ଟ୍ରେନ୍‌ ଧକ୍କାରେ ମା’, ଝିଅ ମୃତ

ଯାଜପୁର ରୋଡ୍‌,୨୩।୧୧(ଡି.ଏନ୍‌.ଏ.): ଯାଜପୁର କେନ୍ଦୁଝର ରୋଡ୍‌ ରେଳ ଷ୍ଟେଶନ ନିକଟ ଅହମ୍ମଦନଗର ନିକଟରେ ଶନିବାର ହାଓ୍ବଡା-ପୁରୀ ପାସେଞ୍ଜର ଟ୍ରେନ୍‌ ଧକ୍କାରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବ୍ୟାସନଗର ପୌରାଞ୍ଚଳସ୍ଥିତ ଚାନ୍ଦମା ଗ୍ରାମର କାଠି ରଣା ଏବଂ ଗୁରୁବାରୀ ରଣା। ସେମାନେ ସମ୍ପର୍କରେ ମା’ ଝିଅ ବୋଲି ଜଣାପଡ଼ିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ଜିଆର୍‌ପି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କୁ ବଳାତ୍କାର କରି ଜେଲଗଲେ ଟିଉସନ ସାର୍‌

ଠାକୁରମୁଣ୍ଡା,୧ା୭: ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ଅଞ୍ଚଳର ଜନୈକା ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଜଣେ ଯୁବକଙ୍କୁ...

କରୋନା ଛଡ଼ାଇନେଲା ଜୀବିକା

ଖୋର୍ଦ୍ଧା ଅଫିସ,୨୦ା୬: କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। ଏଥିସହ ସପ୍ତାହାନ୍ତ ଶଟ୍‌ଡାଉନ ରହିଛି। ପୂର୍ବରୁ ଲକ୍‌ଡାଉନ ସମୟରେ କେବଳ ୪ଘଣ୍ଟା...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୪, ୮୩,୪୪୧ ଟଙ୍କା ପ୍ରଦାନ କଲା ଶେରଗଡ଼ ବ୍ଲକ ଶିକ୍ଷକ ସଂଘ

ଶେରଗଡ଼,୨୭ା୪(ଡି.ଏନ୍‌.ଏ.) : କରୋନା ମହାମାରୀ ପାଇଁ ସମସ୍ତେ ସହାୟତାର ହାତ ବଢ଼ାଉଥିବା ବେଳେ ଶେରଗଡ଼ ଶିକ୍ଷକମାନେ ମଧ୍ୟ ଗୋଟିଏ ଦିନର ଦରମା ପ୍ରଦାନ କରିଛନ୍ତି। ଶେରଗଡ଼...

ଆତ୍ମସମର୍ପଣ କରିଥିବା ମାଓବାଦୀ କମାଣ୍ଡରଙ୍କ ଅଭିନବ ପ୍ରୟାସ : ସାଥୀ ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ଗୀତ ମାଧ୍ୟମରେ ଦେଲେ ଆହ୍ବାନ

ମାଲକାନଗିରି,୨୫।୮(ସ୍ବ.ପ୍ର.): ଜିଲାର ସୀମାନ୍ତ ଛତିଶଗଡ଼ ସୁକମା ପୋଲିସ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆତ୍ମସମର୍ପଣ କରିଥିବା ମାଓବାଦୀ କମାଣ୍ଡର ଅର୍ଜୁନ ସାଥୀ ମାଓବାଦୀଙ୍କୁ ହିଂସା ଛାଡ଼ି...

ସ୍ନାନ ବେଦୀରେ ଦାରୁଦିଅଁ

ପୁରୀ ଅଫିସ୍‌,୫।୬: ଶେଷ ହୋଇଛି ପ୍ରତୀକ୍ଷା। ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ନିର୍ଘଣ୍ଟ ସମୟରେ ଠାକୁରଙ୍କ ରାତି ୩ଟା ୧୦ରେ ପହଣ୍ଡି...

ରାଜ୍ୟରେ ପୁଣି ୬୬୮ ପଜିଟିଭ୍‌ ଚିହ୍ନଟ, ନୂଆପଡାରୁ ସର୍ବାଧିକ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୬୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୮୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୮୩ଜଣ ଲୋକାଲ କେସ୍‌ ଥିବା...

ଆଜିଠାରୁ ସେପ୍ଟେମ୍ବର ୨ ଯାଏ ବର୍ଷା

ଭୁବନେଶ୍ୱର,୩୧।୮(ବ୍ୟୁରୋ): ରାଜ୍ୟରେ ବନ୍ୟା ଦାଉ ସାଜିଥିବାବେଳେ ସୋମବାରଠାରୁ ବର୍ଷା ହେବାର ସମ୍ଭାବନା ରହିଛି। ଫଳରେ ବିପନ୍ନଙ୍କ ଦୁର୍ଦ୍ଦଶା ଆହୁରି ବଢ଼ିବ। ପାଣିପାଗ ବିଭାଗ ପକ୍ଷରୁ କରାଯାଇଥିବା...

ଅବକାରୀ ଚଢ଼ାଉ, ୩ ଗିରଫ

ବାଲିକୁଦା,୮ା୧(ସ୍ବ.ପ୍ର.): ବାଲିକୁଦା ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ଭୋର ସମୟରେ ଏରସମା ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଚଢ଼ାଉବେଳେ ୮ଲିଟରରୁ ଊର୍ଦ୍ଧ୍ୱ ଦେଶୀ...

Advertisement
Archives

Model This Week