନେ ଘରକୁ ଯାଇ ନ ପାରି କେନ୍ଦୁଝର ସହରର ଶ୍ରୀକୃଷ୍ଣ ବିହାର, ଡିଏଭି ସ୍କୁଲ ରାସ୍ତା ଲେନ ନମ୍ବର-୩ରେ ଭଡ଼ା ମେସରେ ଅଟକି ରହିଛନ୍ତି। ଲକ୍‌ ଡାଉନ ଯୋଗୁ ବାହାରକୁ ଯାଇ ନ ପାରି ଖାଦ୍ୟ ସମସ୍ୟାରେ ରହୁଛନ୍ତି। ସେମାନଙ୍କୁ ଖାଦ୍ୟ ଯୋଗାଇ ଦେବାକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ନିୟମ ନ ମାନି ଘରକୁ ପଳାଇଥିଲେ: ବିଇଓଙ୍କୁ ସଙ୍ଗରୋଧରେ ରଖିଲେ ତହସିଲଦାର

ଦାରିଙ୍ଗବାଡି,୧୬।୭(ଡି.ଏନ୍‌.ଏ.)-ଜିଲା ପ୍ରଶାସନର ନିୟମ ନ ମାନି ଘରକୁ ପଳାଇବା ମହଙ୍ଗା ପଡିଛି ଜଣେ ଶିକ୍ଷା ବିଭାଗ ଅଧିକାରୀଙ୍କୁ। ସୀମା ସିଲ୍‌ ସତ୍ତ୍ୱେ ଗଳାବାଟ ଦେଇ ଘରକୁ...

୧୭ ବର୍ଷ ହେବ ମରାମତି ହୋଇନି : ରାସ୍ତାରେ ଧାନ ତଳି ରୋଇଲେ ଗ୍ରାମବାସୀ

ଜୁନାଗଡ଼,୧୭।୮(ଡି.ଏନ.ଏ.) – କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଛୋରିଆଗଡ଼ ପଞ୍ଚାୟତ ସାନଫୁର୍ଲା-ବନ୍ଦପଡାକୁ ସଂଯୋଗ କରୁଥିବା ଦେଢ କି.ମି. ରାସ୍ତା ଗତ ୧୭ ବର୍ଷ ହେବ ରକ୍ଷଣାବେକ୍ଷଣ...

ପରୀକ୍ଷାଫଳ ନ ବାହାରିବା ପ୍ରତିବାଦରେ ଘେରାଉ

ବାରିପଦା ଅଫିସ,୭ା୭- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ଶ୍ରୀମା ମହିଳା ମହାବିଦ୍ୟାଳୟରେ ଯୁକ୍ତ ଦୁଇ ଭୋକେସନାଲ ପରୀକ୍ଷା ଦେଇଥିବା ୨୪ ଜଣ ଛାତ୍ରୀଙ୍କ ପରୀକ୍ଷା ଫଳ...

ପ୍ରଶାସନ, ସ୍ବାସ୍ଥ୍ୟ ବିଭାଗର ପ୍ରସ୍ତୁତି ସମୀକ୍ଷା କଲେ ଆର୍‌ଡିସି

ବ୍ରହ୍ମପୁର ଅଫିସ,୨୭ା୩-କରୋନା ସଂକ୍ରମଣର ପ୍ରତିରୋଧ ନେଇ ଜିଲା ପ୍ରଶାସନ ପକ୍ଷରୁ ବ୍ରହ୍ମପୁରରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପର ଶୁକ୍ରବାର ସମୀକ୍ଷା କରିଛନ୍ତି ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର...

ଏସ୍‌ଏଚ୍‌ଜି ବାଣ୍ଟିଲା ଶୁଖିଲା ଖାଦ୍ୟ

ଢେଙ୍କାନାଳ ଅଫିସ, ୧୨।୪ – ଢେଙ୍କାନାଳ ସଦର ବ୍ଲକ ଗୋବିନ୍ଦପୁରର ମଝିସାହି ଶକ୍ତି ଓମ୍‌ ସାଇ ସ୍ବୟଂ ସହାୟକ ଗୋଷ୍ଠୀ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ...

ସାନିଟାଇଜ ହେଲା ଧରମବନ୍ଧା ପଞ୍ଚାୟତ

ନୂଆପଡା ଅଫିସ,୧୭ା୪- ନୂଆପଡା ସଦର ବ୍ଲକ ଧରମବନ୍ଧା ପଞ୍ଚାୟତ ସାନିଟାଇଜ ହୋଇଛି। ସରପଞ୍ଚ ଓମପ୍ରକାଶ କଲାରଙ୍କ ନେତୃତ୍ୱରେ ହୋଇଥିବା କାର୍ଯ୍ୟକ୍ରମରେ ସମିତି ସଭ୍ୟା ଓ ସମସ୍ତ...

ଚୋରା ମଦବେପାରୀ ଗିରଫ

ଭଣ୍ଡାରିପୋଖରୀ , ୨୮।୫ (ଡି.ଏନ.ଏ.)-ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଭୁତିଆ ଗ୍ରାମରେ ଦେଶୀ ମଦ ବିକ୍ରି କରୁଥିବା ଅଭିଯୋଗରେ ପୋଲିସ ବୁଧବାର ସନ୍ଧ୍ୟାରେ ଜଣଙ୍କୁ ଗିରଫ...

ନୀଳମଣି କଲେଜରେ ଛାତ୍ର ଅଶାନ୍ତି

ରୂପ୍‌ସା, ୨୨ା୯(ଡ଼ି ଏନ ଏ)-ବାଲେଶ୍ୱର ସଦର ବ୍ଲକ ଅଧୀନ ରୂପ୍‌ସା ନୀଳମଣି ମହାବିଦ୍ୟାଳୟରେ ଶନିବାର ଛାତ୍ର ଅଶାନ୍ତି ଦେଖାଦେଇଛି। ମହାବିଦ୍ୟାଳୟର ସାମଗ୍ରିକ ବିକାଶ ପାଇଁ ଛାତ୍ରୀଛାତ୍ରଙ୍କ...

Coronavirus Update


Archives

Model This Week

Why Dharitri