ଟ୍ରେନ୍‌ ବଗିରେ କରୋନା ହସ୍ପିଟାଲ: ଭୁବନେଶ୍ୱର, ଖୋର୍ଦ୍ଧା ରୋଡ ଷ୍ଟେଶନରେ ହେବ କୋଭିଡ କେୟାର ସେଣ୍ଟର

ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟର ୨ଟି ରେଳ ଷ୍ଟେଶନରେ କୋଭିଡ କେୟାର ସେଣ୍ଟର ହେବ। ଭୁବନେଶ୍ୱର ଓ ଖୋର୍ଦ୍ଧା ରୋଡ ଷ୍ଟେଶନରେ ଟ୍ରେନ୍‌ ବଗିରେ କୋଭିଡ କେୟାର ସେଣ୍ଟର ନିର୍ମାଣ କରାଯିବ। ଉକ୍ତ କୋଭିଡ କେୟାର ସେଣ୍ଟରରେ ରେଲଓ୍ବେର ସ୍ବାସ୍ଥ୍ୟ କର୍ମଚାରୀ ଉପସ୍ଥିତ ରହିବେ। ଏ ନେଇ ଶୁକ୍ରବାର ରେଳ ମନ୍ତ୍ରଣାଳୟ ସମସ୍ତ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ସୂଚନା ଦେଇଛି।
ଦେଶରେ ୨୧୫ଟି କୋଭିଡ କେୟାର ସେଣ୍ଟର ସ୍ଥାପନ କରାଯିବ। ଯେଉଁଥିରେ ୫ ହଜାର କୋଚ୍‌ ପ୍ରସ୍ତୁତ କରି ରଖାଯାଇଛି। ତା’ ମଧ୍ୟରୁ ଓଡ଼ିଶାରେ ଏହି୨ଟି କେୟାର ସେଣ୍ଟର ପ୍ରସ୍ତୁତ କରାଯିବ। ଏଥିସହ ହସ୍ପିଟାଲ ପାଇଁ ନୋଡାଲ ଅଫିସର ନିଯୁକ୍ତି ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ଜଣାଯାଇଛି। ଏହି ନୋଡାଲ ଅଫିସର ରେଳ କର୍ତ୍ତୃପକ୍ଷଙ୍କ ସହ ସମନ୍ବୟ ରକ୍ଷା କରିବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ସକାଳୁଆ ସ୍କୁଲ୍‌ ଖୋଲିବା ସମୟ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୨ରୁ ସକାଳୁଆ ସ୍କୁଲ୍‌ ଖୋଲିବା ନେଇ ଘୋଷଣା କରାଯାଇଥିଲା। ହେଲେ ଗୁରୁବାର ସ୍କୁଲ୍‌...

ରାୟଗଡ଼ାରେ ୩ଟି ରାଉଣ୍ଡରେ ବିଜେଡି ଆଗୁଆ

ରାୟଗଡ଼ା ଅଫିସ୍‌,୨୩ା୫: ରାୟଗଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ୩ଟି ରାଉଣ୍ଡ ଗଣତିରେ ବିଜେଡି ଆଗୁଆ ରହିଛି। ବିଜେଡିର ଲାଲବିହାରୀ ହିମିରିକାଙ୍କୁ ପ୍ରଥମ ରାଉଣ୍ଡରେ ୧୫୪୬, ଦ୍ୱିତୀୟ...

କରୋନା ଯୋଗୁ ପ୍ରତି ୩୩ ଘଣ୍ଟାରେ ୧୦ ଲକ୍ଷ ଗରିବ, ୩୦ ଘଣ୍ଟାରେ ଜଣେ ନୂଆ ବିଲିୟନେୟାର…

ଡାଭୋସ, ୨୩।୫ : ସ୍ବିଜରଲାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମର ବାର୍ଷିକ ବୈଠକ ପାଇଁ ସମଗ୍ର ବିଶ୍ୱରୁ ଧନୀ ଏବଂ ଶକ୍ତିଶାଳୀ ବ୍ୟକ୍ତିମାନେ ଏଠାରେ ପହଞ୍ଚିଛନ୍ତି।...

ପବନରେ ଇଟା ଖସିଲା: ୩ ହବିଷିଆଳି ଆହତ

ପୁରୀ ଅଫିସ, ୧୦।୧୧: ବାତ୍ୟା ବୁଲବୁଲ ପ୍ରଭାବରେ ୩ଜଣ ହବିଷିଆଳି ଆହତ ହୋଇଛନ୍ତି। ଜିଲା ସଦର ମୁଖ୍ୟ ଚିକିତ୍ସାଳୟରେ ସେମାନେ ଚିକିତ୍ସା ପରେ ସୁସ୍ଥ ହୋଇ...

ବଜ୍ରପାତ ନେଲା ୨ ଜୀବନ

ପାପଡ଼ାହାଣ୍ଡି, ୧୭।୬(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଚେରଚେଟା ପଞ୍ଚାୟତ ବରଦେଇ ଗ୍ରାମରେ ରବିବାର ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଗ୍ରାମର...

ପ୍ରସ୍ତାବିତ ପ୍ରକଳ୍ପ ପାଇଁ ଜେଏସ୍‌ଡବ୍ଲ୍ୟୁର ଘୋଷଣା

ଜଗତ୍‌ସିଂହପୁର ଅଫିସ, ୧୬ା୧୨: ପାରାଦୀପରେ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପ ନେଇ କମ୍ପାନୀ ପକ୍ଷରୁ ବିଭିନ୍ନ ଘୋଷଣା କରାଯାଇଛି। ଏହି ପ୍ରସ୍ତାବିତ ପ୍ରକଳ୍ପ ପାଇଁ ୮ଟି ରାଜସ୍ବ ଗ୍ରାମ...

ବୁଲୁଥିବା ଲୋକଙ୍କୁ ଇ-ଚାଲାଣ, ପୋଲିସର ମୃଦୁ ଲାଠି ଚାଳନା

ବ୍ରହ୍ମପୁର ଅଫିସ,୨୬ା୩-କରୋନାର ମୁକାବିଲା ତଥା ସଂକ୍ରମଣକୁ ରୋକିବା ନେଇ ଜାରି ହୋଇଥିବା ଲକ୍‌ଡାଉନ୍‌ର ପଞ୍ଚମ ଦିନରେ ବ୍ରହ୍ମପୁରରେ ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ଗ୍ରହଣ କରାଯାଇଥିଲା।...

ଘେରିବନ୍ଧରୁ ୫୦ ଫୁଟର ପଥର ପ୍ୟାକିଂ ଖସିଲା

ରାଜନଗର, ୧୭ା୯(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗରର ଅନ୍ୟତମ ପ୍ରମୁଖ ଲୁଣା ଘେରିବନ୍ଧ ରଙ୍ଗଣୀ ସର୍କିଟ୍‌ ପ୍ରତି ବିପଦ ସୃଷ୍ଟି ହୋଇଛି। ରଙ୍ଗଣୀ ସର୍କିଟ୍‌ର ପ୍ରଭାତି ନିକଟରେ...

Advertisement
Archives

Model This Week