ପଦ୍ମପୁର,୭।୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଅଞ୍ଚଳର ଜଣେ କଲେଜ ଛାତ୍ରୀ ଗତ ୨୧ ତାରିଖରେ ଭଦ୍ରକ ଷ୍ଟେଶନରେ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଥିଲେ। ଏ ନେଇ ରେଲଓ୍ବେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିଲା। ଛାତ୍ରୀଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବାବେଳେ ଏହି ଘଟଣା ଏବେ ଭିନ୍ନ ମୋଡ଼ ନେଇଛି। ଛାତ୍ରୀ ରହୁଥିବା ମେସ୍ର ମାଲିକ ତାଙ୍କୁ ଅସଦାଚରଣ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏ ସମ୍ପର୍କରେ ଜଣାପଡ଼ିବା ପରେ ଗୁରୁବାର ସନ୍ଧ୍ୟାରେ ଜିଲା ଏସ୍ପି ରାଜେଶ ପଣ୍ଡିତ ଟୁଇଟରରେ ବାସୁଦେବପୁର ଥାନା ଅଧିକାରୀଙ୍କୁ ଘଟଣାର ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଥାନା ଅଧିକାରୀ ମଧୁମିତା ମହାନ୍ତିଙ୍କୁ ଏ ନେଇ ପଚାରିବାରୁ ମୃତା ଛାତ୍ରୀଙ୍କ ପରିବାର ପକ୍ଷରୁ କୌଣସି ଲିଖିତ ଅଭିଯୋଗ କରାଯାଇ ନାହିଁ। ଏସ୍ପିଙ୍କ ନିର୍ଦ୍ଦେଶକ୍ରମେ ଘଟଣାର ତଦନ୍ତ କରାଯିବ ବୋଲି କହିଛନ୍ତି।
Posted inଆମ ଜିଲା ଖବର, ଭଦ୍ରକ View All
ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ
ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…
ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ
ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…
ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ
ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…
ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….
ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…
ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ
ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…
ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO
ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…
ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ
ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…
ଜିଲାସ୍ତରରେ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ, ପ୍ରଧାନ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ଜିଲାପାଳ
ଦାରିଙ୍ଗବାଡି, ୨୦।୯(ଅରୁଣ ସାହୁ ): କନ୍ଧମାଳ ଜିଲା ବନଜ୍ୟୋସ୍ନା ସାହିତ୍ୟ ସଂସଦ ପକ୍ଷରୁ ରବିବାର ଜିଲା ସୂଚନା ଓ ଲୋକ ସମ୍ପର୍କ ଭବନ, ଫୁଲବାଣୀ ଠାରେ ଜିଲାସ୍ତରୀୟ…

