ଟ୍ରେନ୍‌ ଧକ୍କାରେ ଜଣକ ଜୀବନ ଗଲା

ଛତ୍ରପୁର,୭ା୫(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଛତ୍ରପୁର ଥାନା ବ୍ରାହ୍ମଣିଆପଲ୍ଲୀ ରେଳ ଫାଟକ ନିକଟରେ ଟ୍ରେନ ଧକ୍କାରେ ଗୁରୁବାର ଜଣେ ବ୍ୟକ୍ତିଙ୍କ ଜୀବନ ଚାଲିଯାଇଛି। ମୃତକ ଜଣକ ହେଲେ ଛତ୍ରପୁର ବ୍ଲକ ଅନ୍ତର୍ଗତ ଭିକlରିପଲ୍ଲୀ ପଞ୍ଚାୟତର ବ୍ରାହ୍ମଣୀଆପଲ୍ଲୀ ଗ୍ରାମର ପଞ୍ଚୁ ସେଠୀ। ସକାଳୁ ପଞ୍ଚୁ କାଜୁ ତୋଟାକୁ ରେଳ ଧାରଣା ପାର ହୋଇ ଯାଉଥିବା ବେଳେ ଟ୍ରେନ୍‌ ଆସୁଥିବାର ସେ ଜାଣି ପାରି ନ ଥିଲେ। ଫଳରେ ଟ୍ରେନ ତାଙ୍କୁ ଧକ୍କା ଦେଇଥିଲା। ପରେ ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ଛତ୍ରପୁର ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଲାରନାଥଙ୍କ ପୀଠରେ ବଢୁଛି ଖିରି ଚାହିଦା

ବ୍ରହ୍ମଗିରି,୨୩ା ୬ (ଡି.ଏନ୍‌.ଏ.): ମହାପ୍ରଭୁ ଜ୍ୱରରେ ପଡ଼ିଥିବା ବେଳେ ଅଣସରରେ ଠାକୁର ଭକ୍ତଙ୍କୁ ବ୍ରହ୍ମଗିରିସ୍ଥିତ ଅଲାରନାଥ ଭାବେ ଦର୍ଶନ ଦିଅନ୍ତି। ଏହି ସମୟରେ ମହାପ୍ରଭୁ ଅଲାରନାଥ...

ସନ୍ଧ୍ୟା ସାଢ଼େ ୬ଟା ସୁଦ୍ଧା ଜିଲା ପରିଷଦ ନିର୍ବାଚନ ଫଳାଫଳ

କେନ୍ଦୁଝର,୨୬ା୨(ସ୍ବ.ପ୍ର.): କେନ୍ଦୁଝର ଜିଲାର ୩୭ ଜିଲା ପରିଷଦ ଜୋନ୍‌ ମଧ୍ୟରୁ ୩୬ଟିରେ ନିର୍ବାଚନ ପରେ ଆଜିଠାରୁ ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ଆରମ୍ଭ ହୋଇଛି। କଡ଼ା...

ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର, ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୫।୯(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ଅଭିଯୋଗରେ ଅନ୍ୟ ଏକ ଗାଁର ଜଣେ ଯୁବକ ଗିରଫ ହୋଇଛନ୍ତି। ଗିରଫ...

ବଲାଙ୍ଗୀରରେ କାର୍ଯ୍ୟକ୍ଷମ ହେଲା କୋଭିଡ୍‌ ହସ୍ପିଟାଲ: ରହିଛି ୨ ଶହ ଶଯ୍ୟା

ବଲାଙ୍ଗୀର ଅଫିସ, ୧୪ା୪: ବଲାଙ୍ଗୀର କଳିଙ୍ଗ ଇଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ ସାଇନ୍ସସେସ୍‌ (କିସ୍‌) କ୍ୟାମ୍ପସଠାରେ ମଙ୍ଗଳବାରଠାରୁ ୨ ଶହ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ କାର୍ଯ୍ୟକ୍ଷମ...

ଶ୍ରଦ୍ଧାଳୁଙ୍କୁ ଜରିମାନା: ସେବାୟତ,ପୋଲିସଙ୍କୁ ଛାଡ଼

ପୁରୀ ଅଫିସ,୧୭।୭: ଶ୍ରୀମନ୍ଦିର ଭିତରକୁ ସାଧାରଣରେ ମୋବାଇଲ ନେବା ନିଷେଧ ରହିଛି। ଜନସାଧାରଣଙ୍କ ପାଇଁ ଏହି ନିୟମ ଲାଗୁ ଥିବାବେଳେ ସେବାୟତ, ପୋଲିସ ଓ ନିର୍ଦ୍ଦିଷ୍ଟ...

୩ ଦିନିଆ ରିମାଣ୍ଡରେ ଶିବ; କ୍ରାଇମ୍‌ ସିନ୍‌ ରିକ୍ରିଏସନ୍‌ କରିପାରେ ପୋଲିସ

ମାହାଙ୍ଗା/ସାଲେପୁର,୧୨।୪(ଡି.ଏନ୍‌.ଏ.): ରିମାଣ୍ଡରେ ଯିବେ କଟକ ଜିଲା ମାହାଙ୍ଗା ଥାନା କୁସୁପୁର ଗ୍ରାମରେ ଘଟିଥିବା ଗଣହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଶିବ ପ୍ରସାଦ ସାହୁ । ଗୁରୁବାରଠାରୁ...

ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ: କଂଗ୍ରେସ ପାଳିଲା ଆଦିବାସୀ ଗଣହତ୍ୟା ଶ୍ରଦ୍ଧାଞ୍ଜଳି ଦିବସ

ଦେବଗଡ଼,୩।୧(ଡି.ଏନ.ଏ) ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ଶନିବାର ଆଦିବାସୀ ଗଣହତ୍ୟା ଶ୍ରଦ୍ଧାଞ୍ଜଳି ଦିବସ ଭାବେ ପାଳନ କରାଯାଇଛି। ଏଥି ନିମନ୍ତେ ଏକ ଶୋଭାଯତ୍ରା ସହ...

୮ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣରେ ବିଳମ୍ବ

ଯାଜପୁର ଅଫିସ,୧୮।୬: ସରକାରୀ ରିପୋର୍ଟ ଅନୁଯାୟୀ ୧୯୯୯ ଅକ୍ଟୋବର ୨୯ ମହାବାତ୍ୟାରେ ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିଲା। ଏହାପରେ ରାଜ୍ୟ ସରକାର ବାତ୍ୟା...

Advertisement
Archives

Model This Week