ଟ୍ରେନ୍‌ ଆଗକୁ ଡେଇଁ ରେଳ କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ

ରାଉରକେଲା ଅଫିସ,୧୫।୧: ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ରେଳ ଷ୍ଟେଶନରେ ଜଣେ ରେଳ କର୍ମଚାରୀ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଟ୍ରେନ୍‌ରେ ତାଙ୍କର ଗୋଟିଏ ଗୋଡ଼ କଟିଯାଇଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମଙ୍ଗଳବାର ରାତିରେ ରେଳକର୍ମଚାରୀ ଜଣଙ୍କର ସ୍ତ୍ରୀଙ୍କ ସହ ପାଟିତୁଣ୍ଡ ଓ ମାରପିଟ ହୋଇଥିଲା। ଏଥିରେ ଗୁରୁତର ହୋଇ ସ୍ତ୍ରୀ ଚିକିତ୍ସାଧୀନ ଥିବା ବେଳେ ମଙ୍ଗଳବାର ସ୍ବାମୀ ଆତ୍ମହତ୍ୟା ଉଦ୍ୟମ କରିଥିବା ରେଲ୍‌ଓ୍ବେ ପୋଲିସ ସୂଚନା ଦେଇଛି। ଘଟଣାର ତଦନ୍ତ ଜାରି ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ପାକିସ୍ତାନ ସମ୍ପର୍କକୁ ନେଇ ବଡ଼ ବୟାନ ଦେଲେ ରୁବିଓ, ଜାଣନ୍ତୁ ଭାରତକୁ ନେଇ କ’ଣ କହିଲେ

ନୂଆଦିଲ୍ଲୀ,୨୪।୫: ଆମେରିକା ଏବଂ ପାକିସ୍ତାନର ସମ୍ପର୍କ ଏବଂ ଭାରତ ସହିତ ଏହାର ରଣନୈତିକ ସହଭାଗୀତା ମଧ୍ୟରେ ପାର୍ଥକ୍ୟ କରି, ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି…

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

କାଲିଠାରୁ ୯ଦିନ ପ୍ରଚଣ୍ଡ ଖରା; ହେଲେ ୪ ରାଶିଙ୍କ ଉପରେ ହେବ ଧନର ବର୍ଷା…!

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଗ୍ରହମାନଙ୍କ ରାଜା ସୂର୍ଯ୍ୟଦେବଙ୍କ ନକ୍ଷତ୍ର ପରିବର୍ତ୍ତନ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଘଟଣା। ସୂର୍ଯ୍ୟଦେବ ପ୍ରତିମାସରେ ନିଜର ରାଶି ପରିବର୍ତ୍ତନ କରନ୍ତି, ମାତ୍ର…

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କହିଲେ ମୋ’ ରାଜନୈତିକ ଜୀବନ…

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ…

ସାବଧାନ! ଆପଣ ବି ଦିନରାତି AC ଚଲାଉଛନ୍ତି କି? ଫାଟିବା ପୂର୍ବରୁ ଜାଣି ନିଅନ୍ତୁ ଏହି ଜରୁରୀ ନିୟମ

ନୂଆଦିଲ୍ଲୀ,୨୪।୫: ରାଜ୍ୟ ତଥା ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଗରମ ଏବଂ ଗୁଳୁଗୁଳିରୁ ରକ୍ଷା ପାଇବା ପାଇଁ ଲୋକମାନେ ଘର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri