ପଦ୍ମପୁର,୭।୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଅଞ୍ଚଳର ଜଣେ କଲେଜ ଛାତ୍ରୀ ଗତ ୨୧ ତାରିଖରେ ଭଦ୍ରକ ଷ୍ଟେଶନରେ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଥିଲେ। ଏ ନେଇ ରେଲଓ୍ବେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିଲା। ଛାତ୍ରୀଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବାବେଳେ ଏହି ଘଟଣା ଏବେ ଭିନ୍ନ ମୋଡ଼ ନେଇଛି। ଛାତ୍ରୀ ରହୁଥିବା ମେସ୍ର ମାଲିକ ତାଙ୍କୁ ଅସଦାଚରଣ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏ ସମ୍ପର୍କରେ ଜଣାପଡ଼ିବା ପରେ ଗୁରୁବାର ସନ୍ଧ୍ୟାରେ ଜିଲା ଏସ୍ପି ରାଜେଶ ପଣ୍ଡିତ ଟୁଇଟରରେ ବାସୁଦେବପୁର ଥାନା ଅଧିକାରୀଙ୍କୁ ଘଟଣାର ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଥାନା ଅଧିକାରୀ ମଧୁମିତା ମହାନ୍ତିଙ୍କୁ ଏ ନେଇ ପଚାରିବାରୁ ମୃତା ଛାତ୍ରୀଙ୍କ ପରିବାର ପକ୍ଷରୁ କୌଣସି ଲିଖିତ ଅଭିଯୋଗ କରାଯାଇ ନାହିଁ। ଏସ୍ପିଙ୍କ ନିର୍ଦ୍ଦେଶକ୍ରମେ ଘଟଣାର ତଦନ୍ତ କରାଯିବ ବୋଲି କହିଛନ୍ତି।
Posted inଆମ ଜିଲା ଖବର, ଭଦ୍ରକ View All
‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…
କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...
ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…
ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...
ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…
ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...
ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…
କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...
ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା
ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...
ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ
ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...
ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା
ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...
ଘରେଥିଲେ ବୃଦ୍ଧ ହଠାତ୍ ଲାଗିଗଲା ନିଆଁ: ଶେଷରେ…
ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...
Archives


