ଟ୍ରେନ୍‌ଲାଇନରେ କଟି ମହିଳା କର୍ମଚାରୀ ମୃତ

ଯାଜପୁର ଅଫିସ, ୨୫।୫: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ନିଳାଚଳ ଇସ୍ପାତ ନିଗମ ପରିସରରେ ରେଳଲାଇନରେ କଟି ଶନିବାର ପୂର୍ବାହ୍ନ ୯ଟାରେ ଏସ୍‌ଏମ୍‌ଏସ୍‌ ବିଭାଗରେ କାର୍ଯ୍ୟରତ ଜଣେ ମହିଳା କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କବାଟବନ୍ଧ ଅଞ୍ଚଳର ଅନଙ୍ଗମଞ୍ଜରୀ ରାଉତ।
ପ୍ରକାଶ ଯେ, ଅନଙ୍ଗମଞ୍ଜରୀ ନିଳାଚଳ କାରଖାନାରେ ଏସ୍‌ଏମ୍‌ଏସ୍‌ ବିଭାଗରେ ଅପରେଟର କମ୍‌ ଟେକ୍‌ନିସିଆନ୍‌ ଭାବେ କାର୍ଯ୍ୟ କରୁଥିଲେ। ସବୁଦିନ ପରି ଶନିବାର ପୂର୍ବାହ୍ନରେ ସେ ସ୍କୁଟି ଯୋଗେ କାରଖାନାକୁ ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ଖବର ପାଇ କଳିଙ୍ଗନଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖପ୍ରାଖୋଲରେ ବ୍ୟାପୁଛି ଝାଡାବାନ୍ତି

ଖପ୍ରଖୋଲ, ୩୦ା୯ (ଡି.ଏନ.ଏ.) : ବଲାଙ୍ଗୀର ଜିଲା ଖପ୍ରାଖୋଲ ସଦର ମହକୁମାରେ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି ା ଶନିବାର ଆଠ ଜଣ ଆକ୍ରାନ୍ତ...

ଭୋଗ ଡାରେ ସିରିଜ୍‌ ବୋମାମାଡ଼: ଗୋଟିଏ ପରିବାରର ୩ ଗୁରୁତର

ଖୋର୍ଦ୍ଧା ଅଫିସ, ୨୬।୫: ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅନ୍ତର୍ଗତ ଭୋଗ ଡାରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ବୋମାମାଡ଼ ଘଟିଛି । ଏଥିରେ ଗୋଟିଏ...

ଥାଲାସେମିଆ ପୀଡ଼ିତଙ୍କ ପାଇଁ ଚିକିତ୍ସା ବ୍ୟବସ୍ଥା ନାହିଁ

ପୁରୀ ଅଫିସ, ୨୯ା୧୧: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଥାଲାସେମିଆ ପିଡ଼ିତ ଶିଶୁଙ୍କ ମାଗଣାରେ ଅସ୍ଥିମଜା ପ୍ରତିରୋପଣ ଅସ୍ତ୍ରୋପଚାର (ବୋନ ମ୍ୟାରୋ ଟ୍ରାନ୍ସପ୍ଲାଣ୍ଟ ଅପରେଶନ) ସହ...

ବାସି ପଖାଳ ଖାଇ୧୫ ଛାତ୍ର ଅସୁସ୍ଥ

ଉଦଳା,୧୩।୯(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ କୁଣ୍ଡାବାଇ ହାଇସ୍କୁଲସ୍ଥିତ ହଷ୍ଟେଲରେ ବାସି ପଖାଳ ଖାଇ ୧୫ ଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ଚିକିତ୍ସା...

କୁମ୍ଭାରୀପଦର ଭୂସ୍ଖଳନ ଘଟଣା: ପରୀକ୍ଷା ପାଇଁ ଗଲା ମାଟି, ପଥର

ଦାରିଙ୍ଗବାଡ଼ି,୨୨ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତ କୁମ୍ଭାରୀପଦର ନିକଟରେ ଥିବା ପାହାଡ଼ ଭୁସ୍ଖଳନ ଘଟଣାରେ ଶନିବାର ବ୍ରହ୍ମପୁର ମାଇନ୍ସ ଏବଂ ଭୂତତ୍ତ୍ୱବିତ୍‌ ନିର୍ଦ୍ଦେଶାଳୟରୁ...

ସୋସିଆଲ ମିଡିଆରେ ପୋଷ୍ଟକରି ବିଧାୟକ ହେବାର ସ୍ବପ୍ନ

ଦେବଗଡ଼,୧୦।୨(ଡି.ଏନ୍‌.ଏ.): ଫେସ୍‌ ବୁକ, ହ୍ବାଟ୍ସଆପ, ୟୁଟୁବ ଆଦି ସୋସିଆଲ ମିଡ଼ିଆରେ ପ୍ରତ୍ୟେକ ଦିନ କିଛି ନା କିଛି ପୋଷ୍ଟ କରି ଦେବଗଡ଼ ଜିଲା ତଥା ସହରର...

ଅନ୍ଧାରରେ ଡାଇରିଆ, ଟିବି ଓ୍ବାର୍ଡ

କେନ୍ଦୁଝର,୧୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ଗୁରୁତ୍ୱପୂର୍ଣ୍ଣ ଡାଇରିଆ ଓ ଟିବି ଓ୍ବାର୍ଡ ଶୁକ୍ରବାର ଅନ୍ଧାରରେ ରହିଥିଲା। ଦିନ ୩.୩୦ରୁ ଲାଇନ କଟିଯାଇଥିବାରୁ ରୋଗୀ ଓ...

ରାୟଗଡ଼ାର ସରସ୍ବତୀ ସର୍ବକନିଷ୍ଠା ଜିଲା ପରିଷଦ ସଭାପତି

ରାୟଗଡ଼ା ଅଫିସ,୧୪ା୩: ରାୟଗଡ଼ା ଜିଲା ପରିଷଦ ସଭାପତି ରୂପେ କାଶୀପୁର ବ୍ଲକ ‘ଗ’ ଜୋନ୍‌ର ଜିଲା ପରିଷଦ ସଭ୍ୟା ସରସ୍ବତୀ ମାଝି ନିର୍ବାଚିତ ହୋଇଛନ୍ତି। ବିଜେଡିରୁ...

Advertisement
Archives

Model This Week