ଟ୍ରେନ୍‌ରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ରୂପ୍‌ସା, ୩ା୧(ଡି.ଏନ୍‌.ଏ.): ଜିଆର୍‌ପି ପୋଲିସ ବାଲେଶ୍ୱର ରେଳଷ୍ଟେଶନରେ ଶୁକ୍ରବାର ଡାଉନ୍‌ ହାଓ୍ବଡ଼ା-ଯଶବନ୍ତପୁର ସୁପରଫାଷ୍ଟ ଏକ୍ସପ୍ରେସ୍‌ରୁ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକଙ୍କ ବୟସ ୬୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ତାଙ୍କ ପରିଚୟ ମିଳିପାରିନାହିଁ। ଟ୍ରେନ୍‌ ଶୌଚାଳୟ ସମ୍ମୁଖରେ ମୃତଦେହ ପଡ଼ିଥିବା ଜିଆର୍‌ପି ପୋଲିସ ଖବର ପାଇଥିଲା। ତାଙ୍କଠାରୁ ଯଶବନ୍ତପୁରରୁ ମୁଜାଫରପୁର ପର୍ଯ୍ୟନ୍ତ ଏକ ଟ୍ରେନ୍‌ ଟିକେଟ ମିଳିଛି। ତାଙ୍କର ସ୍ବାଭାବିକ ମୃତ୍ୟୁ ହୋଇଛି କି ହତ୍ୟା କରାଯାଇଛି ସେନେଇ ଜିଆର୍‌ପି ପୋଲିସ ତଦନ୍ତ ଜାରି ରଖିଛି। ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ. ୧/୨୦) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ

ଭୁବନେଶ୍ୱର, ୧୨ା୭(ବନ୍ଦନା ସେଠୀ): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍‌ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ…

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ: ଗର୍ଭଣା ଗ୍ରାମରେ ଉତ୍ତେଜନା, ମିଳିବ ୪ ଲକ୍ଷ ଟଙ୍କାର ସହାୟତା

ଭେଡେନ, ୧୧।୭ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଗର୍ଭଣା ଗ୍ରାମରେ ଶନିବାର ଏକ ଦୁଃଖଦାୟକ ଘଟଣା ଘଟିଯାଇଛି। ବିଦ୍ୟୁତ ସଂସ୍ପର୍ଶରେ…

ସ୍କୁଲ କମିଟି ଅଧ୍ୟକ୍ଷ ଚୟନକୁ ନେଇ ବିବାଦ: ପହଞ୍ଚିଲା ପୋଲିସ, ତଦନ୍ତ କରିବେ ଅତିରିକ୍ତ ଶିକ୍ଷାଧିକାରୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଗାଁ କପିଳେଶ୍ୱର ହାଇସ୍କୁଲରେ ସ୍କୁଲ ପରିଚାଳନା କମିଟିର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଚୟନକୁ ନେଇ ତୀବ୍ର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri