ଟ୍ରେନ୍‌ ଧକ୍କାରେ ଛାତ୍ର ଗୁରୁତର: କ୍ଷତିପୂରଣ ଦାବିରେ ରେଳଧାରଣାରେ ବସିଲେ ଉତ୍ତ୍ୟକ୍ତ ଲୋକେ

ବଅଁରପାଳ,୧୬।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ବୁଢ଼ାପଙ୍କ ନିକଟ ନାଲ୍‌କୋ ରେଳଧାରଣାରେ ଶନିବାର ସକାଳେ ଟ୍ରେନ୍‌ ଧକ୍କାରେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ସେ ହେଲେ ବୁଢ଼ାପଙ୍କ ସ୍କୁଲ୍‌ର ସୁନିଲ ପ୍ରଧାନ। ଗୁରୁତର ଅବସ୍ଥାରେ ସୁନିଲଙ୍କୁ ବଅଁରପାଳର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଛି। ସକାଳୁ ସୁନିଲ ସ୍କୁଲକୁ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ ରେଳଧାରଣାରେ ବସିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱୈତ ସଦସ୍ୟତାକୁ ନେଇ ସଙ୍କଟ: ନୀତୀଶ-ନୀତିନଙ୍କୁ ୧୦ ଦିନ ମଧ୍ୟରେ ନେବାକୁ ପଡିବ ନିଷ୍ପତ୍ତି – ନଚେତ ଯାଇପାରେ ରାଜ୍ୟ ସଭା ଆସନ

ନୂଆଦିଲ୍ଲୀ,୨୦।୩: ପୁଣିଥରେ ବିହାର ରାଜନୀତିରେ ସାମ୍ବିଧାନିକ ବ୍ୟବସ୍ଥା ସମ୍ପର୍କରେ ଉତ୍ତେଜନା ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା ନୀତିନ ନବୀନଙ୍କ ରାଜ୍ୟ ସଭା…

ଗଞ୍ଜାମରେ ଗ୍ୟାସ୍‌ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍‌-ହୋଟେଲ ବନ୍ଦ, ଖାଉଟି ଅସନ୍ତୁଷ୍ଟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛ। ଲୋକଙ୍କୁ ମିଳୁନି ଗ୍ୟାସ୍‌। ଫଳରେ ଖାଉଟି ତଥା ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର…

ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…

ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା…

LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ ଡେଲିଭରି ପାଇଁ ଅପେକ୍ଷା କରନ୍ତୁ…’

ନୂଆଦିଲ୍ଲୀ,୨୦।୩: ଏକ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀରେ, ପେଟ୍ରୋଲିୟମ ମନ୍ତ୍ରଣାଳୟର ଯୁଗ୍ମ ସଚିବ କହିଛନ୍ତି ଯେ ଦେଶର ସମସ୍ତ ରିଫାଇନାରୀ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରୁଛି। ସେ ଉଲ୍ଲେଖ…

ତେଜିଲା ଆନ୍ଦୋଳନ: ତହସିଲଦାରଙ୍କ ଗାଡ଼ି ଆଗରେ ଶୋଇଲେ ଚାଷୀ

ଚାନ୍ଦବାଲି,୨୦।୩: ଭଦ୍ରକ ଜିଲା ତିହିଡି ବ୍ଲକ ଚାରିତରଫ ସୋସାଇଟରେ ଶୁକ୍ରବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ମଣ୍ଡିରୁ ଧାନ ଉଠୁ ନ ଥିବା ଅଭିଯୋଗ କରି ଚାଷୀମାନେ ରାଜ…

ମେ’ ୪ରୁ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ଯାତ୍ରା: ଅନୁମତି ପାଇଁ କମିଟି ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୨୦ା୩(ଦିଲ୍ଲୀପ ସାମଲ): ଚଳିତ ବର୍ଷ ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଯାତ୍ରା କମିଟି ପକ୍ଷରୁ…

ହର୍ମୁଜ ଷ୍ଟ୍ରେଟ ଆକ୍ରମଣକୁ ନେଇ କଡ଼ା ଚେତାବନୀ ଦେଲାଣି ଭାରତ! କହିଲା ବେକାର ଯିବନାହିଁ ନିର୍ଦ୍ଦୋଶ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦।୩: ଯୁକ୍ତରାଜ୍ୟରେ ଭାରତର ହାଇକମିଶନର ବିକ୍ରମ ଡୋରାଇସ୍ବାମୀ, ହର୍ମୁଜ ଷ୍ଟ୍ରେଟରେ ଜାହାଜ ଉପରେ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି। ବିକ୍ରମ ଡୋରାଇସ୍ବାମୀ ସମସ୍ତ ନାବିକଙ୍କ ସୁରକ୍ଷା, ନୌଚାଳନା…

ଆଶଙ୍କାରେ ପେନ୍‌ସନ୍‌ଭୋଗୀଙ୍କ ଭବିଷ୍ୟତ, ସମସ୍ତେ ଏକାଠି ହୋଇ…

କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ବୈଠକ ସଭାପତି ସଞ୍ଜୟ ବସନ୍ତ ଚକ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଭବନ କେନ୍ଦୁଝରଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri